ରାଜ୍ୟ

ଦୁର୍ଘଟଣା ଉଜାଡିଦେଲା ପରିବାର

ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ...

‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ ଏବଂ ଗଞ୍ଜେଇ ଚୋରାଚାଲାଣ ଉପରେ ସେ ସମୀକ୍ଷା କରିଥିଲେ। ଗଞ୍ଜେଇ ଚୋରାଚାଲାଣ...

ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକ ହେଲେ ବାସୁଦେବପୁରର...

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ...

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପ୍ରତିଦିନ ମା’ଙ୍କ କବରସ୍ଥଳରେ ସେ ଧୂପଦେଇ ବସି ରହୁଥିଲେ। ଶେଷରେ...

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୭।୨(ବ୍ୟୁରୋ): ରବିବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ତିନିଦିନ ପରେ ବି ଅନ୍ଧାରରେ ଅନ୍ଧାରୁଆ ହତ୍ୟାକାଣ୍ଡ: ପରିଚୟ ଦେଲେ ୫୦ହଜାର, ଲାଗିଲା ପୋଷ୍ଟର

ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ପୋଲିସକୁ କୌଣସି ସଫଳତା ମିଳିପାରି ନାହିଁ। ତିନିଦିନ ଧରି ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳକୁ ବାରମ୍ବାର...

ଲୋପ ପାଇବ କୋଚିଲାଖାଇ ବଂଶ

ଗଣିଆ,୭ା୨(ଡି.ଏନ୍‌.ଏ.): ପ୍ରାକୃତିକ ଜଙ୍ଗଲ ଧ୍ୱଂସ, ଅବାଧ ଶିକାର ଓ ଜଳବାୟୁ ପରିବର୍ତ୍ତନ ଯୋଗୁ ପଶୁ ତୁଳନାରେ ପକ୍ଷୀ ବଂଶ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି। ବାଲିଶୁଆ, ନାହାକା ଶୁଆ, ରାଜବଣୀ ପରି କୋଚିଲାଖାଇ ପକ୍ଷୀଙ୍କୁ ଆଉ ଜଙ୍ଗଲରେ ଦେଖିବାକୁ ମିଳୁନାହିଁ।...

ଆନ୍ଧ୍ର ନିର୍ବାଚନରେ ଓଡ଼ିଶା ପ୍ରାର୍ଥୀ, ଭୋଟର

ପାରଳାଖେମୁଣ୍ଡି,୭ା୨(ଡି.ଏନ୍‌.ଏ.): କୋଟିଆ ପରେ ବର୍ତ୍ତମାନ ଗଜପତି ଜିଲା ଗଙ୍ଗାବାଡର କେତେକ ଗ୍ରାମ ଉପରେ ଆନ୍ଧ୍ର ପକାଇଛି ଲୋଲୁପ ଦୃଷ୍ଟି। ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ କରିବା ସହ ବର୍ତ୍ତମାନ ଫେବୃୟାରୀ ୧୩ରେ ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରୁ ପ୍ରାର୍ଥୀ ଦେଇଛି। ଜିଲାର...

ତୈଳଭଣ୍ଡାର ବନାମ ପଥର ଖାଦାନ

ଯାଜପୁର ଅଫିସ,୭ା୨: ଦେଶର ୪ର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ତୈଳଭଣ୍ଡାର ପ୍ରତିଷ୍ଠା କରିବାକୁ ୨୦୧୮ ଜୁନ ୨୭ରେ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିଲା। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ ପାଦଦେଶରେ ଉକ୍ତ ତୈଳଭଣ୍ଡାର ପ୍ରତିଷ୍ଠା କରିବାକୁ ଜମି ଚିହ୍ନଟ ଚୂଡାନ୍ତ...

ଝରାଫୁଲଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ବିଳମ୍ବିତ ରାତିରେ ରାକେଶଙ୍କ ସହ ହୋଇଥିଲା ପ୍ରବଳ ପାଟିତୁଣ୍ଡ

ଯାଜପୁର ଅଫିସ/ ରସୁଲପୁର,୭ା୨(ଡି.ଏନ୍‌.ଏ.): ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାପୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଦିନକୁ ଦିନ ରୋଚକ ତଥ୍ୟ ମିଳୁଛି। ଝରାଫୁଲଙ୍କ ମୃତ୍ୟୁ କୌଣସି ବିଷକ୍ରିୟା କିମ୍ବା ଗଣବଳାତ୍କାର ଯୋଗୁ ହୋଇ ନ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା...

ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ, ପ୍ରଥମ ଦିନରେ ଟିକା ନେଲେ ୮୧%

ଭୁବନେଶ୍ୱର, ୭।୨(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଶନିବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି। ପ୍ରଥମ ଦିନରେ ଟିକାକରଣରେ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ସାମିଲ ହୋଇଛନ୍ତି। କେତେକ ଜିଲାପାଳ, ଏଡିଏମ୍‌, ଏସ୍‌ପି ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri