୨୪ ଘଣ୍ଟାରେ ୫୮୦ ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୭୭ ଛୁଆ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ୧୮ ବର୍ଷରୁ କମ ବର୍ଗରଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ କ୍ୱାରେଣ୍ଟାଇନ୍ର ଥିବା ବେଳେ ୨୪୪ଟି ଲୋକାଲ କେସ୍ ରହଥିବା ଗୁରୁବାର…
ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର
ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ ଛଡ଼ାଯାଉଥିବା…
ପାଣିଘେରରେ ୨୦ ପରିବାର
ରୂପସା,୧୬।୯(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ପଞ୍ଚାୟତର ୨୦ରୁ ଊର୍ଦ୍ଧ୍ୱ ପରିବାର ପାଣି ଘେରରେ ଜୀବନ ବିତାଉଛନ୍ତି। ଗାଁ ରାସ୍ତାରେ ପାଣିଜମି ରହିବା ସହ ଅଧିକାଂଶ ଲୋକଙ୍କ ଘରେ ବର୍ଷା ଜଳ ଲହଡ଼ି ଖେଳୁଥିବା…
ଉଛୁଳିଲା ବୁଢ଼ାବଳଙ୍ଗ, ଗଙ୍ଗାହାର
ବାରିପଦା ଅଫିସ,୧୬।୯-ଲଘୁଚାପଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ବନ୍ୟା ସ୍ଥିତି ଉପୁଜିଛି। ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବା…
ମହାନଦୀରେ ବନ୍ୟା ଆଶଙ୍କା
ଭୁବନେଶ୍ୱର/ ସମ୍ବଲପୁର, ୧୬ା୯(ବ୍ୟୁରୋ) ଲଘୁଚାପ ଓଡ଼ିଶା ଉପରୁ ହଟିଥିଲେ ମଧ୍ୟ ରାଜ୍ୟରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଉପର ମୁଣ୍ଡରେ ଅର୍ଥାତ୍ ଛତିଶଗଡ଼ ଏବଂ ମଧ୍ୟପ୍ରଦେଶରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ହୀରାକୁଦ ଡ୍ୟାମ୍ର…
ଗୌତମ ଦାସ ଓଡ଼ିଶା ଟପ୍ପର
ଭୁବନେଶ୍ୱର,୧୬।୯(ବ୍ୟୁରୋ) : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ(ମେନ୍)-୨୦୨୧ ଫଳ ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି। ୪୪ଜଣ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ମାର୍କ ହାସଲ କରିଛନ୍ତି। ତେବେ ପ୍ରଥମ ର଼୍ୟାଙ୍କରେ ମିଳିତ ଭାବେ ୧୮ ପରୀକ୍ଷାର୍ଥୀ ସ୍ଥାନ ପାଇଛନ୍ତି।…
ଗୁପ୍ତ ତଥ୍ୟ ପ୍ରଘଟରେ ହନିଟ୍ରାପ୍ ଲିଙ୍କ୍
ବାଲେଶ୍ୱର ଅଫିସ,୧୬।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଲିକ୍ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁପ୍ତ ତଥ୍ୟ ପ୍ରଘଟ ପଛରେ ହନିଟ୍ରାପ୍ (ମଧୁର ଜାଲ)ର ଲିଙ୍କ୍ ଥିବା ସୂଚନା ମିଳିଛି। ପୋଲିସ…
ଦେଶରେ କମୁଛି, ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢ଼ୁଛି ଅପରାଧ
ନୂଆଦିଲ୍ଲୀ,୧୫।୯: ୨୦୧୯ ତୁଳନାରେ ସାରା ଦେଶରେ ମହିଳା ବିରୋଧୀ ଅପରାଧ ହ୍ରାସ ପାଇଥିବା ବେଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବୃଦ୍ଧି ପାଇଛି। ମହିଳାଙ୍କ ପ୍ରତି ହିଂସା କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଦ୍ୱିତୀୟ ସ୍ଥାନରେ ଥିବାବେଳେ ପଶ୍ଚିମବଙ୍ଗ ସର୍ବାଗ୍ରେ ରହିଛି। ଏହା…
ଥାନା ବୋଲେରୋ ଧରି ଛୁ
ଢେଙ୍କାନାଳ ଅଫିସ, ୧୫।୯: ସନ୍ଦେହ ଜନକ ଅବସ୍ଥାରେ ରାତିରେ ରାସ୍ତାରେ ବୁଲୁଥିବାବେଳେ ଉଠାଇ ଆଣିଥିଲା ପୋଲିସ। ଅସ୍ବାଭାବିକ ଆଚରଣରୁ ମାନସିକ ଭିନ୍ନକ୍ଷମ ହୋଇଥିବା ଅନୁମାନ କରି ପୋଲିସ ଗାଡ଼ିରେ ଯୁବକଙ୍କୁ ଘରକୁ ଛାଡ଼ିବାକୁ ଯାଉଥିଲେ ବିଭାଗୀୟ ଡ୍ରାଇଭର। ହେଲେ ଚାଳକ ଥାନାକୁ…
ବାଛୁରି ଆଣିବାକୁ ଯାଇ ଭାସିଗଲେ ବାପ, ପୁଅ
ବରୀ,୧୫ା୯(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମର କୁଶ ସିଂ(୫୭) ଓ ତାଙ୍କର ପୁଅ କୈଳାସ ସିଂ(୨୭) ବୁଧବାର ବ୍ରାହ୍ମଣୀର ବନ୍ୟା ସ୍ରୋତରେ ଭାସି ଯାଇଛନ୍ତି। ବରୀ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚତ୍ ଖୋଜାଖୋଜି କରିଥିଲେ…
ଖୋଲିଲା ୨୮ ଗେଟ୍
ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ବୁଧବାର ରାତି ୮ଟା ସୁଦ୍ଧା ୨୮ଟି ଗେଟ୍ ଖୋଲା ଯାଇଥିବା ସୂଚନା ଦେଇଛନ୍ତି।…
ଖୋଲିଲା ୨୦ ଗେଟ୍: ମହାନଦୀରେ ବଢୁଛି ବନ୍ୟା ଆଶଙ୍କା
ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୩୩ ଫୁଟରେ ପହଞ୍ଚିଛି। ଏନେଇ ଡ୍ୟାମ୍ କର୍ତ୍ତୃପକ୍ଷ ବୁଧବାର ସନ୍ଧ୍ୟା ସୁଦ୍ଧା…
Archives


