ରାଜ୍ୟ

ଡେଲିଭରି ବୟଙ୍କୁ ଅପହରଣ

ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଅସୁରକ୍ଷିତ ହୋଇପଡୁଛି ରାଜଧାନୀର ରାତି। ରାସ୍ତାରେ ଚାଲିଛି ମଦୁଆ, ଲୁଟେରା, ଅସାମାଜିକଙ୍କ ରାଜ୍‌। କମିଶନରେଟ୍‌ ପୋଲିସ ଶୋଇଯାଉଥିବାରୁ ଅପରାଧୀମାନେ ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇ ଚାଲିଛନ୍ତି। ଶନିବାର ରାତିରେ ସୁନ୍ଦରପଦାରୁ ଖାଦ୍ୟ ଅର୍ଡର ଦେଇ ବାଇକ୍‌ରେ ଫେରୁଥିବା ଜଣେ ଡେଲିଭରି…

ଦବିଲା କୋଠା, ଘରେ ପଶିଲା ପାଣି

ଭୁବନେଶ୍ୱର,୧୩।୯(ବ୍ୟୁରୋ):ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ରବିବାର ଦିନ…

ମାଣିକପାଟଣା ଗଲେନି ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ବ୍ୟୁରୋ)/ ପାରଳାଖେମୁଣ୍ଡି, (ଡି.ଏନ୍‌.ଏ.) ୧୩ା୯:ଥମୁନାହିଁ ଓଡ଼ିଶା-ଆନ୍ଧ୍ର ସୀମା ବିବାଦ। ଏହାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କ ନିକଟରେ ମାମଲା ବିଚାରାଧୀନ ଥିବା ସତ୍ତ୍ୱେ ଆନ୍ଧ୍ର ତା’ର ମନମାନି ଚଳାଇଛି। କୋରାପୁଟ ପଟ୍ଟାଙ୍ଗୀ ବ୍ଲକ ଅଧୀନ ୩ ଗ୍ରାମପୁଞ୍ଜ (ଫାଟୁ ସେନେରି, ଫଗୁଣ ସେନେରି,…

ସମୁଦ୍ରରେ ଫସିଥିଲେ ୧୧ ମତ୍ସ୍ୟଜୀବୀ

ପାରାଦୀପ,୧୩ା୯(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରବିବାର ପଶ୍ଚିମବଙ୍ଗ ହୁଗୁଳି ନଦୀ ସୀମା ସମୁଦ୍ରର ସାଗରଦୀପ ଅଞ୍ଚଳରୁ ୧୧ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଛି। ଏହାପରେ ସେମାନଙ୍କୁ ପଶ୍ଚିମବଙ୍ଗସ୍ଥିତ କଣ୍ଟାଇ ପୋଲିସକୁ ହସ୍ତାନ୍ତର କରାଯାଇଛି। ଲଘୁଚାପ ସତ୍ତ୍ୱେ ମତ୍ସ୍ୟଜୀବୀମାନେ ବୋଟ୍‌ ଧରି ସମୁଦ୍ର ଭିତରକୁ…

ଟିକା ଦେବା ପାଇଁ ପ୍ରବଳ ବର୍ଷାରେ ନଦୀ ପାରିହେଲେ ମହିଳା ସ୍ବାସ୍ଥ୍ୟକର୍ମୀ

ବୈପାରୀଗୁଡା,୧୨ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ବାଲଗାଁ ପଞ୍ଚାୟତରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନୱାଡି କର୍ମୀ ଲୋକଙ୍କୁ ସେବା ଯୋଗାଇ ଦେବାପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଲୋକଙ୍କୁ ଟିକାଦେବାକୁ ଉଭୟ ପାଣି ଭର୍ତ୍ତି…

ନକଲି ଡାକ୍ତର ଗିରଫ

ଗଞ୍ଜାମ,୧୨।୯: ଗଞ୍ଜାମର ଏକ ମେଡିକାଲ ଷ୍ଟୋରକୁ ସିଲ୍‌ କରିବା ସହ ନକଲି ଡାକ୍ତର ଗିରଫ ହୋଇଛନ୍ତି । କୁମୁଦାପଦାର ବାହାଦୁର ନାୟକ ନାମକ ଜଣେ ବ୍ୟକ୍ତି ସୁରଟର ସୂତାକଳରେ ଶ୍ରମିକ ଭାବେ କାମ କରୁଥିଲେ। ଗତବର୍ଷ ଲକଡାଉନ ହେବାରୁ ସେ ଗାଁକୁ…

ଯୁବତୀଙ୍କୁ ବିବାହ ପାଇଁ ଜିଦ୍‌ ଧରିଲେ ୫୦ ବର୍ଷୀୟ ପୂଜକ

ବାଉଁଶୁଣୀ,୧୨ା୯(ଡି.ଏନ.ଏ.): ବୟସରୁ ୩୦ ବର୍ଷର ସାନ ଜଣେ ଯୁବତୀଙ୍କୁ ବିବାହ ପାଇଁ ଜିଦ୍‌ ଧରିଛନ୍ତି ଶୈବପୀଠର ଜଣେ ୫୦ ବର୍ଷର ପୂଜକ l ଏହି ଘଟଣା ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶୁଣ୍ଢିପଦର ପଞ୍ଚାୟତ ଅଞ୍ଚଳର…

ଅନ୍ୟଜାତିରେ ପ୍ରେମ ବିବାହ କରିବାରୁ…

ଲୋଇସିଂହା,୧୨।୯(ଡି.ଏନ.ଏ.): ଅନ୍ୟଜାତିରେ କରିଥିଲେ ପ୍ରେମ ବିବାହ। ଏବେ ତାଙ୍କର ଏକ ୨ ବର୍ଷର ପିଲା ଅଛି। ପୁଣି ଗର୍ଭବତୀ ଅଛନ୍ତି ସ୍ତ୍ରୀ। ନିଜ ଘର ଅଥବା ଶଶୁର ଘର ଲୋକେ ଏହି ବିବାହକୁ ସ୍ବୀକୃତି ଦେଇ ନ ଥିବାରୁ ବାହାରେ ସ୍ତ୍ରୀ…

ନଦୀ କୂଳରେ ନାବାଳିକାଙ୍କୁ ବଳାତ୍କାର

ଫୁଲବାଣୀ ଅଫିସ, ୧୨ା୯: କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରିଛି । ନାବାଳିକାଙ୍କୁ ଶିଶୁ ମଙ୍ଗଳ କମିଟି(ସିଡବ୍ଲ୍ୟୁସି)ରେ ହାଜର କରାଯିବା ପରେ ପରିବାର…

ଗଣେଶ ବିସର୍ଜନ ବେଳେ ଘଟିଲା ଦୁର୍ଘଟଣା

ବସ୍ତା,୧୨।୯(ଡି.ଏନ.ଏ.): ଗଣେଶ ମୂର୍ତ୍ତି ଭସାଣି ବେଳେ ରବିବାର ସୁବର୍ଣ୍ଣରେଖା ନଦୀ ରାଜଘାଟସ୍ଥିତ ବାରୁଣୀ ଘାଟରେ ଜଣେ ଛାତ୍ର ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ବସ୍ତା ଥାନା ସନ୍ତୋଷପୁର ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମର ଗୁରୁପ୍ରସାଦ ସାମଲ(୧୬)। ମିଳିଥିବା ସୂଚନା ମୁତାବକ, ଭେଲୋରାସ୍ଥିତ…

ପ୍ରବଳ ଗାଳିବ ବର୍ଷା: ୭ ଜିଲାକୁ ରେଡ୍‌ ଓ୍ବର୍ନିଂ

ଭୁବନେଶ୍ବର,୧୨।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋବସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କି.ମି ବେଗରେ…

ରାଜଧାନୀରେ ଡେଲିଭରି ବୟଙ୍କୁ ଅପହରଣ: ସ୍ତ୍ରୀଙ୍କୁ ଶେଷ ଥର କହିଥିଲେ‘ମୋତେ ବହୁତ ଡର ଲାଗୁଛି’

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରୁ ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ପତିତପାବନ ପୃଷ୍ଟି। ସେ ନୂଆଗାଁ ସ୍ଥିତ ବିଜୟ ବିହାରରେ ଭଡ଼ାରେ ରୁହନ୍ତି। ଅନ୍ୟପଟେ ଲିଙ୍ଗିପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri