ରାଜ୍ୟ

ଆଜି ରାଜ୍ୟରୁ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୧୧୯ ଶିଶୁ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୭୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୫,୦୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୫ ଜଣ ଚିହ୍ନଟ…

ପ୍ରଭାବିତ ହୋଇଛି ଅର୍ଥନୀତି

ଭୁବନେଶ୍ୱର,୧୦ା୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀ ଯୋଗୁ ରାଜ୍ୟର ଅର୍ଥନୀତି ପ୍ରଭାବିତ ହୋଇଛି। ରାଜ୍ୟର ସାମଗ୍ରିକ ଘରୋଇ ଉତ୍ପାଦ(ଜିଏସ୍‌ଡିପି), ରାଜସ୍ବ ବଳକା ହ୍ରାସ ପାଇବା ସହିତ ଋଣ ଭାର ଓ ରାଜସ୍ବ ନିଅଣ୍ଟ ବୃଦ୍ଧି ପାଇଛି। ଶିକ୍ଷା ଓ ସ୍ବାସ୍ଥ୍ୟସେବା ବ୍ୟୟ କ୍ଷେତ୍ରରେ ଓଡ଼ିଶା ଅନ୍ୟ…

ଆକ୍ରାନ୍ତ ପିଲାଙ୍କଠାରେ ଏମ୍‌ଆଇ ସିଣ୍ଡ୍ରୋମ୍‌

ଭୁବନେଶ୍ୱର,୧୦।୯ (ବ୍ୟୁରୋ):ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁ ଓ କିଶୋରଙ୍କୁ ରେଡ୍‌ ଜୋନ୍‌ରେ ରଖାଯାଇଛି। ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ଆକଳନ କରାଯାଉଛି। ତେବେ ଏବେଠୁ ଏମାନଙ୍କଠାରେ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏମ୍‌ଆଇ (ମଲ୍ଟିସିଷ୍ଟମ୍‌ ଇନ୍‌ଫ୍ଲାମେଟୋରି) ସିଣ୍ଡ୍ରୋମ୍‌ ଚିନ୍ତା ବଢ଼ାଇଛି। କରୋନାରୁ…

‘ଜାଗା ମିଶନ’ ଦିଗହରା

ଭୁବନ, ୧୦।୯ ସହରାଞ୍ଚଳର ଗରିବ ଭୂମିହୀନ ବସ୍ତିବାସିନ୍ଦାଙ୍କ ମୁହଁରେ ଫୁଟିବ ହସ। ମୁଣ୍ଡକୁ ଛାତ। ପେଟକୁ ଭାତ। ହାତପାହାନ୍ତାରେ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦେବେ ରାଜ୍ୟ ସରକାର। ଆର୍ଥିକ ଅନଗ୍ରସର ପରିବାରର ଜୀବନଧାରଣ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟ ନେଇ…

ଜଗି ବସୁଛନ୍ତି ରୋଗୀ

ଅନୁଗୋଳ ଅଫିସ, ୧୦ା୯ ଅସହ୍ୟ ଯନ୍ତ୍ରଣା ଅଥୟ କରିଦେଉଛି। ତଥାପି ରାତିଅନିଦ୍ରା ହୋଇ ପୂର୍ବଦିନରୁ ଡାକ୍ତରଙ୍କୁ ଜଗି ବସୁଛନ୍ତି ରୋଗୀ। କାରଣ ପ୍ରତି ସପ୍ତାହରେ କେବଳ ଗୁରୁବାର ଦିନକ ପାଇଁ ବିଶେଷଜ୍ଞ ଡାକ୍ତର ଆସୁଥିବାବେଳେ ମାତ୍ର ୫୦ ଜଣଙ୍କୁ ଟିକେଟ୍‌ ମିଳୁଛି।…

ପର୍ଯ୍ୟଟକଙ୍କ ଅନ୍ୟତମ ଆକର୍ଷଣ: ବିଚିତ୍ରପୁର ଇକୋ ଟୁରିଜମ୍‌

ଭୋଗରାଇ, ୧୦।୯ (ଡି.ଏନ.ଏ.)-ଇକୋ ଟୁରିଜମ୍‌ସ୍ଥଳୀ ଭାବେ ମାନ୍ୟତା ପାଇଛି ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଚିତ୍ରପୁର। ୮କି.ମି. ଲମ୍ବ ଓ ୫ କି.ମି. ପରିଧି ମଧ୍ୟରେ ଏଠାରେ ରହିଛି ୪ଟି ଛୋଟ ଛୋଟ ଆକର୍ଷଣୀୟ ଦୀପପୁଞ୍ଜ। ଜଙ୍ଗଲ…

ଜୁଆରରେ ଉଜୁଡ଼ିଯାଉଛି ଝାଉଁ ଜଙ୍ଗଲ

ବାହାନଗା, ୧୦।୯ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଝାଉଁ ଜଙ୍ଗଲ ଜୁଆର ମାଡରେ ଉଜୁଡିଯିବାକୁ ବସିଲାଣି। ଏପରିକି ବରିପଦା ପଞ୍ଚାୟତର ମହାରୁଦ୍ରପୁର ଆଡିଆ ସମେତ ଆଡିଆର ବଙ୍ଗାଳିସାହି ଓ କଲ୍ୟାଣି ପଞ୍ଚାୟତର ଜହ୍ନିପୁରର ଭିଲ୍ଲା ଆଡିଆ…

ଚିତ୍ରକଳାରେ ସଚେତନତା ବାର୍ତ୍ତା

ବାରିପଦା ଅଫିସ, ୧୦।୯-ଚିତ୍ରକଳାରେ ନିଜର ପାରଦର୍ଶିତା ଦେଖାଇ ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି ବାରିପଦାର ଯୁବ ଚିତ୍ରଶିଳ୍ପୀ ମାନସରଞ୍ଜନ ପତି ା କାଳ୍ପନିକ ଚିତ୍ର ପ୍ରସ୍ତୁତ କରିବା ଅପେକ୍ଷା ସମସାମୟିକ ସାମାଜିକ ପରିସ୍ଥିତି ସହିତ ଅସଜଡ଼ା ପରିବେଶର କରାଳ ରୂପକୁ…

ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ

କଟକ ଅଫିସ, ୧୦ା୯:ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ ଫେରାଇ ଦେବା ଘଟଣାରେ ଅତିଷ୍ଠ ହୋଇ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ…

ଶେଷ ହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା।…

ଓବିସିଙ୍କୁ ହାତେଇବାକୁ କସରତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ ରାଜନୀତି ସରଗରମ ହୋଇଛି। ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନରେ ଓବିସି ଭୋଟ ହାତେଇବାକୁ ବିଭିନ୍ନ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି। ଜାତିଭିତ୍ତିକ ଜନଗଣନା ପାଇଁ ବିଭିନ୍ନ ରାଜ୍ୟ…

ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ

ଭୁବନେଶ୍ୱର,୯।୯: ଓଡ଼ିଶା ସିଭିଲି ସର୍ଭିସ-୨୦୧୯ ମେନ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଏନେଇ ଲୋକସେବା ଆୟୋଗ(ଓପିଏସସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୩୦୭ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ଆସନ୍ତା ୨୨ତାରିଖରୁ ଡକ୍ୟୁମେଣ୍ଟ ଯାଞ୍ଚ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri