ରାଜ୍ୟ

ଭୋଗଖାଇ ଝାଡ଼ାବାନ୍ତି

ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର ୨୨୫…

ଭିସୁଟ ପାଇଁ ନୂଆ କୂଳପତି ନିଯୁକ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ର କୁଳପତି ଭାବେ ପ୍ରଫେସର ବଂଶୀଧର ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପ୍ରଫେସର ମାଝି ୩ ବର୍ଷ ପାଇଁ ଏହି…

ପଥରରେ ମହାପ୍ରଭୁଙ୍କ କୁନି ନନ୍ଦିଘୋଷ

ପୁରୀ ଅଫିସ ୨୮।୬: ପୁରୀ ପଥର ଶିଳ୍ପୀ ପଥୁରିଆ ସାହି ବାସିନ୍ଦା ନିରଞ୍ଜନ ମହାରଣା ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଏକ କ୍ଷୁଦ୍ର ପ୍ରତିକୃତି ପଥରରେ ଗଢିଛନ୍ତି। ରଥ ସମେତ ସାରଥି, ଘୋଡ଼ା, ପାଶର୍‌ବ ଦେବଦେବୀ ମଧ୍ୟ ପଥରରେ ନିର୍ମାଣ କରିଛନ୍ତି। ଏହି…

ଯୁକ୍ତଦୁଇ ନାମ ଲେଖା ପାଇଁ ସିଟ୍‌ ସମସ୍ୟା ହେବନାହିଁ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୭.୮ ପ୍ରତିଶତ ଛାତ୍ରୀଛାତ୍ର ପାସ କରିଛନ୍ତି। ତେବେ ସିବିଏସ୍‌ଇ ଓ ଆଇସିଆଇସି ପରୀକ୍ଷା ଫଳ ଏଯାବତ୍‌ ବାହାରି ନାହିଁ। ଚଳିତ ବର୍ଷ ପାସ ହାର ଅଧିକ ଥିବା ବେଳେ ସବୁ ଫଳାଫଳ ବାହାରି ସାରିବା…

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍‌-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ ଉଠିଛି…

ଆଜି ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହେବ। କାର୍ଯ୍ୟକାରିଣୀ ବୈଠକ ଭର୍ଚୁଆଲ ମୋଡ୍‌ରେ ପୂର୍ବାହ୍ନ ୧୦ଟା ୪୫ରୁ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା…

ଜଳୁଛି ପେଟ, ଅନ୍‌ଲାଇନ ପାଠକୁ ପଚାରେ କିଏ

ମହାକାଳପଡ଼ା,୨୮ା୬(ଡି.ଏନ୍‌.ଏ.): କରୋନା ମାଡ଼ରେ ବିଦ୍ୟାଳୟ ବନ୍ଦ ଯୋଗୁ ପିଲାମାନେ ପାଠପଢା ଭୁଲି ଗଲେଣି। ରାଜ୍ୟ ସରକାର ପିଲାଙ୍କ ଭବିଷ୍ୟତ ଶିକ୍ଷାକୁ ରୀତିମତ ମୁଖ୍ୟ ଶ୍ରୋତକୁ ଆଣିବାକୁ ନୂଆ ଯୋଜନା ବା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହାକୁ କାର୍ଯ୍ୟକାରୀ କରିଛନ୍ତି। ସ୍ମାର୍ଟ…

ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟର ଜଣେ ପରିଚିତ ଚେହେରା ଜୀମୂତ ମଙ୍ଗରାଜ

ଭୁବନେଶ୍ୱର,(ବ୍ୟୁରୋ)/ଯାଁଳା, ୨୮ା୬(ଡି.ଏନ୍‌.ଏ.): ବରିଷ୍ଠ ସାମ୍ବାଦିକ, ଲେଖକ ତଥା ସ୍ତମ୍ଭକାର ଜୀମୂତ ବାହନ ମଙ୍ଗରାଜ (୬୪)ଙ୍କ ରବିବାର ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ସ୍କୁଟିରେ ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବା ସମୟରେ ୧୬ନଂ. ଜାତୀୟ ରାଜପଥର ଯାଁଳା ମେଡିକାଲ ଛକ ନିକଟରେ ଏକ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…

ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…

ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୯୬ ଜଣ ଚିହ୍ନଟ…

୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri