୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା
ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡାକ୍ତର ଶିଖା ମଧ୍ୟ ଚିକିତ୍ସା କରିବେ ବୋଲି ଡାକ୍ତର ଚନ୍ଦାନି...
ଆରମ୍ଭ ହେଲା ଅନ୍ଲାଇନ୍ ବିଲ୍ଡିଂ ପ୍ଲାନ୍ ଅନୁମୋଦନ ବ୍ୟବସ୍ଥା
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍ଲାଇନ ବିଲ୍ଡିଂ ପ୍ଲାନ୍ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ନାଗରିକମାନଙ୍କୁ ଅତ୍ୟାଧୁନିକ ଆଇସିଟି ସୁବିଧା ସେବା ଯୋଗାଇବା ପାଇଁ ଏହି ବ୍ୟବସ୍ଥା...
ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ହେଉ
ପାରଳାଖେମୁଣ୍ଡି,୧୩।୨(ଡି.ଏନ୍.ଏ.): ରାଜ୍ୟ ଭାଜପାର ଏକ ଟିମ୍ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା ଲୋକଙ୍କୁ ଭୋଟଦାନ ପାଇଁ ମନାଉଥିବା ଆନ୍ଧ୍ରର ପ୍ରଶାସନିକ ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବା...
ବିଧାୟକଙ୍କ ହେବ କରୋନା ଟେଷ୍ଟ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଆସନ୍ତା ୧୮ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ୍ ସ୍ଥିତିରେ ସୁଧାର ଆସିଥିଲେ ହେଁ ଚଳିତଥର ମଧ୍ୟ ଅଧିବେଶନକାଳରେ ସମସ୍ତ ନିୟମାବଳୀକୁ ପାଳନ କରାଯିବ। ପୂର୍ବରୁ ଦୁଇଟି ଅଧିବେଶନ ଭଳି ଚଳିତ ଅଧିବେଶନ ଲାଗି...
ଚାଷୀ ଦେଶ ଅର୍ଥନୀତିର ସଞ୍ଜୀବନୀ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସ ଜରିଆରେ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ କାଳିଆ ଯୋଜନା ବାବଦ ସହାୟତା ପ୍ରଦାନ କରିଛନ୍ତି। ଏ ବାବଦରେ ସମୁଦାୟ ୧୨୭୨ କୋଟିରୁ ଅଧିକ...
ପ୍ରଭାବିତ ହୋଇନି ସାତକୋଶିଆ ପର୍ଯ୍ୟଟନ
ବନ୍ତଳା,୧୩ା୨: ମହାମାରୀ କୋଭିଡ୍-୧୯ ପ୍ରଭାବ ଅନୁଗୋଳ ଜିଲା ସାତକୋଶିଆ ପର୍ଯ୍ୟଟନ ଉପରେ ପଡ଼ିନାହିଁ। କଟକଣା ସତ୍ତ୍ୱେ ଗତ ଅକ୍ଟୋବର ମାସରେ ଅଭୟାରଣ୍ୟ ଖୋଲାଯିବା ପରଠାରୁ ଏଠାରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସାତକୋଶିଆର ଅପରୂପ ପ୍ରାକୃତିକ ଶୋଭା ଦେଖିବାକୁ...
ଫାଟୁସିନେରିରେ ଆନ୍ଧ୍ରର ଭୋଟ: ମଇଦାନରେ ୨ ସରପଞ୍ଚ,୧୬ ଓ୍ବାର୍ଡସଭ୍ୟ ପ୍ରାର୍ଥୀ
ପଟ୍ଟାଙ୍ଗୀ,୧୩ା୨: ଆନ୍ଧ୍ର ସରକାର ଓଡ଼ିଶାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ୩ ଗ୍ରାମକୁ ପଞ୍ଚାୟତ ମାନ୍ୟତା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରୁଥିବା ଜଣାପଡ଼ିବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବ୍ଲକଠାରୁ ଆରମ୍ଭକରି...
ବାଇଗଣ ଗଛରେ ଫଳୁଛି ଲଙ୍କା, ଟମାଟୋ
ନୟାଗଡ ଅଫିସ,୧୩।୨: ଗୋଟିଏ ଗଛରେ ଫୁଟୁଛି ୫ କିସମର ଫୁଲ । ବାଇଗଣ ଗଛରେ ଫଳୁଛି ଲଙ୍କା ଓ ଟମାଟୋ । ପୁଣି ବିନା ମାଟିରେ ବଢୁଛି ବିଭିନ୍ନ ଗଛ । ଏହି ସବୁ କରିସ୍ମା କରି ଦେଖାଇଛନ୍ତି ନୟାଗଡ...
ମା’ଙ୍କ ମୃତ୍ୟୁ ପରେ ଶିଶୁକନ୍ୟାଙ୍କୁ ବିକ୍ରି
କୋରାପୁଟ ,୧୨ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରୁ ଶୁକ୍ରବାର ଏକ ଶିଶୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଶିଶୁକନ୍ୟାଙ୍କ ବାପା କହିଛନ୍ତି ଯେ, ତାଙ୍କ ଝିଅକୁ ବିକ୍ରି କରିଦିଆଯାଇଛି। ପୋଲିସ ଘଟଣାର ତଦନ୍ତ...
ବାପାଙ୍କ ମୃତ୍ୟୁପରେ ଜିଲା ପରିଷଦ ଉପନିର୍ବାଚନରେ ଜିତିଲା ପୁଅ
ବାରିପଦା ଅଫିସ/ ସାରସକଣା,୧୨ା୨: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ. ଜୋନ ଜିଲାପରିଷଦ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ତୁଷାରେନ୍ଦୁ ମହାନ୍ତ ବାଜିମାତ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ବଂଶୀଧର ବେରାଙ୍କଠାରୁ ୧୦ହଜାର ୪୨୮ଖଣ୍ଡ ଭୋଟ ଅଧିକ ପାଇ...
ସୁସ୍ଥ ହେଲେ ୭୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୨।୨: ଓଡ଼ିଶାରେ ଶୁକ୍ରବାର ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୩୫୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ମୟୁରଭଞ୍ଜରୁ ୯, ବାଲେଶ୍ୱର, ବରଗଡ଼ ଓ କଟକରୁ ୬,...
୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ମିଳିଲା କାଳିଆ ଟଙ୍କା
ଭୁବନେଶ୍ୱର,୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେସିଂ ମାଧ୍ୟମରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ଟଙ୍କା ପ୍ରଦାନ କରିଛନ୍ତି। ମୋଟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ...
Archives


