ଝାଳବୁହା ଧନ ଖାଇଗଲେ…
ଶେରଗଡ଼,୧୮ା୨: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୂଷୁଣ୍ଡା ଗ୍ରାମ ନିକଟରେ ବୁଧବାର ରାତିରେ ଏକ ହାତୀପଲ ପଶି ୫୦ ଏକର ଜମିରୁ ଊର୍ଦ୍ଧ୍ୱ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏହି ପଲରେ ୮ ହାତୀ ରହିଛନ୍ତି। ବର୍ତ୍ତମାନ ହାତୀପଲ ପାକିଡ଼ି...
ଧାନ ନ ଉଠିଲେ ଅଫିସରଙ୍କୁ ଛାଡିବୁ ନାହିଁ
ପଦ୍ମପୁର,୧୮।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ବିତିଯାଇଛି। ଅନ୍ୟପକ୍ଷେ ଧାନବିକ୍ରି ସରି ନ ଥିବାବେଳେ ଜିଲାର ଅନେକ ମଣ୍ଡିକୁ ବନ୍ଦ କରି ଦିଆଯାଇଛି। ସେହିପରି ଖୋଲାଥିବା ଅନ୍ୟ ସମସ୍ତ ମଣ୍ଡିକୁ ବନ୍ଦ କରିବା ପାଇଁ ମଧ୍ୟ...
୫ ବର୍ଷ ପରେ ଧରାପଡିଲେ କୁଖ୍ୟାତ ଅପରାଧୀ
ବାଲେଶ୍ୱର ଅଫିସ, ୧୮।୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଦୁର୍ଦ୍ଦାନ୍ତ ଡକାୟତ ନବକିଶୋର ଦେଙ୍କୁ ବୁଧବାର ବିଳମ୍ବିତ ରାତିରେ ଗିରଫ କରିଛି। ତାଙ୍କ ନିକଟରୁ ୪ ବନ୍ଧୁକ, ୧୨ରାଉଣ୍ଡ ଗୁଳି, ଟର୍ଚ୍ଚ ଓ ୧୨ଶହ ଟଙ୍କା ଜବତ କରାଯାଇଛି।...
ମାଛଧରା ଜାଲରେ ପଡ଼ିଲା ଡଲ୍ଫିନ
ଭଦ୍ରକ ଅଫିସ,୧୮।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ସୋଳନ୍ଦୀ ନଦୀରେ ବୁଧବାର ସନ୍ଧ୍ୟାରେ ଜଣେ ମାଛଧରାଳିଙ୍କ ଜାଲରେ ଏକ ଡଲ୍ଫିନ ପଡ଼ିଛି। ଏହାର ଓଜନ ପ୍ରାୟ ୧ କୁଇଣ୍ଟାଲ ହେବ ବୋଲି ଅନୁମାନ କରାଯାଉଛି। ନଦୀ...
ଆଜି ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯ ଜଣ...
ଆରମ୍ଭ ହେଲା ବିଧାନସଭା: ଅଭିଭାଷଣ ରଖିଲେ ରାଜ୍ୟପାଳ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ବିରୋଧି କଂଗ୍ରେସ ସଦସ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ। ତେବେ ପରେ...
‘ବଳରାମଗଡ଼ି ମାଛଧରା ବନ୍ଦର କାମ ଖୁବ୍ ଶୀଘ୍ର’
ବାଲେଶ୍ୱର ଅଫିସ,୧୮।୨- ବାଲେଶ୍ୱର ଜିଲା ଚାନ୍ଦିପୁର ନିକଟସ୍ଥ ବଳରାମଗଡ଼ି ସମୁଦ୍ରକୂଳରେ ଖୁବ୍ ଶୀଘ୍ର ପ୍ରସ୍ତାବିତ ମାଛଧରା ବନ୍ଦର ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ୨୦୧୯ ଫେବୃୟାରୀ...
ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମବାସୀ ମୁହାଁମୁହିଁ
ପାରଳାଖେମୁଣ୍ଡି,୧୮ା୨(ଡି.ଏନ୍.ଏ.):ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି ଜିଲା...
ଆଇଏଲ୍ଏସ୍ରେ ମେରାଇନ୍ ବାୟୋଟେକ୍ନୋଲୋଜି କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ
ଭୁବନେଶ୍ୱର, ୧୮।୨(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍ଏସ୍)ରେ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି।...
ଏଥର ୫ ଘଣ୍ଟିଆ ଅଧିବେଶନ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ଷୋଡ଼ଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ବୁଧବାର ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ...
‘ମୋଦିଙ୍କ ହୋର୍ଡିଂ କାଢ଼ିବୁ’
ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ନେଇ ପ୍ରତିବାଦ କରାଯାଇଛି। ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲ ଛକରୁ ଏକ ବିଶାଳ ଶୋଭାଯାତ୍ରା ଅଭିନବ...
ସରକାରଙ୍କୁ ଘେରିବାକୁ ରଣକୌଶଳ
ଭୁବନେଶ୍ୱର,୧୮।୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସହ ମୁଲତବୀ ଆଲୋଚନା ଥିବାରୁ ଚଳିତ ଅଧିବେଶନ ବେଶ୍ ସରଗରମ ହେବ। ବିପଯର୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ,...
Archives


