ରାଜ୍ୟ

ମିଜୋରାମରୁ ଆସିଲେ ୧୮ ନୂଆ ଅତିଥି

ବାରଙ୍ଗ,୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ରବିବାର ମିଜୋରାମର ଆଇଜଲ ଚିଡିଆଖାନାରୁ ୫ ପ୍ରଜାତିର ୧୮ ନୂଆ ପଶୁପକ୍ଷୀ ପହଞ୍ଚତ୍ଛନ୍ତି। କରୋନା କଟକଣା ଯୋଗୁ ଜୀବଜନ୍ତୁ ଆଣିବା ପ୍ରକିୟା ବନ୍ଦ ଥିବାବେଳେ ଚଳିତବର୍ଷର ଏହା ପ୍ରଥମ ଅଦଳବଦଳ ପ୍ରକିୟାର ଶୁଭାରମ୍ଭ ହୋଇଛି।...

ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ କରିବାକୁ ଯୋଜନା କରିଛନ୍ତି।...

୧୦ ଯାଏ ଶୀତ ଲହରି

ଭୁବନେଶ୍ୱର,୮।୨(ବ୍ୟୁରୋ): କିଛିଦିନ ଧରି ପାରଦ ସାମାନ୍ୟ ଉପରକୁ ଉଠିବା ପରେ ପୁଣି ନିମ୍ନଗାମୀ ରହିଛି। ରବିବାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ବହୁ ଅଞ୍ଚଳରେ ୧୦ ଡିଗ୍ରୀ ତଳକୁ ରହିଛି। ବର୍ତ୍ତମାନ ରାଜ୍ୟ...

ପ୍ରସ୍ତାବିତ ଅଧିନିୟମକୁ ବିରୋଧ

ପୁରୀ ଅଫିସ,୮।୨: ନ୍ୟାଶନାଲ ମନୁମେଣ୍ଟ କର୍ତ୍ତୃପକ୍ଷ (ଏନ୍‌ଏମ୍‌ଏ)ଙ୍କ ପକ୍ଷରୁ ଶ୍ରୀମନ୍ଦିର ଐତିହ୍ୟ ପାଇଁ ପ୍ରସ୍ତାବିତ ଚିଠା ଅଧିନିୟମ (ବାଇ-ଲ) ଜାରି ହେବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀମନ୍ଦିର ଚାରିପଟେ ରହୁଥିବା ସ୍ଥାନୀୟ...

ପୋତାଗଲା ବିପୁଳ ସସ୍‌, ଆଚାର

କଟକ ଅଫିସ ,୮।୨: କଟକ ଜଗତ୍‌ପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନାର ପର୍ଦ୍ଦଫାଶ ହୋଇଆସୁଛି। ସସ୍‌, ଆଚାରଠୁ ଆରମ୍ଭ କରି ଭିନେଗାର, ଘିଅ, ତେଲ, ମସଲାଗୁଣ୍ଡ ଆଦି ବହୁ ଭେଜାଲ...

ଆଜିଠୁ ନବମ, ଏକାଦଶ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍‌ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ୩ଟି ପିରିୟଡ଼ରେ...

ସାତ ଭଉଣୀଙ୍କ ବାସସ୍ଥାନ ସାତକୁଟୁଣିଆ

ଚମ୍ପୁଆ, ୮।୨(ଡି.ଏନ.ଏ)-ଐତିହାସିକ ଓ ଭୌଗୋଳିକ ଦୃଷ୍ଟି କୋଣରୁ ଗୁରୁତ୍ୱପୁର୍ଣ୍ଣ ହୋଇପାରିଛି ଧଳା ପଥରଖଣ୍ଡ ଟିକି ପାହାଡ ସାତକୁଟୁଣିଆ। ନିର୍ଦ୍ଦିଷ୍ଟ ଏକ ଚଟାଣରେ ସାତଟି କୁଟୁଣି ଏହି ପାହାଡର ପରିଚୟ। ଏହି କୁଟୁଣି କାରଣରୁ ଏହାର ନାମ ସାତକୁଟୁଣିଆ ହୋଇପାରିଛି। ଏହି...

ଓଡ଼ିଶାର ମହିଳା ବନ ଅଧିକାରୀଙ୍କୁ ମିଳିବ ଜାତିସଂଘ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟ୍‌ ରୋକିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାର ମହିଳା ବନ ଅଧିକାରୀ ସସ୍ମିତା ଲେଙ୍କା ମିଳିତ ଜାତିସଂଘର ଏସିଆ ପରିବେଶ ଏନଫୋର୍ସମେଣ୍ଟ ଆୱାର୍ଡ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ୧୭ ତାରିଖରେ ତାଙ୍କୁ...

ଆନ୍ଧ୍ର ନିର୍ବାଚନରେ ଭାଗ ନେବେ ନାରାୟଣପାଟଣାର ୫ ସୀମାନ୍ତ ଗ୍ରାମର ବାସିନ୍ଦା

ନାରାୟଣପାଟଣା/କୋରାପୁଟ, ୮ା୨: କୋରାପୁଟ ଜିଲା କୋଟିଆକୁ ନେଇ ଏବେ ଚର୍ଚ୍ଚା ଥମି ନ ଥିବା ବେଳେ ଜିଲାର ନାରାୟଣପାଟଣା ବ୍ଲକର ଆନ୍ଧ୍ର ସୀମାନ୍ତ ୫ଟି ଗ୍ରାମର ଗ୍ରାମବାସୀ ଏବେ ଆନ୍ଧ୍ରମୁହାଁ ହୋଇଛନ୍ତି। ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନରେ...

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର ଓ ନୂଆପଡ଼ାରୁ ୭, ଝାରୁସୁଗୁଡ଼ା ଓ ରାୟଗଡ଼ାରୁ ୫, ବାଲେଶ୍ୱର, କଟକ, ଦେଓଗଡ଼...

ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ମନ୍ତ୍ରୀଙ୍କ ଗାଡି ଚାଳକ...

ଦୁର୍ଘଟଣା ଉଜାଡିଦେଲା ପରିବାର

ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri