୨୮ କୋଟିର ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ବ୍ୟୁରୋ),୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନଫରେନ୍ସ ଜରିଆରେ ହିଞ୍ଜିଳି ପୌର ପରିଷଦ ଅଞ୍ଚଳରେ ୨୮ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାମାନେ ହେଉଛନ୍ତି ଏ ଜାତିର ଏ ଦେଶର ଭବିଷ୍ୟତ। ଶିକ୍ଷା...
ଗହୀରମଥାରେ ୩୦୦ ଡଲ୍ଫିନଙ୍କ ଜଳକ୍ରୀଡ଼ା
ରାଜନଗର,୧୨।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ୩୦୦ ଡଲ୍ଫିନ ଜଳକ୍ରୀଡ଼ା କରୁଥିବା ଦେଖିବାକୁ ମିଳିଛି। ଏକଦା ଡଲ୍ଫିନଙ୍କ ଜଳକ୍ରୀଡ଼ା ସ୍ଥାନ ଭାବେ ଓଡ଼ିଶାର ଚିଲିକା ପରିଚିତ ଥିଲା। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଡଲ୍ଫିନଙ୍କ ସଂଖ୍ୟା ବୃଦ୍ଧି ପ୍ରାଣୀବିଜ୍ଞାନୀଙ୍କ...
ଇ-ବିଧାନସଭା ହେବ ଷଷ୍ଠ ଅଧିବେଶନ
ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ସମ୍ପୂର୍ଣ୍ଣ ଇ-ବିଧାନସଭା ରୂପେ କାର୍ଯ୍ୟ କରିବ। ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସମୀକ୍ଷା କରିଛନ୍ତି। ରାଜ୍ୟପାଳଙ୍କ ଅଭିଭାଷଣଠାରୁ ଆରମ୍ଭକରି ବଜେଟ ଉପସ୍ଥାପନ, ବିଧାନସଭା...
ଜଙ୍ଗଲ ସୁରକ୍ଷାରେ ମଦନ
ବନ୍ତ,୧୨।୨(ଡି.ଏନ.ଏ.)-ଆଧୁନିକ ଚାକଚକ୍ୟ ଭିତରେ ନିଜକୁ ପ୍ରତିଷ୍ଠିତ କରିବାକୁ ଲୋକଙ୍କ ଭିତରେ ପ୍ରତିଯୋଗିତା ଚାଲିଥିବା ବେଳେ ପରିବେଶ ସୁରକ୍ଷା ପ୍ରତି କାହାରି ନିଘା ନାହିଁ। କଳ କାରଖାନା ଗଢ଼ିବା ପାଇଁ ଜଙ୍ଗଲ କାଟି ସଫା କରି ଦିଆଯାଉଛି। ଶିକ୍ଷିତ ସମାଜ ପରିବେଶ...
ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି
ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...
ଗାଁ ସ୍ୱଚ୍ଛ, ସହର ଅସ୍ୱଚ୍ଛ
ଛେଣ୍ଡିପଦା,୧୨ା୨(ସ୍ବ.ପ୍ର.): ସ୍ବଚ୍ଛ ଭାରତ ଯୋଜନାରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକକୁ ସଫଳତା ମିଳିଛି। ବ୍ଲକ ଅଞ୍ଚଳର ଗାଁଗୁଡ଼ିକ ବାହ୍ୟମଳମୁକ୍ତ ହୋଇପାରିଥିବା ଦାବି କରାଯାଉଛି। ଏଥିପାଇଁ ପ୍ରଶାସନ ପ୍ରଶଂସା ମଧ୍ୟ ସାଉଣ୍ଟିଛି। ହେଲେ ସହର କିପରି ସ୍ବଚ୍ଛ ହେବ ସେକଥା ବ୍ଲକ ପ୍ରଶାସନ...
ଆଜି କୋଟିଆ ଶୁଣାଣି
ନୂଆଦିଲ୍ଲୀ, ୧୨।୨:କୋରାପୁଟ୍ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ନେଇ ପିଟିଶନ ଦାଏର କରିଥିଲେ। ପ୍ରଧାନ ବିଚାରପତି ଏସ୍.ଏ. ବୋବ୍ଡେଙ୍କ ଅଧ୍ୟକ୍ଷତାରେ ୩...
ଓଡ଼ିଶାରେ ଆନ୍ଧ୍ରପ୍ରଦେଶର ନିର୍ବାଚନ ପ୍ରଚାର
ପାତ୍ରପୁର,୧୨ା୨: ଆନ୍ଧ୍ରପ୍ରଦେଶରେ ଆସନ୍ତା ୧୩ ତାରିଖରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବା ବେଳେ ଗୁରୁବାର ଥିଲା ପ୍ରଚାରର ଶେଷ ଦିନ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଉପାନ୍ତ ଅଞ୍ଚଳର ବହୁ ଗ୍ରାମ ଆନ୍ଧ୍ର ସୀମାକୁ ଲାଗି ରହିଛି। କେତେକ ଗ୍ରାମରେ...
ମଣିଷ ଖିଆ ବାଘ ହାବୁଡ଼ରେ ପଡ଼ିଗଲେ ଫଳ ଆଣିିବାକୁ ଯାଇଥିବା ମହିଳା, ତାପରେ…
ତରବୋଡ/ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ସଦର ବ୍ଲକ ଭରୁଆମୁଣ୍ଡା ପଞ୍ଚାୟତ ଛୋଟଲୋର୍ରା ଗାଁର ଜଣେ ମହିଳାଙ୍କୁ ବାଘ ଆକ୍ରମଣ କରି ଖାଇଦେଇଥିବା ଗ୍ରାମବାସୀ କହିଛନ୍ତି। ଗୁରୁବାର ସକାଳେ ଛୋଟଲୋର୍ରା ଗାଁର ଭାନବାଇ ମାଝି (୪୭)ଙ୍କ ସହିତ ୩ଜଣ ମହିଳା ପାଖ ଜଙ୍ଗଲକୁ...
ସୁସ୍ଥ ହେଲେ ୬୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୧୧।୨- ଓଡ଼ିଶାରେ ଗୁରୁବାର ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂକ୍ୟା ୩,୩୩,୨୮୦ରେ ପହଞ୍ଚିଛି। ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୮, ବରଗଡ଼ରୁ ୭, ଯାଜପୁର ଓ ସମ୍ବଲପୁରରୁ...
ନୂଆ ରୂପରେ ଶୋଭା ପାଇବ ତାଳସାରୀ-ଉଦୟପୁର ବେଳାଭୂମି
ଭୋଗରାଇ,୧୧।୨: ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ରୂପେ ଗଢ଼ି ତୋଳିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ...
ନିଆଁରେ ପୋଡ଼ି ଯୁବତୀଙ୍କ ଜୀବନ ଗଲା
ରାଉରକେଲା ଅଫିସ,୧୧ା୨: ସୁନ୍ଦରଗଡ଼ ଜିଲା ଲାଠିକଟା ଥାନା ଅର୍ନ୍ତଗତ ନୂଆବସ୍ତିର ଜଣେ ଯୁବତୀ ଗୁରୁବାର ନିଆଁରେ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଆଫ୍ରିନ ଖାତୁନ(୧୯)। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ସୂଚନା...
Archives


