ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା ସହ ରିପୋର୍ଟ ପ୍ରଦାନରେ ଅନେକ ଶିଥିଳତା ପ୍ରଦାନ କରିଥିବା ନେଇ ଲୋକାୟୁକ୍ତଙ୍କ...
୨୦ ଓଏଫ୍ଏସ୍ ଅଫିସରଙ୍କୁ ଆଇଏଫ୍ଏସ୍ ପାହ୍ୟା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍ଏସ୍ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍ଏସ୍ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ପଦୋନ୍ନତି ତାଲିକା ପ୍ରକାଶ ପାଇଛି।...
ଜେଲକୁ ଫେରିଲେ ରାକେଶ
ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର ୧୦ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ପୋଲିସ ମୃତ୍ୟୁର କାରଣ ଖୋଜିବାରେ...
ଆଜିଠୁ ପୋଲିସ ନେବେ କରୋନା ଟିକା
ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍ଡୋର...
ଟିକା ନ ନେଲେ କଟିପାରେ ଦରମା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍ ଆପ୍ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ...
ମୁଣ୍ଡ ପାଇଁ ମୁଣ୍ଡବିନ୍ଧା
ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନାର ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାକୁ ନେଇ ପୋଲିସ ତଦନ୍ତକୁ ଜୋର୍ଦାର କରିଛି। ଅପରାଧୀମାନେ ମୁଣ୍ଡକୁ କାଟି ନେଇଯାଇଥିବାରୁ ମହିଳାଙ୍କ ପରିଚୟ ମିଳିପାରୁନି। ଏଥିସହ ଅଭିଯୁକ୍ତଙ୍କୁ...
୮ରୁ ଇଗ୍ନୋ ପରୀକ୍ଷା
ଭୁବନେଶ୍ୱର, ୬।୨(ବ୍ୟୁରୋ): ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ବ ବିଦ୍ୟାଳୟ (ଇଗ୍ନୋ)ର ଡିସେମ୍ବର-୨୦୨୦ ଟର୍ମ ଶେଷ ପରୀକ୍ଷା ଆସନ୍ତା ୮ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୧୩ରେ ସରିବ। ଇଗ୍ନୋ ଆଞ୍ଚଳକ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏସ୍.କେ. ତ୍ରିପାଠୀଙ୍କ ସୂଚନାନୁସାରେ,...
କୋଟିଆକୁ ୧୮ କୋଟି
ଭୁବନେଶ୍ୱର (ବ୍ୟୁରୋ)/ପଟ୍ଟାଙ୍ଗୀ(ଡି.ଏନ.ଏ.) ୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ...
ମୌଳିକ ସୁବିଧା ଦାବିରେ ଅନଶନ
ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ ବସିଛନ୍ତି। ବସ୍ଷ୍ଟାଣ୍ଡରେ ଯାତ୍ରୀ ପ୍ରତୀକ୍ଷାଳୟ, ଶୌଚାଳୟ, ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥା...
ଉଦୟପୁର ବେଶିଲ୍ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍
ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର ଓ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା ଶୁକ୍ରବାର ପହଞ୍ଚତ୍ ହୋଟେଲର ସ୍ଥାବର...
କଲ୍ୟାଣୀ ସେବା ସମିତିରେ ଅନିୟମିତତା: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତଦନ୍ତ
ବାହାନଗା, ୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣୀ ସେବା ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏନେଇ କେତେଜଣ ଚାଷୀ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ଆରମ୍ଭ ହୋଇଛି...
ମଞ୍ଚମୁହାଁ କଳାକାର
ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା ଆଣିଦେଇଥିବାବେଳେ କରୋନା ପ୍ରହାରରେ ଧରାଶାୟୀ କଳାଜଗତ ଅଣ୍ଟାସଳଖି ଠିଆ ହେବାକୁ ପୁଣି ଥରେ...
Archives


