ରାଜ୍ୟ

ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କଳାହାଣ୍ଡି ଜିଲାର କର୍ଲାପାଟ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦୁଇ ସପ୍ତାହରେ ୬ ହାତୀଙ୍କ ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର ସମୀକ୍ଷା କରିବା ସହ ଜଙ୍ଗଲ ଓ...

ଓଡ଼ିଶା ବନ୍ଦକୁ ନେଇ ଭାଜପାର କଟାକ୍ଷ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି, ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ କଂଗ୍ରେସ ଦଳ ପାଇଁ ପ୍ରସଙ୍ଗ ନୁହେଁ। ରାଜ୍ୟରେ ଭୋଟ୍‌ ପ୍ରତିଶତ କମିବା ଏବଂ ଦଳର ଅନ୍ତକନ୍ଦଳ ହାଟରେ ପଡି ଦାଣ୍ଡରେ ଗଡିବା କଂଗ୍ରେସର...

ଡବ୍ଲ୍ୟୁଓଡିସି ବାର୍ଷିକ ଅନୁଦାନ ୨୦୦ କୋଟି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନ ୧୦୦ କୋଟିରୁ ୨୦୦ କୋଟି ଟଙ୍କାକୁ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଡବ୍ଲ୍ୟୁଓଡିସିର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ଘୋଷଣା କରିଛନ୍ତି।...

କେନ୍ଦ୍ର ସଂସ୍କୃତି ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ମନ୍ଦିର ଓ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ(ଏନ୍‌ଏମ୍‌ଏ)ଙ୍କ ଦ୍ୱାରା ଜାରି କରାଯାଇଥିବା ଚିଠା ଐତିହ୍ୟ ବାଇ-ଲ’କୁ ବିରୋଧ ଜାରି ରହିଛି। ଏହାକୁ ଉଚ୍ଛେଦ କରିବା ଲାଗି କେନ୍ଦ୍ର ସରକାରଙ୍କ ନିକଟରେ...

ପ୍ରବଳ ସମର୍ଥନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ସୋମବାର ରାଜ୍ୟ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାର ପ୍ରଭାବ ରାଜ୍ୟବ୍ୟାପୀ ଦେଖିବାକୁ ମିଳିଛି। ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏ ବନ୍ଦ ପାଳନ...

ପୈଠକରୁ ପଞ୍ଚାୟତ

ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍‌ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ ତ ଆଉ କେଉଁଠି ଆବଶ୍ୟକ ବିଦ୍ୟୁତ୍‌ ବିଲ୍‌ ପଞ୍ଚାୟତ ପକ୍ଷରୁ...

୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି

ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍‌ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ୮ ଯୋଡ଼ିଙ୍କର ହାତଗଣ୍ଠି ପଡ଼ିଛି। ୫ଜଣ ବ୍ରାହ୍ମଣଙ୍କ ଦ୍ୱାରା ବିବାହ କାର୍ଯ୍ୟ...

ବୋହୂଙ୍କୁ ପୋଡ଼ି ହତ୍ୟା: ଜେଲ ଗଲେ ସ୍ବାମୀଙ୍କପୁରା ପରିବାର

ରେଢାଖୋଲ,୧୬ା୨: ବୋହୂଙ୍କୁ ନିର୍ଯାତନା ଦେଇ ପୋଡ଼ି ହତ୍ୟା କରିବା ଘଟଣାରେ ରେଢାଖୋଲ ପୋଲିସ ଶାଶୁ, ନଣନ୍ଦ ଓ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା...

ଥାନାରେ ୪ ନାବାଳକଙ୍କୁ ଥାର୍ଡ ଡିଗ୍ରୀ

ମାଲକାନଗିରି,୧୬ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନାରେ ୪ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ପୋଲିସ ନାବାଳକଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ନିର୍ଯାତନା ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।...

ଶାଶୁଙ୍କଠାରୁ ଉଦ୍ଧାର ହେଲା ନିଖୋଜ ଶିଶୁ କନ୍ୟା

କୋରାପୁଟ,୧୫ା୨: କୋରାପୁଟ ମେଡିକାଲ କଲେଜରୁ ନିଖୋଜ ଶିଶୁକନ୍ୟା ସୋମବାର ଉଦ୍ଧାର ହୋଇଛି। ଘଟଣାର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଟୁନା ହରିଜନଙ୍କୁ ରବିବାର ରାତିରେ କୁନ୍ଦୁରାର ଫୁଫୁଗାଁ ଅଞ୍ଚଳରୁ ପୋଲିସ ଗିରଫ କରିଛି। ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ୪ ଜଣଙ୍କୁ...

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୫।୨ : ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୬୩୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୫, ପୁରୀରୁ ୧୧, ସମ୍ବୁଲପୁରରୁ ୯, ବରଗଡ଼, କଟକ...

କଂଗ୍ରେସ ଗଡ଼ରୁ ବାହାରିଲେ ନି କେହି: ଜଣେ କରୁଛନ୍ତି ବିକ୍ଷୋଭ

ଜୁନାଗଡ଼,୧୫।୨: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦର ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ରାଜ୍ୟରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପରିଲକ୍ଷିତ ହୋଇଥିଲା। ଯାନବାହାନ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri