ରାଜ୍ୟ

କଂଗ୍ରେସରେ ପୁଣି ପିସିସି ପରିବର୍ତ୍ତନ ମେଳି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ରାଜ୍ୟ କଂଗ୍ରେସରେ ପିସିସି ପରିବର୍ତ୍ତନ ପାଇଁ ପୁଣିଥରେ ମେଳି ବାନ୍ଧିଛନ୍ତି ଅସନ୍ତୁଷ୍ଟ ନେତା। ପିସିସିର ଆମୂଳଚୂଳ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ପୁଣିଥରେ ଅଣ୍ଟାଭିଡ଼ିଛି। ଗତ କିଛିଦିନ ତଳେ ଯେଉଁ ଗୋଷ୍ଠୀ ଦିଲ୍ଲୀ ଯାଇଥିଲା, ସେମାନଙ୍କ ନେତୃତ୍ୱରେ ବୁଧବାର...

୧୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆସନ୍ତା ୧୫ ତାରିଖ ଯାଏ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଟପିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତ୍ରିର ତାପମାତ୍ରାରେ ମଧ୍ୟ ବୃଦ୍ଧି ଘଟିବ। ଓଡ଼ିଶା ଉପରେ ଏକ ଟ୍ରପଲାଇନ ରହିଛି। ଆସନ୍ତା ୧୬ ତାରିଖରେ...

ବନ ବିଭାଗ ମୁରବି ଶୂନ୍ୟ

ଭୁବନେଶ୍ୱର, ୧୧।୨(ବ୍ୟୁରୋ):ରାଜ୍ୟ ବନ ବିଭାଗ ଏବେ ଏକପ୍ରକାର ମୁରବୀ ଶୂନ୍ୟ ହେଇପଡ଼ିଛି। ପିସିସିଏଫ୍‌ (ଜେନେରାଲ) ଏବଂ ପିସିସିଏଫ୍‌ (ବନ୍ୟପ୍ରାଣୀ) ଭଳି ଦୁଇଟି ମୁଖ୍ୟ ପଦବୀ ଖାଲିପଡ଼ିଛି। ଗତ ଜାନୁୟାରୀ ୩୧ରେ ପିସିସିଏଫ୍‌ ଜେନେରାଲ ତଥା ହେଡ୍‌ ଅଫ୍‌ ଫରେଷ୍ଟ ଫୋର୍ସ...

ମୁଣ୍ଡବିହୀନ ମହିଳାଙ୍କ ମିଳିଲା ପରିଚୟ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଭୁବନେଶ୍ୱର ବହୁଚର୍ଚ୍ଚିତ ମୁଣ୍ଡବିହୀନ ମହିଳାଙ୍କ ମୃତଦେହ ମିଳିବା ଘଟଣା ନେଇ ଏବେ ଖୋଳତାଡ ହେଉଛି। ମୃତ ମହିଳାଙ୍କ ପରିବଚୟ ମିଳିଥିବା ସୂଚନା ଦେଇଛି କମିଶନରେଟ୍‌ ପୋଲିସ। ତେବେ ଏପର୍ଯ୍ୟନ୍ତ ମହିଳାଙ୍କ ମୁଣ୍ଡ ମିଳିପାରି ନାହିଁ। ଏବେ ମହିଳାଙ୍କ ପରିଚୟ...

‘ସମ୍ବଳ ଭିତରେ ପ୍ରକଳ୍ପ ପ୍ରସ୍ତୁତ କର’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଜିଲାରେ ଜୀବିକା ନିର୍ବାହ ପନ୍ଥା ଏବଂ ଭିତ୍ତିଭୂମି ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଲାଗି ସମ୍ବଳ ଓ ସମ୍ଭାବନାଭିତ୍ତିକ ଅଭିନବ ପ୍ରକଳ୍ପଗୁଡ଼ିକ ପ୍ରସ୍ତୁତ କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳଙ୍କୁ...

