ରାଜ୍ୟ

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୮ଜଣ…

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ, ପ୍ରତୀକ…

ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ(ସିଏସ୍‌ଇ) ଇଜ୍‌ ଅଫ୍‌ ଲିଭିଂ ଇଣ୍ଡେକ୍ସ…

କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍‌ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ ପୁଣି…

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର ନମୁନା ସଂଗ୍ରହ ଶେଷ ହୋଇଛି। ୩ ଦିନରେ ଜିଲାରୁ ୫୦୦ ରକ୍ତ ନମୁନା ସଂଗ୍ରହ…

ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍‌ ଯୋଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍‌ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍‌ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା ଅଛନ୍ତି।…

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ…

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ନାବାଳକ ଶନିବାର ଘରେ ମୋବାଇଲରେ ଗେମ୍‌ ଖେଳୁଥିଲେ। ହେଲେ…

୮ ଦିନର ବିବାହରେ ଏମିତି କ’ଣ ହେଲା

ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର ଉଭୟ ମଜୁରୀ ଆଣିବାକୁ କହି ଘରୁ ବାହାରିଥିଲେ। ହେଲେ ସେମାନେ ଆଉ ଫେରି ନ…

ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ

ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼ ସୁନ୍ଦରଗଡ଼,…

ଡବଲ ଡୋଜ୍‌ ଭାକ୍ସିନ ପରେ ବି ହୋଇପାରେ କରୋନା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍‌ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍‌ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍‌ କୌଣସି କୋଭିଡ ଭାକ୍ସିନ…

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri