ପାର୍ବଣ ଆରମ୍ଭରୁ ଭିଡ଼ ବଢ଼ିଲାଣି
ଭୁବନେଶ୍ୱର, ୧୧।୯ (ବ୍ୟୁରୋ): ଆରମ୍ଭ ହେଲାଣି ପାର୍ବଣ ଋତୁ। ଗଣେଶ ପୂଜା ପରେ ପରେ ନୂଆଖାଇ, ବିଶ୍ୱକର୍ମା ପୂଜା, ଦଶହରା ଆଦି ପୂଜା ପାର୍ବଣ ଆସୁଥିବାରୁ ଚଳଚଞ୍ଚଳ ହୋଇ ଉଠିଲାଣି ରାଜଧାନୀ। ସହରର ପ୍ରମୁଖ ଛକ ସ୍ଥାନଗୁଡ଼ିକରେ ଥିବା ଶପିଂମଲ୍, କମ୍ପ୍ଲେକ୍ସ…
ବିଭିନ୍ନ ପ୍ରକଳ୍ପ କାମ ୨୦୨୨ ଜୁଲାଇ ସୁଦ୍ଧା ଶେଷ କର
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ/ପୁରୁଷୋତ୍ତମପୁର/ହିଞ୍ଜିଳିକାଟୁ(ଡି.ଏନ୍.ଏ)୧୧।୯: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ କରି ସେଠାର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡିକର ଅଗ୍ରଗତି ଅନୁଧ୍ୟାନ କରିବା ଏବଂ ପ୍ରକଳ୍ପ କେତେ ବାକି ରହିଛି…
ଆଜି ଲଘୁଚାପ ସମ୍ଭାବନା
ଭୁବନେଶ୍ୱର,୧୧।୯(ବ୍ୟୁରୋ): ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର କିଛି ସ୍ଥାନରେ ଲଘୁଚାପଜନିତ ବର୍ଷା ହୋଇଛି। କୋରାପୁଟରେ ସର୍ବାଧିକ ୩୫ ମିମି ବର୍ଷା ହୋଇଥିବାବେଳେ ନୟାଗଡ଼ରେ ୨୪.୩, ପାରଳାଖେମୁଣ୍ଡିରେ ୨୨,…
ଫେସବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି ଶହ ଶହ ଯୁବକଙ୍କୁ ପ୍ରେମଜାଲରେ ଫସାଉଥିଲେ ଏହି ଯୁବତୀ, ଏମିତି ପଡ଼ିଲେ ଧରା
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଫେସ୍ବୁକ୍ରେ ଫେକ୍ ଆକାଉଣ୍ଟ ଖୋଲି ପ୍ରତିଦିନ ଶହ ଶହ ଯୁବକଙ୍କୁ ଫସାଉଥିଲେ ଜଣେ ଯୁବତୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲା ନାଚୁଣୀ ଅଞ୍ଚଳର। ଏବେ ତାଙ୍କୁ ଭୁବନେଶ୍ୱର ସହିଦନଗର ଥାନା ପୋଲିସ ଗିରଫ କରିଛି। ଏହି ଯୁବତୀ ଜଣକ ଫେସବୁକ୍ରେ…
ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ କିସ୍ତି
ଭୁବନେଶ୍ୱର, ୧୧।୯(ବ୍ୟୁରୋ):ରାଜ୍ୟ ସରକାର କାଳିଆ ଯୋଜନାର ଷଷ୍ଠ କିସ୍ତି ଶନିବାର ଚାଷୀଙ୍କୁ ପ୍ରଦାନ କରିବେ। ସା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୭ ଲକ୍ଷ ଚାଷୀଙ୍କୁ ଏହି ଯୋଜନାରେ ଅର୍ଥ ପ୍ରଦାନ କରିବେ। ରବି ଫସଲ ୨୦୨୧ ପାଇଁ…
ଏଣିକି ଦୈନିକ ୪ଲକ୍ଷ ଲୋକଙ୍କୁ ଟିକା
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍ ଟିକାକରଣର ଦୈନିକ ସଂଶୋଧିତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଣିକି ୩ଲକ୍ଷ ନୁହେଁ, ଦୈନିକ ୪ଲକ୍ଷ ଡୋଜ୍ ଟିକାକରଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ଜିଲାଗୁଡ଼ିକୁ ଲକ୍ଷ୍ୟ ପୂରଣ କରିବା ପାଇଁ କୁହାଯାଇଛି। କେଉଁ ଜିଲା…
ଆଖି ବୁଜିଲେ ୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୮ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦେଇଛନ୍ତି। ମୃତକଙ୍କ ମଧ୍ୟରୁ କଟକରୁ ୨ ଜଣ…
ଚିନ୍ତା ବଢ଼ାଉଛି ଶିଶୁ ସଂକ୍ରମଣ: ଆଜି ରାଜ୍ୟରେ ୧୧୬ ପିଲା କରୋନା ପଜିଟିଭ୍
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୨ଟି ହେଉଛି…
ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ
ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା ଲାଗି…
ହିସାବ ନ ଦେଇ ଅନୁଦାନ ବୋହୁଛନ୍ତି
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ପାଇଁ ବଜେଟରେ ବ୍ୟୟବରାଦ କରୁଛନ୍ତି। ସେହି ଅର୍ଥରୁ ବିଭାଗଗୁଡ଼ିକ କେଉଁ ଯୋଜନାରେ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ତାହାର ହିସାବ ରଖୁନାହାନ୍ତି। ବିନିଯୋଗ ପ୍ରମାଣପତ୍ର (ୟୁସି) ମଧ୍ୟ ଦାଖଲ କରୁନାହାନ୍ତି। ଗତ ୧୭…
ପୁଲକିତ କରୁନି ପାର୍ବଣ
ଅନୁଗୋଳ ଅଫିସ, ୧୧ା୯ – ପୁଲକିତ କରେ ପାର୍ବଣ। ଆନନ୍ଦ, ଉତ୍ସାହରେ ଭରିଦିଏ ମନ। କିନ୍ତୁ କୋଭିଡ୍ ମହାମାରୀ କାରଣରୁ ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଏହି ଉତ୍ସବ ଋତୁ ଆରମ୍ଭରୁ କେଉଁଠି ନାହିଁ ଉତ୍ସାହ କି ଉଦ୍ଦୀପନା। ସରକାର କଟକଣାକୁ…
ସୁରକ୍ଷା ଖୋଜୁଛି ବନୀ ଜଙ୍ଗଲ
ଲଙ୍ଗଳେଶ୍ୱର,୧୧ା୯ (ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା ପାଇବା ପାଇଁ ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କେଉଁ ଆବହମାନ କାଳରୁ ବନୀ ଜଙ୍ଗଲ ସୃଷ୍ଟି କରାଯାଇଛି। ହେଲେ ସଂରକ୍ଷଣ କି ରକ୍ଷଣାବେକ୍ଷଣ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବାରୁ ଏହା ପ୍ରାୟ…
Archives


