ଅଫିସ୍ରେ ଟିକା ନେବେ ସମ୍ମୁଖ ଯୋଦ୍ଧା
ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍ରେ ସ୍ବତନ୍ତ୍ର ଟିକା ରୁମ୍ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍ରେ...
ଭୁବନେଶ୍ୱରରେ ହେଲା ସିନ୍ ରିକ୍ରିଏଶନ
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର ତନାଘନା ଚଳାଇଛନ୍ତି। କୁଆଖିଆ ପୋଲିସ ଏହି ଘଟଣାରେ ଗିରଫ ପ୍ରେମିକ ରାକେଶ...
ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ
ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ପ୍ରଧାନ ପ୍ରମୁଖ ଆୟକର ଆୟୁକ୍ତ ଶରତ...
ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍ ରୋଡ୍ରେ ଏଲ୍ଇଡି ଷ୍ଟ୍ରିଟ୍ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା ବାଇପାସ୍ ରୋଡ୍ର ପଳାଶୁଣୀ ଛକଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ...
କୋଷ୍ଟାଲ ହାଇଓ୍ବେକୁ ନେଇ ଶ୍ରେୟ ରାଜନୀତି
ଭୁବନେଶ୍ୱର,୪ା୨(ବ୍ୟୁରୋ):ଭାରତମାଳା ପରିଯୋଜନା ଅନ୍ତର୍ଗତ କୋଷ୍ଟାଲ ହାଇଓ୍ବେ କାର୍ଯ୍ୟର ତ୍ୱରାନ୍ବିତ ନେଇ ସମୀାକ୍ଷା ହେବାପରେ କାହାକୁ ଶ୍ରେୟ ମିଳିବ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଉଭୟ ବିଜେଡି ଏବଂ ଭାଜପା ପରସ୍ପର ବିରୋଧରେ ଯୁକ୍ତି ବାଢିଛନ୍ତି। ଭାଜପା କହିଛି କୋଷ୍ଟାଲ...
ଝାରସୁଗୁଡ଼ାରେ ହେବ କୋଲ୍ ଟ୍ରିବ୍ୟୁନାଲ
ଭୁବନେଶ୍ୱର/ଝାରସୁଗୁଡା (ଡି.ଏନ୍.ଏ.):୪।୨: ଝାରସୁଗୁଡାରେ ଏକ କୋଲ୍ ବିୟରିଂ ଟ୍ରିବ୍ୟୁନାଲ (ସିବିଟି) ସ୍ଥାପନ ନେଇ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। କୋଇଲା ଖଣି ମାମଲାଗୁଡିକର ସମାଧାନ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଉଥିବା ଜଣାପଡିଛି। ବିଶେଷ କରି କୋଇଲା...
ଓଡ଼ିଶାରେ ଆନ୍ଧ୍ର କରୁଛି ନିର୍ବାଚନ
ପଟ୍ଟାଙ୍ଗୀ,୩ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ଲାଗିଥିବା ବିବାଦ ଏଯାଏ ତୁଟିନାହିଁ। ଏପରି ସ୍ଥଳେ ଓଡ଼ିଶା ସରକାର ପଞ୍ଚାୟତରେ କିପରି ବିକାଶମୂଳକ କାର୍ଯ୍ୟ ହୋଇପାରିବେ ସେନେଇ...
ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି: ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଖାରଜ
କଟକ ଅଫିସ, ୩।୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଦୁର୍ନୀତି ମାମଲା ରୁଜୁ କରିଛି। ତେଣୁ ଅଭିଯୋଗକାରୀଙ୍କୁ ମାମଲାର ତଦନ୍ତଭାର ଦିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥିସହ ପ୍ରଦୀପଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ପାଇଁ ଲୋକାୟୁକ୍ତ...
ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି
ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭିଜିଲାନ୍ସ ଟିମ୍ ଜଗବନ୍ଧୁଙ୍କ ସୋନପୁର ସହର ଶାନ୍ତିନଗରସ୍ଥିତ ଦ୍ୱିତଳ କୋଠା, ଜିଲାପାଳଙ୍କ...
ଜେଲରେ ମିଳିବ କନ୍ଧମାଳ ହଳଦୀ
ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା, ବେସନ ବିକ୍ରି ଆରମ୍ଭ ହୋଇଛି। ସୁପରିଣ୍ଟେଣ୍ଡେଣ୍ଟ ବୀରେନ ସାହୁ ଏହାକୁ ଉଦ୍ଘାଟନ କରି...
୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ
ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ...
‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’
ବରଗଡ଼ ଅଫିସ୍/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର...
Archives


