ରାଜ୍ୟ

ନୂଆ ବନ୍ଦର ବିଲ୍‌କୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍‌ -୨୦୨୧ ଚିଠା (ଡ୍ରାଫ୍ଟ) ପ୍ରସ୍ତୁତ କରିଛନ୍ତି। ଏହା ଉପରେ ମତାମତ ଦେବାକୁ ବନ୍ଦର, ଜାହାଜ…

ଅପହରଣର ୧୪ ଦିନ ପରେ ଉଦ୍ଧାର ହେଲା ଶିଶୁ

ଲଙ୍ଗଳେଶ୍ବର, ୩୦।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଚକ୍ରଜୂନି ଗ୍ରାମର ଏକ ଇଟାଭାଟିରୁ ୧୪ଦିନ ପୂର୍ବରୁ ଚୋରି ହୋଇଥିବା ଜଣେ ୩ ମାସର ଶିଶୁପୁତ୍ରକୁ ମଙ୍ଗଳବାର ରାତି ୧୦ଟା ବେଳେ ଉଦ୍ଧାର କରାଯାଇଛି। ଗଁାମୁଣ୍ଡ ଏକ ନିଛାଟିଆ ଘରୁ ଉକ୍ତ…

ଟୋକିଓ ଅଲିମ୍ପିକ୍‌: ଏବେ ବି ଅଛି ଦୂତୀଙ୍କ ଆଶା

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍‌ଲାଇନ୍‌ ଶେଷ ହୋଇଥିବାରୁ ଏବେ ବିଭିନ୍ନ ଇଭେଣ୍ଟ ଲାଗି ପ୍ରତିଯୋଗୀଙ୍କ ତାଲିକା ଘୋଷଣା ସମୟ ଆସିଯାଇଛି। ଆଉ ଦିନେ ଦୁଇଦିନ…

ବାରିପଦା ଓ ନୀଳଗିରି ରଥଯାତ୍ରା ପାଇଁ ସୁପ୍ରିମକୋର୍ଟରେ ଆବେଦନ

ବାଲେଶ୍ୱର ଅଫିସ/ବାରିପଦା ଅଫିସ, ୩୦।୬- ବାରିପଦା ଓ ନୀଳଗିରିରେ ଚଳିତବର୍ଷ ସମସ୍ତ କୋଭିଡ୍‌ ନିୟମ ଅନୁସାରେ ରଥଯାତ୍ରା କରାଇବା ପାଇଁ ସୁପ୍ରିମକୋର୍ଟରେ ମଙ୍ଗଳବାର ଆବେଦନ କରାଯାଇଛି। ବାରିପଦା ରଥଯାତ୍ରା ପାଇଁ ଭଞ୍ଜସେନା ପକ୍ଷରୁ ଆକାଶକୁମାର ଶର୍ମା ଓ ବାଲେଶ୍ୱର ଜିଲାର ନୀଳଗିରିଠାରେ…

କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ଅବସରରେ ମଙ୍ଗଳବାର ସେ ସଂକ୍ରମଣ ହାର ଅଧିକ ଥିବା ଜିଲାରେ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା…

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ ସମ୍ବାଦ…

ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…

ଜୁଲାଇରେ ମାଟ୍ରିକ ଅଫଲାଇନ୍‌ ପରୀକ୍ଷା, ୫ରୁ ଫର୍ମ ଫିଲ୍‌ଅପ୍‌

କଟକ ଅଫିସ,୨୯।୬: ମାଟ୍ରିକ ପରୀକ୍ଷାଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ପକ୍ଷରୁ ଅଫ୍‌ଲାଇନ୍‌ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯାଇଛି। ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ।…

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି ୪୦…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ସରକାରୀ ଜାଗାରେ ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ ଥିବା ଭଳି ଲାଗୁନାହିଁ। କାରଣ ଡ୍ରେନ୍‌, ରାସ୍ତା ଆଦି ସରକାରୀ ଜାଗାକୁ ମଡ଼ାଇ ଅନେକ…

ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ପୁଣି ଟିକା ଅଭାବ ଦେଖାଦେଲାଣି। ଟିକା କମ୍‌ ଥିବାରୁ ଆଗକୁ ଟିକାକରଣରେ ମଧ୍ୟ ବାଧା ସୃଷ୍ଟି ହେବାର ଆଶଙ୍କା ଉପୁଜିଲାଣି। ତେଣୁ ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ତୁରନ୍ତ ଅଧିକ ଟିକା ଯୋଗାଇବାକୁ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri