ବଟାନିକାଲ୍ ଗାର୍ଡେନରେ ଲାଗିଲା ନିଆଁ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ନନ୍ଦନକାନନ ନିକଟ ବଟାନିକାଲ୍ ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଖବର ପାଇ ବାରଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ୨ଟି ଗାଡ଼ି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛି।...
କାଲିଠୁ ୨ ଦିନ ସ୍କୁଲ ବନ୍ଦ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ତୈଳଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ ରହିବ। ଏହାବ୍ୟତୀତ ତା’ ପରଦିନ ମଙ୍ଗଳବାର ସରସ୍ବତୀ ପୂଜାରେ ମଧ୍ୟ ସ୍କୁଲ...
ଆଜି ରାଜ୍ୟରେ ୭୩ ପଜିଟିଭ୍ ଚିହ୍ନଟ, ବରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪ ଜଣ...
ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିର୍ଧୂମ ଛେଚିଲେ
ପାଟଣା,୧୪।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କରିବା ଅଭିଯୋଗରେ ରବିବାର ଗ୍ରାମବାସୀ ଜଣେ ୨୭ ବର୍ଷର ଯୁବକଙ୍କୁ ଗାଁ ମଝିରେ ବାନ୍ଧି ମାଡ଼ ମାରିଛନ୍ତି। ଖବର ପାଇ ତୁରୁମୁଙ୍ଗା ଥାନା...
ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ
ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍ଡବ୍ଲ୍ୟୁଏସ୍ଏସ୍) ବିଭାଗର ୩୨ଟି ଡିଭିଜନରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି...
ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ ପ୍ରେମ ଦିବସ। ରବିବାର ଏହାକୁ ସ୍ବତନ୍ତ୍ରଭାବେ ପାଳନ କରିବା ପାଇଁ ପ୍ରେମୀଯୁଗଳ...
ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍ ଏକ୍ସିଲେନ୍ସ ସ୍କୁଲରେ ଇଂଲିଶ ବିଷୟକୁ ସାମିଲ କରାଯିବ। ଶନିବାର ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ...
ଉପଯୋଗ ନ କଲେ ଜରିମାନା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶିଳ୍ପାଞ୍ଚଳରୁ ବାହାରୁଥିବା ଗଦା ଗଦା ଫ୍ଲାଏ ଆଶ୍ (ଉଡ଼ନ୍ତା ପାଉଁଶ) ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରି ଚାଲିଛି। ଶିଳ୍ପାୟନ ବଢୁଥିବାରୁ ଏହା ଜଳ, ଭୂପୃଷ୍ଠ ଓ ବାୟୁମଣ୍ଡଳକୁ ବିପଜ୍ଜନକ ଭାବେ ଆକ୍ରାନ୍ତ କଲାଣି। ଏହାକୁ ଦୃଷ୍ଟିରେ...
କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ
ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ ବର୍ଷରୁ ଊଦ୍ଧ୍ୱର୍ର୍ ହେଲା ଏହି କାର୍ଯ୍ୟାଳୟର କାଗଜପତ୍ର ଓ ଆସବାବପତ୍ର ଉପଜିଲାପାଳଙ୍କ...
୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ
ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଦୀର୍ଘ ୯୦ ବର୍ଷ ପରେ ବର୍ତ୍ତମାନର ଏନ୍ଏସି...
ଜାଲ୍ ହନୁମାନ ତମ୍ବା ପଇସା ଦେଇ ଠକୁଥିଲେ, ତାପରେ…
ଚିତ୍ରକୋଣ୍ଡା,୧୪ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସଦରର ଜଣେ ବ୍ୟକ୍ତିଙ୍କ ଘରୁ ହନୁମାନ ପଇସା, ବହୁ ପୁରୁଣା ତମ୍ବା ମୁଦ୍ରା, ହରିଣ ଛାଲ, ଗୋଟିଏ ବନ୍ଧୁକ, ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଚିତ୍ରକୋଣ୍ଡା ପୋଲସ ଗିରଫ କରିଛି। ସେମାନେ ହେଲେ...
ଫାଟୁସିନେରିରେ ଆନ୍ଧ୍ର କଲା ନିର୍ବାଚନ: ସେଧା ହେଲେ ସରପଞ୍ଚ
ପଟାଙ୍ଗୀ,୧୪ା୨: ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ନିଜର ବୋଲି ଦାବି ସାବ୍ୟସ୍ଥ କରିବା ପାଇଁ ଶେଷରେ ଶନିବାର ଏହି ଗ୍ରାମରେ ପଞ୍ଚାୟତ ନିର୍ବାଚନ କରିଛି। ବିଜୟନଗରମ ଜିଲା ପ୍ରଶାସନ...
Archives


