ରାଜ୍ୟ

ହାତୀଦାନ୍ତ ପାଇଁ ବଢୁଛି ଶିକାର

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ହାତୀ-ମଣିଷ ଲଢ଼େଇରେ ଉଭୟ ହାତୀ ଓ ମଣିଷ ବଳି ପଡୁଛନ୍ତି। ହାତୀ ପରିବେଶପ୍ରେମୀ ଓ ବନ୍ୟପ୍ରାଣୀପ୍ରେମୀଙ୍କ ସମର୍ଥନ ପାଉଥିବାବେଳେ ମଣିଷ ଦଳମତ ନିର୍ବିଶେଷରେ ରାଜନେତାଙ୍କ ସମର୍ଥନ ପାଉଛି। ନିଜ ଫସଲକୁ ରକ୍ଷା କରିବା ପାଇଁ ଲୋକଙ୍କ ଦ୍ୱାରା...

ମହିଳାଙ୍କ ଫିଙ୍ଗର ପ୍ରିଣ୍ଟ ଯାଞ୍ଚ ପାଇଁ ହେବ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତାରୁ ମିଳିଥିବା ମୁଣ୍ଡବିହୀନ ମହିଳାଙ୍କ ମୃତଦେହର ପରିଚୟ ପାଇବା ନେଇ କମିଶନରେଟ ପୋଲିସ ପ୍ରୟାସ ଜାରି ରଖିଛି। କୋଲ୍‌କାତା ସମେତ ରାଜ୍ୟର ୧୧ଜିଲାରୁ ମୁଣ୍ଡବିହୀନ ମହିଳାଙ୍କ ସମ୍ପର୍କରେ ପୋଲିସକୁ ଖବର ମିଳିବା ପରେ...

୨ ମହିଳାଙ୍କ ସୁନାଚେନ ଝାମ୍ପିନେଲେ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜଧାନୀରେ ପୁଣି ଲୁଟେରା ମାତିଲେଣି। ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଜେଲ ଗେଟ୍‌ ସମ୍ମୁଖ ରୋଡରେ ପ୍ରାତଃଭ୍ରମଣ ବେଳେ ମନୋରମା ସାହୁ ନାମ୍ନୀ ମହିଳାଙ୍କ ବେକରେ କଟୁରୀ ଲଗାଇ ୩ଜଣ ଦୁର୍ବୃତ୍ତ ସୁନାଚେନ ଝାମ୍ପି ନେଇଛନ୍ତି। ସେହିପରି...

ନାବାଳିକା ଅପହରଣ, ହତ୍ୟା ଘଟଣା: ଭୁବନେଶ୍ୱରରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପଶ୍ଚିମବଙ୍ଗରେ ଜଣେ ନାବାଳିକା (୧୪)ଙ୍କୁ ଅପହରଣ ପରେ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଫେରାର ଥିବାବେଳେ ଭୁବନେଶ୍ୱରରେ ଆତ୍ମଗୋପନ କରିଥିଲେ। ମଙ୍ଗଳବାର ସଂପୃକ୍ତ ଫେରାର ଅଭିଯୁକ୍ତଙ୍କୁ ଏୟାରଫିଲ୍ଡ ଥାନା ପୋଲିସ ଗିରଫ କରି କୋର୍ଟ...

ସମ୍ବେଦନଶୀଳ ବର୍ଗଙ୍କୁ ନେଇ ହେବ ଏସ୍‌ଏଚ୍‌ଜି

ଭୁବନେଶ୍ୱର(ବ୍ୟୁରୋ),୧୦ା୨: ଏବେ ସ୍ବତନ୍ତ୍ର ବର୍ଗଙ୍କୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗଠନ କରାଯିବ। ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପାହାଚ ସ୍ବରୂପ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛି। ରାଜ୍ୟ ସରକାରଙ୍କ ଏପ୍ରକାର ଯୋଗାଯୋଗକୁ...

ଭୁବନେଶ୍ୱରରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସାଇବର ଠକେଇଜନିତ ଅଭିଯୋଗ ନେଇ ଗତ ଜାନୁୟାରୀ ୭ ତାରିଖରେ କମିଶନରେଟ ପୋଲିସ ପକ୍ଷରୁ ସାଇବର ହେଲ୍ପ ଡେସ୍କ ପ୍ରତିଷ୍ଠା କରାଯାଇଥିଲା। ଇତିମଧ୍ୟରେ ଏହି ହେଲ୍ପ ଡେସ୍କକୁ ଏକମାସ ପୂରିଥିବାବେଳେ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ସମୀକ୍ଷା...

ଓଡ଼ିଶାକୁ ମିଳିବ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ସହରାଞ୍ଚଳରେ କର୍ମନିଯୁକ୍ତି ଏବଂ ମଳ ପରିଚାଳନା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଅଭିନବ ପଦକ୍ଷେପ ନିମନ୍ତେ ଅନ୍ତର୍ଜାତୀୟ ପୁରସ୍କାର ଲାଗି ତାଲିକାଭୁକ୍ତ ହୋଇଛନ୍ତି । ଦେଶର ଏକମାତ୍ର ରାଜ୍ୟଭାବେ ଓଡ଼ିଶା ଏହି ତାଲିକାର ପ୍ରଥମ ୧୫...

ଆଜିଠୁ ପିଜି ପ୍ରଥମ, ୟୁଜି ଦ୍ୱିତୀୟ ବର୍ଷ ପାଠପଢ଼ା

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ପିଜିର ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ୧୯ ତାରିଖ ମଧ୍ୟରେ ହେବ। ଜୁଲାଇ ୨୦ ସୁଦ୍ଧା ପିଜି...

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର ଆର୍‌ଡି ୩୪.୧୦ କି.ମି.ରୁ ଉତ୍ତୋଳନ ପାଇଁ ପ୍ରାବଧାନ କରାଯାଇଥିଲା। ପ୍ରକଳ୍ପ ରିପୋର୍ଟରେ ଥିବା...

୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସ୍‌ସିର ଓ୍ବେବ୍‌ସାଇଟ୍‌ www.opsc.gov.inରେ ଅନ୍‌ଲାଇନ୍‌ ମାଧ୍ୟମରେ ଅବେଦନ କରିପାରିବେ। ଫେବୃୟାରୀ...

ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍‌ ଓ ସ୍କୋର୍ପିଓ

ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍‌ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ...

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ଇଞ୍ଜିନିୟରିଂ, ଆଇଟିଆଇ, ପଲିଟେକ୍‌ନିକ୍‌ କଲେଜ ଖୋଲିବ। ଏଥିସହିତ ସମସ୍ତ ପ୍ରଫେସନାଲ କୋର୍ସ କଲେଜ ମଧ୍ୟ ବୁଧବାରଠାରୁ ଖୋଲାଯିବ। ତେବେ ବୁଧବାରଠାରୁ କଲେଜ ଖୋଲିଲେ ମଧ୍ୟ ୧୭ ତାରିଖରୁ କ୍ଲାସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri