୧୦୦ କୋଟି ଖର୍ଚ୍ଚ, ଲାଭ ନାହିଁ
ଗୁଣପୁର,୨୭ା୬(ଡି.ଏନ୍.ଏ.): ଆନ୍ଧ୍ର ପ୍ରଦେଶର ନେରେଡିଠାରେ ବ୍ୟାରେଜ ନିର୍ମାଣକୁ ଟ୍ରିବ୍ୟୁନାଲ ନିକଟରେ ଆନ୍ଧ୍ରକୁ ସବୁଜ ସଙ୍କେତ ଦେଇଛନ୍ତି। ଏହାକୁ ନେଇ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ବିଷୟକୁ ନେଇ ସ୍ଥାନୀୟ ଭେଙ୍କେଟେଶ୍ୱର ମନ୍ଦିର ପ୍ରାଙ୍ଗଣରେ…
‘ପିଲାଙ୍କ ଉପରେ ନଜର ରଖ’
ଭୁବନେଶ୍ୱର, ୨୭।୬ (ବ୍ୟୁରୋ): ଇଣ୍ଟରନେଟ୍ ବ୍ୟବହାର ସମୟରେ ପିଲାଙ୍କୁ ସାଇବର ଅପରାଧୀଙ୍କଠାରୁ ଦୂରେଇ ରଖିବାରେ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ପିଲାମାନେ କେଉଁ ସାଇଟ୍କୁ ଯାଉଛନ୍ତି, କ’ଣ ଦେଖୁଛନ୍ତି ସେଥିପ୍ରତି ମାତାପିତାମାନେ ଦୃଷ୍ଟି ଦେବା ଆବଶ୍ୟକ। ସ୍ବେଚ୍ଛାସେବୀ ସଂଗଠନ ପିକକ ଓ ଫୋରାଲଡ୍ରାଲୋସା…
ଅମାନିଆଙ୍କ ପାଇଁ ବିଗିଡିବ ସ୍ଥିତି: ଗଳାବାଟ ଦେଇ ଖସି ପଳାଉଛନ୍ତି
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ହାର କମିଥିଲେ ମଧ୍ୟ ସ୍ଥିତି ସୁଧୁରି ନ ଥିବାରୁ ଲକ୍ଡାଉନ ଓ ସପ୍ତାହାନ୍ତ ଶଟ୍ଡାଉନ୍ କଟକଣା ଜାରି ରହିଛି। କମିଶନରେଟ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଚଢ଼ାଉ, ଯାଞ୍ଚ ସହ ପଦକ୍ଷେପ…
ପିଲା ଅଧିକ, ସିଟ୍ କମ୍
ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଚଳିତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍ ହାର ୯୭.୮୯% ରହିଛି। ଏଥରର ପାସ୍ ହାର ଖୁସି ଦେଇଥିଲେ ମଧ୍ୟ ଭଲ କଲେଜରେ ସିଟ୍ ମିଳିବା ନେଇ ଛାତ୍ରୀଛାତ୍ରଙ୍କ…
ଟିକା ଅନୁପାତ ୯୫:୫ ରହୁ
ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ…
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ) ଆହତ…
୨ ଦିନ ବର୍ଷା
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରପ୍ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି…
ଯୁକ୍ତିତର୍କରୁ ଭୁଜାଲି ଚୋଟ
କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି ଏଭଳି ଘଟଣା। ମୃତକ ମହିଳାଙ୍କ ନାମ ସରସ୍ବତୀ ବାରିକ। ଅଭିଯୁକ୍ତ ସ୍ବାମୀ ଜିତେଶ ବାରିକଙ୍କୁ…
ଯୁବକଙ୍କୁ ହତ୍ୟା ପରେ ଇବ୍ନଦୀରେ ଭସାଇ ଦେଲେ
ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ ବୋଲି…
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ ୪ଜଣଙ୍କୁ…
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି। ଶେଷରେ କିଛି ବାଟ ନ ପାଇ ଆତ୍ମହୁତି ଉଦ୍ୟମ କଲେ କର୍ମଚାରୀ। ଭଦ୍ରକ ଜିଲା…
ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ
ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ…
Archives


