୧୩,୩୧୧ କୋଟିରେ ୨୨ ଶିଳ୍ପ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୦ ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୨ଟି ପ୍ରକଳ୍ପକୁ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଟାଲ, ଡାଉନ୍ଷ୍ଟ୍ରିମ, ପର୍ଯ୍ୟଟନ, ବୟନ ଶିଳ୍ପ, ସିମେଣ୍ଟ, ପ୍ଲାଷ୍ଟିକ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି...
ଆଜିଠୁ ହାଲୁକା ବର୍ଷା, ବଜ୍ରପାତ ସତର୍କତା
ଭୁବନେଶ୍ୱର, ୧୮।୨(ବ୍ୟୁରୋ): ବିଦର୍ଭ ଓ ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଯାଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ୨ରୁ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା...
ଥାନାରେ ଥାର୍ଡ ଡିଗ୍ରୀ: ଏସ୍ଆଇ ନିଲମ୍ବିତ
ରାଉରକେଲା ଅଫିସ,୧୮।୨:ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏସ୍ପି ମୁକେଶ କୁମାର ଭାମୁ...
ଝଲସିବ କଳିଙ୍ଗ ଷ୍ଟୁଡିଓ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍ ଅଫ୍ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି।...
ଅପରାଜିତା ବୋକା ବନାଇବାକୁ ଚେଷ୍ଟା ନ କରନ୍ତୁ: ମାନସ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ସପକ୍ଷରେ ଭାଜପାର କେତେଜଣ ବରିଷ୍ଠ ନେତା ମତ ଦେଇ ଆସୁଥିବା ବେଳେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗକୁ ବିଜେଡି...
ଆଜିଠାରୁ ବିଧାନସଭା: ୨୨ରେ ବଜେଟ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା...
ସମଲେଇ ମନ୍ଦିର ପାଇଁ ୨୦୦କୋଟି
ଭୁବନେଶ୍ୱର,୧୮।୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଏକ ବୃହତ୍ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ...
ଓଡ଼ିଶା ଭିତରେ ଆନ୍ଧ୍ର ଦାଦାଗିରି
ପାରଳାଖେମୁଣ୍ଡି,୧୮।୨: ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି...
ବ୍ୟାଙ୍କ ଲକରରୁ ୩୩ ଲକ୍ଷ ଟଙ୍କାର ଅଳଙ୍କାର ଗାଏବ
ବରଗଡ଼ ଅଫିସ୍,୧୭।୨: ବରଗଡ଼ ସହରର ଏକ ବ୍ୟାଙ୍କ ଲକର୍ରୁ ଗ୍ରାହକଙ୍କ ୩୩ଲକ୍ଷ ୩୭ହଜାର ଟଙ୍କାର ସୂନା, ରୁପା ଅଳଙ୍କାର ଗାଏବ ହୋଇଯାଇଛି। ଏ ନେଇ ଗ୍ରାହକଙ୍କ ପକ୍ଷରୁ ବୁଧବାର ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗକୁ...
ସୁସ୍ଥ ହେଲେ ୮୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୭।୨ : ଓଡ଼ିଶାରେ ବୁଧବାର ୮୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୭୮୮ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୧, ଯାଜପୁରରୁ ୭, ବାଲେଶ୍ୱର, ବରଗଡ଼, କେନ୍ଦୁଝର...
ଏମିତି ବି ଆସେ ମୃତ୍ୟୁ
ବାଲିଗୁଡ଼ା,୧୭ା୨: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଲଣ୍ଡାଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବାହାଘର ଭୋଜି ଖାଇ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦ୍ରୁତଗତିରେ ଆସୁଥିବା ଏକ କାର୍ ଧକ୍କାଦେଇ ନିକଟସ୍ଥ ଘର ଭିତରକୁ ପଶିଯାଇଛି।...
ଏସ୍ଆଇଙ୍କୁ ମହଙ୍ଗା ପଡିଲା ଥାର୍ଡ଼ ଡିଗ୍ରୀ
ରାଉରକେଲା ଅଫିସ,୧୭।୨: ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାର ତଦନ୍ତ କରି ରାଉରକେଲା ଏପ୍ପି ମୁକେଶ କୁମାର...
Archives


