ରାଜ୍ୟ

୧୦ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୫ା୯(ବ୍ୟୁରୋ):ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ରାଜ୍ୟରେ ଏବେ ବି ନିଅଣ୍ଟିଆ ପରିସ୍ଥିତି ଲାଗିରହିଛି। ସମଗ୍ର ରାଜ୍ୟରେ ୨ ଦିନରେ ୧୫୬ମି.ମି. ବର୍ଷା ହୋଇଥିଲେ ମଧ୍ୟ ଚଳିତ ମୌସୁମୀରେ ସେପ୍ଟେମ୍ବର ୧୪ ସୁଦ୍ଧା ୧୦ ଜିଲାରେ ସ୍ବାଭାବିକ…

ଆଜି କରୋନା ନେଲା ୬ ଜୀବନ

ଭୁବନେଶ୍ୱର,୧୫।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୧୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ଅଛନ୍ତି। ଏହି ୪୭୧ଜଣଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୨ଟି ହେଉଛି…

ମୂର୍ତ୍ତି ଉଚ୍ଚତା ବିବାଦ:ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୯:୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତଥା ପୂଜା କମିଟି ସଭାପତି ସୂର୍ଯ୍ୟକାନ୍ତ ସାଙ୍ଗନାରିଆ ମାମଲା…

ନଦୀ ଜଳଧାରଣ କ୍ଷମତା କମୁଛି

ଭୁବନେଶ୍ୱର, ୧୫।୯(ବ୍ୟୁରୋ):ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ଜଳପ୍ରବାହ ଗତ ୨୦ ବର୍ଷ ଭିତରେ ଯଥେଷ୍ଟ ହ୍ରାସ ପାଇଛି। ଜଳବାୟୁ ପରିବର୍ତ୍ତନ, ଦୁର୍ବଳ ମୌସୁମୀ ପ୍ରଭାବରେ ନଦୀଗୁଡ଼ିକୁ ଶୁଷ୍କ ହୋଇଯିବା ଆଶଙ୍କା ଦେଖାହେଲାଣି। ଚାଷକାର୍ଯ୍ୟ ତ ଦୂରର କଥା ଆଗକୁ ପିଇବା ପାଣି ମୁନ୍ଦାଏ…

ବେଦାନ୍ତକୁ ୨ କୋଟି ଜଳକର ଛାଡ଼

ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ କରାଯାଇଥିବା ନେଇ ଆଉ ଏକ ଅଭିଯୋଗ ଏଥିରେ ଯୋଡିହୋଇଛି। ବେଦାନ୍ତ କମ୍ପାନୀ ଆରମ୍ଭରୁ…

ରଖେ ହରି ମାରେ କିଏ; ୨ ଘଣ୍ଟାର ସଂଘର୍ଷ ପରେ ଉଦ୍ଧାର ହେଲେ ନାବାଳକ

ଜେନାପୁର,୧୫।୯(ଡି.ଏନ.ଏ.): କଥାରେ ଅଛି ରଖେ ହରି ମାରେ କିଏ। ଏହି ଉକ୍ତିକୁ ପ୍ରମାଣ କରିଦେଲା ଭଳି ଘଟଣା ଘଟିଛି ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଏଣ୍ଡଳବା ପଞ୍ଚାୟତର ନୌକା ଘାଟରେ। ମଙ୍ଗଳବାର ଜଣେ ନାବାଳକ ବ୍ରାହ୍ମଣୀ ନଦୀର ଭାସି ଯାଇଥିଲେ।…

ଚାନ୍ଦିପୁର ଡିଆରଡିଓର ଗୁପ୍ତ ତଥ୍ୟ ଲିକ୍‌

ବାଲେଶ୍ୱର ଅଫିସ, ୧୪।୯: ପାକିସ୍ତାନୀ ଗୋଇନ୍ଦା ସଂସ୍ଥା(ଆଇଏସ୍‌ଆଇ)କୁ ଯୋଗାଇ ଦେଉଥିଲେ ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ। ମୁଖ୍ୟତଃ କ୍ଷେପଣାସ୍ତ୍ର ପରୀକ୍ଷଣ ସମୟର ବିଭିନ୍ନ ତଥ୍ୟ ପ୍ରଘଟ କରୁଥିଲେ ଡିଆର୍‌ଡିଓର କିଛି କର୍ମଚାରୀ (ଚୁକ୍ତିଭିତ୍ତିକ)।…

ଲଗାଣ ବର୍ଷାକୁ ‘ରାଜ୍ୟ ବିପତ୍ତି’ ଘୋଷଣା: ଜିଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟ ସରକାର ଏହାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ମଙ୍ଗଳବାର ଘୋଷଣା କରିଛନ୍ତି। ଏଥିସହ ଆସନ୍ତା ୨୨ ତାରିଖ ସୁଦ୍ଧା ପ୍ରାରମ୍ଭିକ କ୍ଷୟକ୍ଷତି ଆକଳନ ରିପୋର୍ଟ ଦାଖଲ…

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ମଙ୍ଗଳବାର ସନ୍ଧ୍ୟାରେ ଗେଟ୍‌ ଖୋଲିଛନ୍ତି। ପ୍ରଥମେ ୨ଟି ଗେଟ୍‌ ଖୋଲାଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ…

ଅକ୍ଟୋବର ୧ରୁ ଯୁକ୍ତ ୨ ଅଫ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଅକ୍ଟୋବର ୧ରୁ ଯୁକ୍ତ ୨ ଅଫଲାଇନ ପରୀକ୍ଷା ଆରମ୍ଭ ହେବ। ବିକଳ୍ପ ମୂଲ୍ୟାୟନକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇପାରିବେ। ଏହି ପରୀକ୍ଷା ଅକ୍ଟୋବର ୧ରୁ ୧୧ତାରିଖ ପର୍ଯ୍ୟନ୍ତ ଚାଲିବ। ରବିବାର ମଧ୍ୟ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ। ଏନେଇ ସିଏଚ୍‌ଏସ୍‌ଇ…

ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି କାର୍ଡ ବଣ୍ଟନରେ ସୁନ୍ଦରଗଡ ଦ୍ବିତୀୟ ଜିଲା ପାଲଟିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri