ରାଜ୍ୟ

ଭଡ଼ା ଘରେ ମହିଳାଙ୍କୁ ହତ୍ୟା: ଅନ୍ୟ ଜଣେ ଗୁରୁତର, ସ୍ବାମୀ କହିଲେ…

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ ଖେଳିଯାଇଛି। ଜଣେ ମହିଳାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇ ଥିବା ବେଳେ ଭଡ଼ା ଘରୁ ତାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ତାଙ୍କ ସହିତ ଜଣେ ପୁରୁଷଙ୍କୁ ମଧ୍ୟ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୫ା୭(ବ୍ୟୁରୋ): କୋଭିଡ୍‌ ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍‌। ଏହି ଟିମ୍‌ରେ କୋଲକାତାର ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର ରହିଛନ୍ତି। ଟିମ୍‌ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ…

ନକଲି କରୋନା ଔଷଧ ଜବତ ଘଟଣା: ସୁଦୀପଙ୍କ ରିମାଣ୍ଡ ପାଇଁ ଏସ୍‌ଟିଏଫ୍‌ର ଆବେଦନ

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ନକଲି କରୋନା ଔଷଧ ଜବତ ଘଟଣାରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ର଼୍ୟାକେଟ୍‌ର ମୁଖ୍ୟ କାର୍ପଟଦାର ମୁମ୍ବାଇର ସୁଦୀପ ବାର୍ନାଜୀଙ୍କୁ ୧୦ ଦିନିଆ ରିମାଣ୍ଡରେ ଆଣିବ। ଏନେଇ ମୁମ୍ବାଇ କୋର୍ଟର ଅନୁମତି ପାଇଁ ଏସ୍‌ଟିଏଫ୍‌ ପକ୍ଷରୁ କଟକ ଟ୍ରାଏଲ୍‌ କୋର୍ଟରେ…

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫ ବେଳାଭୂମିର ସୌନ୍ଦର୍ଯ୍ୟକରଣ କରି ବ୍ଲ୍ୟୁ-ଫ୍ଲାଗ୍‌ ମାନ୍ୟତା ଯୋଗ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ରବିବାର…

ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ଆଜିଠାରୁ ଅନ୍‌ଲାଇନ୍‌ ଆବେଦନ

କଟକ ଅଫିସ,୫ା୭: ଆଜିଠାରୁ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେଉଛି। ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏହାର ସୁଯୋଗ ନେଇପାରିବେ। ଚଳିତ ବର୍ଷ ଫର୍ମ ପୂରଣ ଲାଗି କୌଣସି ଫି’ ଦେବାକୁ ପଡ଼ିବ ନାହିଁ ।…

ରୋଜଗାର ଯୋଗାଉଛି କଡ଼କନାଥ

କେନ୍ଦ୍ରାପଡା ଅଫିସ, ୫।୭: ବିପଦ ଆପଦରେ ଗୋଟିଏ କଡକନାଥ କୁକୁଡା ବିକିଲେ ୭୦୦ରୁ ୯୦୦ଟଙ୍କା ମିଳିଯାଉଛି। ପିଲାଙ୍କ ପଢ଼ା ଖର୍ଚ୍ଚ ହେଉ ଅଥବା ଔଷଧ କିଣିବା, ପରିବାରର ଆର୍ଥିକ ବ୍ୟବସ୍ଥାରେ ଏହି କୁକୁଡା ସହାୟକ ହେଉଛି। ଏବେ ଘରେ ୧୨ଟି କୁକୁଡା…

ବିପଦରେ ବ୍ରାହ୍ମଣୀ ବ୍ରିଜ୍‌

ଯାଜପୁର ଅଫିସ/ରଗଡ଼ି (ଡି.ଏନ.ଏ.),୫।୭: ଯାଜପୁର ଜିଲାର ବ୍ୟାସନଗର ତହସିଲରେ ମୋରମ ଏବଂ ଧର୍ମଶାଳା ତହସିଲରେ ବାଲି ଲୁଟ୍‌ ନିତିଦିନିଆ ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ଠାରୁ ପରିଚାଳନା ଅନୁମତି ବା କନସେଣ୍ଟ ଟୁ ଅପରେଟ୍‌ (ସିଟିଓ) ଏବଂ ପରିବେଶଗତ ଅନୁମତି…

ଜଗାକୁ ଘରୁ ଦର୍ଶନ କରିବାର ଅଧିକାର କେହି ଛଡ଼ାଇ ନେଇପାରିବେନି

‘ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ’ ପ୍ରଶାସନ କୌଣସି ଅଶ୍ଳୀଳ ଭିଡିଓ ଦେଖିବାକୁ ମନା କରିପାରିବ। ମାତ୍ର ଘରେ ରହି ଦାଣ୍ଡକୁ ଚାହିଁବାର ଅଧିକାର କିଭଳି ଛଡ଼ାଇ ନିଆଯିବ। ନିଜ ଘରେ ଚଳପ୍ରଚଳ କରିବା ଓ ଦେଖିବାର ଅଧିକାର କେହି ଛଡ଼ାଇ ନେଇପାରିବେ ନାହିଁ।…

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ ଯାଏ…

ବ୍ରାହ୍ମଣୀରେ ଲୁଚକାଳି ଖେଳ

ପଟ୍ଟାମୁଣ୍ଡାଇ,୫।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନାୟାଡ଼ିଆ ଗ୍ରାମର ଲୋକେ ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀରେ ଦେଖିବାକୁ ପାଇଥିଲେ ରୋଚକ ଦୃଶ୍ୟ, ଯେଉଁଥିରେ ଏକ ମୂର୍ତ୍ତି ଚୋରି ଘଟଣାର ଅଭିଯୁକ୍ତ ପାଣିରେ ବୁଡ଼ି ବୁଡ଼ି ପୋଲିସକୁ ଚକମା ଦେଖାଉଥିଲେ। ଦେଢ଼ଘଣ୍ଟାର…

ରାଜ୍ୟରେ ବେଲଗାମ ପେଟ୍ରୋଲ ଦର: ସବୁଠି ୧୦୦ ଟପିଛି

ଭୁବନେଶ୍ୱର,୫।୭: ଦିନକର ବିରତି ପରେ ପୁଣି ଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏହି ଦର ବୃଦ୍ଧି ଫଳରେ ସାରା ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଟପିଯାଇଛି। ସେହିଭଳି କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର…

ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri