ଭୁବନେଶ୍ୱରରେ ଖୋଲିବ ସାଇବର ଥାନା
ଭୁବନେଶ୍ୱର,୧୦।୨(ବ୍ୟୁରୋ): ସାଇବର ଠକେଇଜନିତ ଅଭିଯୋଗ ନେଇ ଗତ ଜାନୁୟାରୀ ୭ ତାରିଖରେ କମିଶନରେଟ ପୋଲିସ ପକ୍ଷରୁ ସାଇବର ହେଲ୍ପ ଡେସ୍କ ପ୍ରତିଷ୍ଠା କରାଯାଇଥିଲା। ଇତିମଧ୍ୟରେ ଏହି ହେଲ୍ପ ଡେସ୍କକୁ ଏକମାସ ପୂରିଥିବାବେଳେ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ସମୀକ୍ଷା...
ଓଡ଼ିଶାକୁ ମିଳିବ ଅନ୍ତର୍ଜାତୀୟ ପୁରସ୍କାର
ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ସହରାଞ୍ଚଳରେ କର୍ମନିଯୁକ୍ତି ଏବଂ ମଳ ପରିଚାଳନା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଅଭିନବ ପଦକ୍ଷେପ ନିମନ୍ତେ ଅନ୍ତର୍ଜାତୀୟ ପୁରସ୍କାର ଲାଗି ତାଲିକାଭୁକ୍ତ ହୋଇଛନ୍ତି । ଦେଶର ଏକମାତ୍ର ରାଜ୍ୟଭାବେ ଓଡ଼ିଶା ଏହି ତାଲିକାର ପ୍ରଥମ ୧୫...
ଆଜିଠୁ ପିଜି ପ୍ରଥମ, ୟୁଜି ଦ୍ୱିତୀୟ ବର୍ଷ ପାଠପଢ଼ା
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ପିଜିର ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ୧୯ ତାରିଖ ମଧ୍ୟରେ ହେବ। ଜୁଲାଇ ୨୦ ସୁଦ୍ଧା ପିଜି...
ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ
ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର ଆର୍ଡି ୩୪.୧୦ କି.ମି.ରୁ ଉତ୍ତୋଳନ ପାଇଁ ପ୍ରାବଧାନ କରାଯାଇଥିଲା। ପ୍ରକଳ୍ପ ରିପୋର୍ଟରେ ଥିବା...
୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସ୍ସିର ଓ୍ବେବ୍ସାଇଟ୍ www.opsc.gov.inରେ ଅନ୍ଲାଇନ୍ ମାଧ୍ୟମରେ ଅବେଦନ କରିପାରିବେ। ଫେବୃୟାରୀ...
ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍ ଓ ସ୍କୋର୍ପିଓ
ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ...
ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ଇଞ୍ଜିନିୟରିଂ, ଆଇଟିଆଇ, ପଲିଟେକ୍ନିକ୍ କଲେଜ ଖୋଲିବ। ଏଥିସହିତ ସମସ୍ତ ପ୍ରଫେସନାଲ କୋର୍ସ କଲେଜ ମଧ୍ୟ ବୁଧବାରଠାରୁ ଖୋଲାଯିବ। ତେବେ ବୁଧବାରଠାରୁ କଲେଜ ଖୋଲିଲେ ମଧ୍ୟ ୧୭ ତାରିଖରୁ କ୍ଲାସ୍...
ସଂଶୋଧନ ହେଲା ବିପିୟୁଟି ଆଇନ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଆଇନ-୨୦୦୨ର ସଂଶୋଧନ ହୋଇଛି। ସୂଚନା ଓ ବୈଷୟିକ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୋର୍ଡ ଅଫ୍ ଗଭନର୍ସ ଦ୍ୱାରା ପରିଚାଳନା ନିମନ୍ତେ ବିପିୟୁଟି ଆକ୍ଟରେ ଥିବା...
ତେଲ ଦର ଆକାଶଛୁଆଁ
ଭୁବନେଶ୍ୱର,୧୦।୨: ଚଳିତ ବର୍ଷ ଆରମ୍ଭରୁ ତେଲ ଦର ଦ୍ରୁତ ହାରରେ ବଢ଼ିଚାଲିଛି। କରୋନା ମହାମାରୀ ଯୋଗୁ ଖାଉଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସମୟରେ ଲଗାତର ତୈଳ ଦର ବୃଦ୍ଧି ସବୁ ବର୍ଗର ଖାଉଟିଙ୍କ ଆର୍ଥିକ ଅବସ୍ଥା...
ଚାଷୀଙ୍କୁ ଓଡ଼ିଶାର ସମର୍ଥନ
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍ଡିଏ ସରକାର ଆଣିଥିବା ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି। ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ...
ହେଲ୍ମେଟ୍ ଜଗି ହାଲିଆ
କାମାକ୍ଷାନଗର, ୧୦।୨(ଡି.ଏନ୍.ଏ.) – ଆଗରେ ଅମାନିଆ ବାଇକ୍ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍ମେଟରେ ସହରରେ ସ୍ପିଡ୍ ବାଇକ୍ ଧରି ଚକ୍କର କାଟୁଛନ୍ତି ଅନେକେ। ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି ଟ୍ରାଫିକ୍ ନିୟମ। ଧରାପଡ଼ିଲେ ନାଲି ଆଖି ଦେଖାଉଛନ୍ତି।...
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା...
Archives


