ସୁସ୍ଥ ହେଲେ ୧୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧ା୧- ଓଡ଼ିଶାରେ ରବିବାର ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ କରୋନାରୁ ମୁକ୍ତ ହୋଇଥିବା ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୩,୩୨,୧୦୩ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ପୁରୀ ୧୫, ସୁନ୍ଦରଗଡ଼ରୁ ୧୪, ବାଲେଶ୍ୱରରୁ ୧୧, ବରଗଡ଼...
ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି ଗୋଟିଏ ଜେନେରେଟର ୧୨ଟି କମ୍ପ୍ୟୁଟର, ୭ଟି ଫ୍ୟାନ, ୧୦ଟି ଚୌକ, ଷ୍ଟେବିଲାଇଜର, ୪୦ଟି...
ଗୁଳି ବିନିମୟ ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ
ମାଲକାନଗିରି,୩୧ା୧: ଦୀର୍ଘଦିନ ପରେ ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ମାଡ଼କାପଦର ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଓ ବନ୍ଧୁକ...
ନାବାଳିକାଙ୍କୁ ଗଣବଳାତ୍କାର: ଜେଲ ଗଲେ ୨ ଅଭିଯୁକ୍ତ
ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ...
ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ
ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ ବାହାରକୁ ଯାଇଥିଲେ। ସେତିକିବେଳେ ସେ ଘରେ ଏକୁଟିଆ ରହିଥିଲେ। ମା’ କାମ...
ଭୁବନେଶ୍ୱରରୁ ଆଜି ପୁଣି ୭ ପଜିିଟିଭ୍ ଚିହ୍ନଟ: ୯ ସୁସ୍ଥ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ଆଜି ରାଜ୍ୟରୁ ୧୧୪ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୮ ଜଣ ଚିହ୍ନଟ...
ବାଘ ସୁରକ୍ଷାରେ ବନ ବିଭାଗ ବିଫଳ, ଖାଲି ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା
ଭୁବନେଶ୍ୱର, ୩୧।୧(ବ୍ୟୁରୋ): ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବିଭିନ୍ନ ଯୋଜନାରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଆରମ୍ଭରୁ ବନ ବିଭାଗର ବଡ଼ବାବୁମାନେ ନାନା ବାହାବା ନେଉଛନ୍ତି, ହେଲେ ଠିକ୍ ସମୟରେ ବିଫଳ ହେଉଥିବାରୁ ରାଜ୍ୟରେ ବାଘ ସୁରକ୍ଷାକୁ...
ପୋଲ ଉପରେ ପୁଅ, ଝିଅକୁ ବସାଇ ମା’ର ଆତ୍ମହତ୍ୟା ଉଦ୍ୟମ
ଗୋପ, ୩୧।୧(ଡି.ଏନ୍.ଏ.): ପୁରୀ ଜିଲା ଅନ୍ତର୍ଗତ ଗୋପ-ବାଲିଘାଇ ରାସ୍ତାର ଗୋପ ବଜାର ନିକଟ କୁଶଭଦ୍ରା ପୋଲ ଉପରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ମହିଳା ନିଜର ଦୁଇ ପିଲାଙ୍କୁ ପୋଲ ଉପରେ ବସାଇ ଆତ୍ମହତ୍ୟା କରିବାକୁ...
ଅଗରନାଶି ଦ୍ୱୀପର ପରିସୀମା କମୁଛି
କେନ୍ଦ୍ରାପଡ଼ା ଅଫିସ, ୩୧।୧: ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଗହୀରମଥା (ସାମୁଦ୍ରିକ) ବନ୍ୟଜନ୍ତୁ ଅଭୟାରଣ୍ୟ ଅଗରନାଶିର ପରିସୀମା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ୫ ଦଶନ୍ଧିି ପୂର୍ବେ ଏହି ଦ୍ୱୀପର ଲମ୍ବ ୭...
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ
ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ୪ ଜଣ ସମ୍ପୃକ୍ତ...
୬ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଜପତି ଜିଲାର ଆର. ଉଦୟଗିରିରେ ୨ ସେଣ୍ଟିମିଟର...
Archives


