୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ...
ପାଳଗଦାରୁ ମିଳିଲା ଶିଶୁକନ୍ୟା
କୋକସରା,୯।୨ (ଡି.ଏନ.ଏ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସିଉନି ଘର୍ଜା ପଡା ନିକଟସ୍ଥ ଚାଷ ଜମିରେ ଥିବା ଏକ ପାଳଗଦାରୁ ମଙ୍ଗଳବାର ପାହାନ୍ତିଆରେ ଶୁଣିବାକୁ ମିଳିଥିଲା କୁଆଁ କୁଆଁ ରାବ। ଶୌଚ ହେବାକୁ ଯାଉଥିବା କିଛି ମହିଳା ଏହା ଶୁଣିବା...
ପୁଅ ବାହାଘର ଦେଖିପାରିଲେନି ବାପା, ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଇଥିବା ବେଳେ ଟ୍ୟାଙ୍କର୍ ଚକା ତଳେ ପଡ଼ି ଜୀବନ ଗଲା
ବାଲେଶ୍ୱର ଅଫିସ, ୯।୨- ପୁଅ ବାହାଘରକୁ ଦିନ କେଇଟା ଥିବା ବେଳେ ଦେଖିପାରିଲେନି ବାପା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ସହରରେ। ସହରର ଗୋଲେଇ ନିକଟରେ ଜଣେ ବ୍ୟକ୍ତି ମଙ୍ଗଳବାର...
ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ...
ଗାଁରେ ବୁଲୁଛି କଲରାପତରିଆ
ପାପଡ଼ାହାଣ୍ଡି/ମଇଦଲପୁର,୯।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ଦୁଇଦିନ ମଧ୍ୟରେ ଗ୍ରାମର ତିନି ଜଣଙ୍କ ଗୁହାଳରୁ ତିନୋଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଏବେ ଗ୍ରାମରେ ଭୟର ବାତାବରଣ।...
ହାତୀଦାନ୍ତ, ବାଘଛାଲ ଜବତ
ଭୁବନେଶ୍ୱର,୯।୨(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର.): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଥମିବାର ନାଁ ଧରୁନି। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ସୋମବାର ଆଉଏକ ର଼୍ୟାକେଟକୁ ଠାବ କରିଛି। କେନ୍ଦୁଝର ଜିଲା ଆର୍ଟିଓ ଅଫିସ ନିକଟରେ ଡିଲ୍ ଚାଲିଥିବାବେଳେ ଏସ୍ଟିଏଫ୍ ଟିମ୍ ଚଢ଼ାଉ କରି...
ଅଟକିବନି ବିକାଶ କାର୍ଯ୍ୟ
ପୁରୀ ଅଫିସ,୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତ କରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଦର୍ଶନ...
ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜ୍ୟ ସରକାର ପୁଣି ବସ୍ ଭଡ଼ା ବଢ଼ାଇଛନ୍ତି। ଏ ନେଇ ସୋମବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲଗାତର ଡିଜେଲ ଦର ବୃଦ୍ଧି ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧିକୁ ନେଇ...
ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା ୩୦ ମିନିଟ୍ରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଆସନ୍ତା ୧୮ରେ ବିଧାନସଭାର ବଜେଟ...
ସୁପ୍ରିମକୋର୍ଟ ଯିବ ଓଡ଼ିଶା
ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ଆନ୍ଧ୍ର ସରକାର କୋଟିଆ ସମେତ ଗଜପତି ଜିଲାର...
ଜାଗିନି ଜନସ୍ୱାସ୍ଥ୍ୟ ବିଭାଗ
ଅନୁଗୋଳ ଅଫିସ, ୯।୨: ଛତୁ ଫୁଟିଲା ଭଳି ଅନୁଗୋଳ ଜିଲାରେ ଖୋଲିଛି ଖାଦ୍ୟ ସାମଗ୍ରୀ ଦୋକାନ। କେଉଁଠି ରାସ୍ତା କଡ଼ରେ ବିରିୟାନୀ ବିକ୍ରି ହେଉଛି ତ ଆଉ କେଉଁଠି ତେଲଭାଜି ଦୋକାନରେ ଗ୍ରାହକଙ୍କ ଭିଡ଼ ବଢ଼ୁଛି। କେବଳ ଅନୁଗୋଳ ସହରକୁ ଉଦାହରଣ...
ଆନ୍ଧ୍ର ପକ୍ଷରୁ ଓଡ଼ିଶାରେ ୩ ଗ୍ରାମକୁ ନେଇ ପଞ୍ଚାୟତ ନିର୍ବାଚନ: ୨ ସରପଞ୍ଚ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ପଟ୍ଟାଙ୍ଗୀ,୯ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ୩ଟି ଗ୍ରାମକୁ ନେଇ ଆନ୍ଧ୍ର ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରୁଛନ୍ତି। ଏଥିପାଇଁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ତେବେ ଦୁଇଟି ପଞ୍ଚାୟତରେ ସରପଞ୍ଚଠାରୁ ଆରମ୍ଭ...
Archives


