ବର୍ଷାରେ ବେହାଲ ଭଦ୍ରକ, ବିପଦ ସଙ୍କେତ ଟପିଲା ବୈତରଣୀ
ଭଦ୍ରକ ଅଫିସ, ୧୪।୯: ଲଘୁଚାପଜନିତ ଲଗାଣ ବର୍ଷାରେ ବେହାଲ ଭଦ୍ରକ। ସୋମବାର ରାତିରୁ ଅବିଶ୍ରାନ୍ତ ବର୍ଷା ଯୋଗୁ ଜିଲାର ବିଭିନ୍ନ ବ୍ଲକର ତଳିଆ ଅଞ୍ଚଳରେ ପାଣି ପଶିଥିବା ଜଣାପଡ଼ିଛି। ଏପରିକି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଣି ଲହଡ଼ି ଭାଙ୍ଗୁଛି। ଭଣ୍ଡାରିପୋଖରୀ ବ୍ଲକ…
ଘର ବାହୁଡ଼ା ଖବରକୁ ଖଣ୍ଡନ କଲେ ରାଧାରାଣୀ; କହିଲେ ‘ଭାଜପାରେ ଅଛି, ଆଗକୁ ରହିବି’
ଝାରସୁଗୁଡା ଅଫିସ, ୧୪।୯: ଭାଜପାର ବରିଷ୍ଠ ନେତ୍ରୀ ତଥା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ସେ ଏହାକୁ ଖଣ୍ଡନ କରିଛନ୍ତି। ଭାଜପାରେ ଅଛି ଆଗକୁ ରହିବି…
ଅପହରଣ କରାଯାଇଛି କହି ଭୟଙ୍କର ଷଡ଼ଯନ୍ତ୍ର ରଚିଥିଲେ ଡେଲିଭରି ବୟ: ସ୍ତ୍ରୀଙ୍କୁ ଛାଡ଼ି ପ୍ରେମିକାଙ୍କୁ ନେଇ ଫେରାର
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀରେ ଡେଲିଭରି ବୟ ପତିତପାବନ ପୃଷ୍ଟିଙ୍କ ଅପହରଣକୁ ନେଇ ଚହଳ ପଡ଼ିଥିଲା । ସ୍ତ୍ରୀକୁ ଶେଷଥର ମୋତେ ଡର ଲାଗୁଛି,ପଛରେ କିଛି ମଦୁଆ ମୋ ଗାଡ଼ିକୁ ପିଛା କରୁଛନ୍ତି, ମୋ ଗାଡ଼ି ଖରାପ ହୋଇଯାଇଛି ବୋଲି କହିଥିଲେ । ପରେ…
ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୦୮କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଖୋର୍ଦ୍ଧା ଜିଲାରୁ ଥିବା ବେଳେ କଟକ ଓ ପୁରୀରୁ ୨…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୫ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୬ ଜଣ ଲୋକାଲ…
ଭୁବନେଶ୍ୱରରୁ ୧ କୋଟିରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ରସୁଲଗଡ଼ ଅଞ୍ଚଳରୁ ମଙ୍ଗଳବାର ଏସ୍ଟିଏଫ ଟିମ୍ ୧ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଆନ୍ତଃରାଜ୍ୟ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ରାକିବୁଲ ଲାସ୍କର (୩୦) ଏବଂ ସୁଦର୍ଶନ ଗୟାନ (୪୪)…
ମାଲବାହୀ ଟ୍ରେନ ଲାଇନ୍ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍ର ଗତିପଥ
ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି ପଡିଥିଲା।…
‘କୋଭିଡ୍ ମୃତ୍ୟୁ ତଥ୍ୟ ଏପଟସେପଟ କରୁଛନ୍ତି ରାଜ୍ୟ ସରକାର’
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ବଳକା କୋଭିଡ୍ ମୃତ୍ୟୁର ଘୋଷଣା ଆରମ୍ଭ କଲେ। ଦୈନିକ ୩୦ରୁ ୪୦ ଭିତରେ ସୀମିତ ରହୁଥିବା କୋଭିଡ୍ ମୃତ୍ୟୁ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ୬୦ ଅତିକ୍ରମ କରିଥିଲା। ସରକାରଙ୍କ ଯୁକ୍ତି ଥିଲା,…
୪୮ ଘଣ୍ଟା ପରେ ବି ପତ୍ତା ପାଉନି ପୋଲିସ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଦୁର୍ବୃତ୍ତମାନେ ଅପହରଣ କରିନେଇଥିବା ଧଉଳି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଘଟଣାକୁ ୪୮ ଘଣ୍ଟା ବିତିଛି। ହେଲେ ଅପହରଣ ହୋଇଥିବା ପତିତପାବନ ପୃଷ୍ଟିଙ୍କୁ ପୋଲିସ…
ବାଉଁଶରେ ପିଟି ମାରିଥିଲେ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀର ନିଶାମୁକ୍ତି କେନ୍ଦ୍ର କୃପା ଫାଉଣ୍ଡେଶନରେ ଘଟିଥିବା ହତ୍ୟା ଘଟଣାର ଦୀର୍ଘ ଏକ ମାସ ପରେ କମିଶନରେଟ ପୋଲିସ ପରଦା ଉଠାଇଛି। ଅଗଷ୍ଟ ୫ରେ ଜଗତ୍ସିଂହପୁର ଥାନା ଅଧୀନ ଜୋତ ଗ୍ରାମର ତ୍ରିନାଥ ସେଠୀଙ୍କୁ ଶହୀଦନଗର ଥାନା ଅନ୍ତର୍ଗତ ପାଣ୍ଡରାସ୍ଥିତ…
ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ଷା ଯୋଗୁ ବନ୍ୟ ଜନ୍ତୁଙ୍କର ଯେପରି କ୍ଷତି ନ ହୁଏ, ସେଥିଲାଗି ପ୍ରସ୍ତୁତ ରହିବା ପାଇଁ ପୁରୀ, ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା…
୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି
ଭୁବନେଶ୍ୱର,୧୪।୯(ବ୍ୟୁରୋ): ସଂଯୁକ୍ତ କିଷାନ୍ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ ସଙ୍ଗଠନକୁ ନେଇ ସୋମବାର ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…
Archives