କୃଷି ଋଣ ପ୍ରଦାନରେ ବ୍ୟାଙ୍କ ତତ୍ପରତା ପ୍ରକାଶ କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଓଡ଼ିଶାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଋଣ ପ୍ରଦାନ ଦିଗରେ ଜାତୀୟକରଣ ବ୍ୟବସାୟିକ ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ଅଧିକ ତତ୍ପରତା ପ୍ରକାଶ କରିବା ଆବଶ୍ୟକ। ରିଜର୍ଭ ବ୍ୟାଙ୍କର ନିୟମାବଳୀ ଅନୁଯାୟୀ ବ୍ୟାଙ୍କମାନେ ସମୁଦାୟ ଋଣର ଶତକଡ଼ା...

୧୧ ମାସ ପରେ ଖୋଲିଲା ଆଇଆଇଏମ୍‌

ସମ୍ବଲପୁର,୧୧ା୨(ବ୍ୟୁରୋ): ମହାମାରୀ କରୋନା କଟକଣା ପରେ ସମ୍ବଲପୁର ଆଇଆଇଏମ୍‌ ବୁଧବାରଠାରୁ ଖୋଲାଯାଇଛି। ଚଳିତ ଶିକ୍ଷାବର୍ଷ ଓ ପୂର୍ବ ବର୍ଷର କେତେକ ଛାତ୍ରୀଛାତ୍ର କ୍ୟାମ୍ପସ୍‌ରେ ପହଞ୍ଚତ୍ଛନ୍ତି। ପ୍ରତିଷ୍ଠାନ ପକ୍ଷରୁ କେତୋଟି ନୂଆ ନିୟମ କରାଯିବା ସହ ସରକାରଙ୍କ କୋଭିଡ୍‌ ଗାଉଡ୍‌ଲାଇନ ପାଳନ...

ୟୁସି ଦାଖଲ ନ କଲେ ଅନୁଦାନ ବନ୍ଦ ହେବ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଜିଲାଗୁଡ଼ିକ ବିନିଯୋଗ ପତ୍ର (ୟୁସି) ଦାଖଲ ନ କଲେ ଆଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଠାରୁ ପାଉଥିବା ଆର୍ଥିକ ଅନୁଦାନ ପାଇବାରୁ ବଞ୍ଚତ୍ତ ହେବେ। ବୁଧବାର ବିଭାଗ ପକ୍ଷରୁ ଭିଡିଓ କନ୍‌ଫରେନ୍ସିଂରେ ଅନୁଷ୍ଠିତ ବୈଠକରେ...

୨ଶହ ବର୍ଷ ପରେ ବେଲାଦୁଲାରେ ଛାତଘର

ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ ତ ଆଉ କିଏ ଆଜବେଷ୍ଟସ ପକାଇ ପୂର୍ବ ପରମ୍ପରା, ଅନ୍ଧବିଶ୍ୱାସକୁ ଆହୁରି...

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ ଏସ୍‌ଓପି ଅନୁଯାୟୀ ଏଣିକି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ସବୁଦିନ ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ପୂର୍ବରୁ...

ତେଲ ଦର ବଢୁଛି, ଟିକସ କମୁନି

ଭୁବନେଶ୍ୱର,୧୧।୨: ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି। ଫଳରେ ବୁଧବାର ଇନ୍ଧନ ଦର ସର୍ବୋଚ୍ଚ ସ୍ତର ଛୁଇଁଛି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକର ସୂଚନା ମୁତାବକ, ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୧...

ଭାଜପାକୁ ଦୋଷ ଦେଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୧୧/୨(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଓଡ଼ିଆ ଏମ୍‌ପିମାନେ ଭେଟିବା ପରେ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ ଚିଠା ଉପନିୟମ (ବାଇ-ଲ)କୁ ପ୍ରତ୍ୟାହାର କରାଯାଇଛି। ହେଲେ ଏକାମ୍ର କ୍ଷେତ୍ରର ବିଭିନ୍ନ ମନ୍ଦିର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri