ଖୋଜି ଖୋଜି ୩ ମାଓବାଦୀଙ୍କୁ ଧରିଲେ
ମାଲକାନଗିରି,୮ା୯(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନବେଳେ ମାଓବାଦୀଙ୍କ ଏକ ସ୍ମାରକୀ ସ୍ତୂପକୁ ଭଙ୍ଗାଯିବା ସହ ବିଜାପୁର ଜିଲା ବାସାଗୁଡ଼ା ଥାନା ମୁରୁଦଣ୍ଡାପଟେଲପାରା ଜଙ୍ଗଲରୁ ୩ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଜାଗରଗୁଣ୍ଡାର କୁଞ୍ଜାମ…
ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ
କଟକ ଅଫିସ୍,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ । ସେ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ…
ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ
ଭୁବନେଶ୍ୱର,୮।୯: ଭାଜପା ନେତାଙ୍କୁ ମାଡ଼ ମାରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ଏନେଇ ବିଜେଡି ବୁଧବାର ଏକ ପ୍ରେସ ବିବୃତି ଜାରି କରିଛି। ବିଧାୟକ…
୨୪ ଘଣ୍ଟାରେ ୧୦୨ ପିଲା ପଜିଟିଭ
ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପର ତଳ ହେଉଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଏବେ ସମସ୍ତ ଚିନ୍ତା ବଢ଼ାଉଛି। ୭ ଦିନରେ ରାଜ୍ୟରେ ୭୯୪ ପିଲା କରୋନାରେ ସଂକ୍ରମଣ ହୋଇସାରିଲେଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮ବର୍ଷରୁ କମ୍ ୧୦୨…
ବାପ-ପୁଅଙ୍କୁ ଧକ୍କା ଦେଲା ତହସିଲଦାରଙ୍କ ଗାଡ଼ି
ଦେବଗଡ଼, ୮ା୯(ଡି.ଏନ୍.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ବଣିଆକିଲିଣ୍ଡା ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ବାରକୋଟ ତହସିଲଦାରଙ୍କ ଗାଡ଼ି ଧକ୍କାରେ ଜଣେ ଯୁବ ବ୍ୟବସାୟୀ ଓ ତାଙ୍କର ୧୧ବର୍ଷର ପୁଅ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଅଧିକ ଚିକିତ୍ସା ନିମନ୍ତେ…
ଅସହ୍ୟ ହେଲା ଯନ୍ତ୍ରଣା, ବିଧାନସଭା ସମ୍ମୁଖରେ ହାତ କାଟିବା ସହ ବିଷ ପିଇଦେଲେ ଯୁବକ
ଭୁବନେଶ୍ୱର,୮ା୯(ବ୍ୟୁରୋ): ଯନ୍ତ୍ରଣାରେ ଅସହ୍ୟ ହୋଇ ବୁଧବାର ବିଧାନସଭା ସମ୍ମୁଖରେ ଜଣେ ଯୁବକ ହାତ କାଟିବା ସହ ବିଷ ପିଇ ଦେଇଛନ୍ତି। ଡାକ୍ତରଙ୍କ ଭୁଲ ଯୋଗୁ ତାଙ୍କ ଗୋଡ଼ ଅଚଳ ହୋଇପଡ଼ିଛି। ଉନ୍ନତମାନର ଚିକିତ୍ସା ପାଇଁ ଅର୍ଥାଭାବ। ଗୁହାରି କଲେ ବି ଶୁଣିବାକୁ…
୨ ଦିନ ମଧ୍ୟରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା
ଭୁବନେଶ୍ୱର,୮।୯(ବ୍ୟୁରୋ): ପାର୍ବଣ କଟକଣାକୁ ତୀବ୍ର ବିରୋଧ ପରେ ଶେଷରେ ରାଜ୍ୟ ସରକାର ସାମାନ୍ୟ ନରମିଛନ୍ତି । ପାର୍ବଣ ନେଇ ଜାରି ହୋଇଥିବା ଗାଇଡ୍ଲାଇନ୍ରେ ମା’ ଦୁର୍ଗାଙ୍କ ୪ ଫୁଟ ଉଚ୍ଚର ମୂର୍ତ୍ତି ସହ ଆବଦ୍ଧ ପୂଜା ପାଇଁ କଟକଣା କରାଯାଇଥିଲା। ଏହି…
ବଢୁଛି ଜଳକା ନଦୀର ପାଣି
ବାଲେଶ୍ୱର ଅଫିସ,୮ା୯: ବାଲେଶ୍ୱର ଜିଲାର ପ୍ରଭାବିତ ଜଳକା ନଦୀର ଜଳସ୍ତର ବଢ଼ିବାର ଲାଗିଛି। ଗତ କିଛି ଦିନ ହେବ ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ନଦୀରେ ଜଳସ୍ତର ବଢୁଥିବା ଜଣାପଡ଼ିଛି। ବର୍ଷା ପାଣି ପାଇଁ ନଦୀର ଜଳସ୍ତର ଏବେ…
ସୁପ୍ରିମକୋର୍ଟଙ୍କ ରାୟକୁ ଗୁରୁତ୍ୱ ଦେଉନି ଆନ୍ଧ୍ର
ପଟ୍ଟାଙ୍ଗୀ,୮ା୯(ଡି.ଏନ୍.ଏ.):ଓଡ଼ିଶା ଏବଂ ଆନ୍ଧ୍ର ମଧ୍ୟରେ କୋଟିଆ ପଞ୍ଚାୟତକୁ ନେଇ ଲାଗି ରହିଥିବା ବିବାଦ ରାଜନୈତିକ ସ୍ତରରେ ଆଲୋଚନାକରି ୬ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ଉଭୟ ରାଜ୍ୟ ସରକାରଙ୍କୁ ନିକଟରେ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ କୋର୍ଟ ମାମଲାର ଶୁଣାଣି…
୧୧ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର, ୮।୯(ବ୍ୟୁରୋ):ବଙ୍ଗୋପସାଗରର ଉତ୍ତର ଦିଗରେ ଆଉ ଏକ ଲଘୁଚାପ ଏବେ ଦାନା ବାନ୍ଧୁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ସ୍ପଷ୍ଟ ଚିହ୍ନିତ ହେବା ସହ ୧୧ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)…
ସ୍କୁଲ ବନ୍ଦ ହୋଇପାରେ
ଭୁବନେଶ୍ୱର, ୮।୯(ବ୍ୟୁରୋ):ରାଜ୍ୟରେ ଏବେ କରୋନା ସଂକ୍ରମଣ ପ୍ରାୟତଃ ସ୍ଥିର ରହିଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଚିନ୍ତା ବଢ଼ାଇଛି। ଗତ ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍ ବର୍ଗର ୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ମୋଟ ସଂକ୍ରମଣର ପ୍ରାୟ ୧୫%।…
ଅବହେଳା କଲେ ପୁଣି ଲକ୍ଡାଉନ
ଭୁବନେଶ୍ୱର, ୮।୯(ବ୍ୟୁରୋ):ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତା’ର ଅର୍ଥ ନୁହେଁ ଯେ, ଆମେ ନିୟମ ପାଳନରେ ଢିଲା କରିବା। ତେଣୁ ଯଦି କେଉଁଠି ବି ଅବହେଳା ପରିଲକ୍ଷିତ ହୁଏ, ତେବେ ସାମୂହିକ ସ୍ବାର୍ଥ…
Archives


