୫ ଦିନ ବନ୍ଦ ରହିବ ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟ
ଭୁବନେଶ୍ୱର,୧୭।୯: ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟକୁ ୫ ଦିନ ପାଇଁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ୨୧ ତାରିଖ ଯାଏ ଉଭୟ କାର୍ଯ୍ୟାଳୟ ବନ୍ଦ ରହିବ। ଉଭୟ କାର୍ଯ୍ୟାଳୟରୁ ୫ ଜଣ ପଜିଟିଭ୍ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଥିବା ସବ-କଲେକ୍ଟର…
ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ…
ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ
ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ ବର୍ଷା…
ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର
କଟକ ଅଫିସ,୧୭ା୯: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ ଅଫିସ, ୧୭ା୯: ପବିତ୍ର ସୁନିଆ ଏବଂ ବିଶ୍ୱକର୍ମା ପୂଜା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ନୂତନ ଏସ୍ଓପି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।…
ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲା: ଶୁଣାଣି ଶେଷ, ଆଜି ରାୟ ପ୍ରକାଶ ପାଇବ
କଟକ ଅଫିସ,୧୭ା୯: ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇବ। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର…
ଆଜି ରାଜ୍ୟରୁ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୯୬ ଶିଶୁ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୯୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୬୭ ଜଣ ଚିହ୍ନଟ…
ଏମାର ମଠରେ ପୁଣି ଗୁପ୍ତଧନ ସନ୍ଧାନ
ପୁରୀ ଅଫିସ,୧୭।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର ମଠର ପାଠଶାଳା, ବାଟ ଅଗଣା, ସିନ୍ଦୁକ, ଗାଦିଘର ସମେତ ଅନେକ ଗୁପ୍ତ କୋଠରିକୁ ମେଟାଲ…
ବେଦାନ୍ତ ଖଣିରୁ ଜଳ ନମୁନା ସଂଗ୍ରହ କଲା ସିପିସିବି
ଯାଜପୁର ଅଫିସ,୧୭ା୯: ବେଦାନ୍ତ ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ପ୍ରାୟ ୧୫ ଲକ୍ଷ ଘନମିଟର ବର୍ଜ୍ୟଜଳ ଡମଶାଳା ନାଳାକୁ ବିନା ଟ୍ରିଟମେଣ୍ଟରେ ଛାଡ଼ିବା ମାମଲାରେ ସିପିସିବି(ସେଣ୍ଟ୍ରାଲ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡ) ତଦନ୍ତ ଆରମ୍ଭ କରିଛି। ଗୁରୁବାର ଅପରାହ୍ନ ପ୍ରାୟ ୧୧ଟାରେ ସିପିସିବିର…
ଅଧ ରାତି ହେଲେ ଅସହାୟ
ଅନୁଗୋଳ ଅଫିସ, ୧୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲାଗୁଡ଼ିକର ଲକ୍ଷାଧିକ ରୋଗୀ ନିର୍ଭର କରନ୍ତି। ହେଲେ ଦିନରେ ଦଲାଲଙ୍କ ଶୋଷଣର ଶିକାର ହେଉଥିବା ରୋଗୀମାନେ ରାତି ଅଧରେ ଏଠାରେ ଅତ୍ୟନ୍ତ ଅସହାୟ ହୋଇପଡ଼ୁଛନ୍ତି। ଡ୍ୟୁଟିରେ…
ପତ୍ର ହଲିଲେ ପାଓ୍ବାର ଛୁ’
ଗଁଦିଆ, ୧୭।୯ ପତ୍ର ହଲିଲେ ଚାଲିଯାଉଛି ପାଓ୍ବାର। ଘଣ୍ଟା ଘଣ୍ଟା ଧରି ବିଜୁଳିର ଦେଖାମିଳୁନି। ବିଭାଗୀୟ ଦୁର୍ବଳତା ଲୁଚାଇବାକୁ କେତେବେଳେ ପୁରୁଣା ତାର, ଯନ୍ତ୍ରାଂଶ ତ ଆଉ କେବେ ନିଅଣ୍ଟିଆ ବିଦ୍ୟୁତ୍ ଯୋଗାଣ ବ୍ୟବସ୍ଥା ଉପରେ ଲଦି ଦିଆଯାଉଛି ଦୋଷ। ଗତ…
Archives


