ରାଜ୍ୟ

ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍‌ର ରୁମ୍‌ ନଂ.୨୦୧ ସିଲ୍‌

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍କଣ୍ଠା...

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ...

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ସମବାୟ ଉପନିବନ୍ଧକ...

ଦେଶ ସୀମା ଜଗିବେ ଭଉଣୀ ଭାଇ

ବରଗଡ଼ ଅଫିସ,୩୧।୧: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଟିହିକିପାଲି ଗ୍ରାମର ରାତ୍ର ବାରିକଙ୍କ ସାନ ଝିଅ ରଶ୍ମିତା ଓ  ପୁଅ ପ୍ରଭାତ ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌)ରେ ଯୋଗ ଦେବାକୁ ମନୋନିତ ହୋଇଛନ୍ତି। ସଦ୍ୟ ପ୍ରକାଶିତ ପରୀକ୍ଷାଫଳରେ ଉଭୟ...

ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ...

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି...

ଥାନାରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ

କୋକସରା,୩୦।୧: ପରିବାରର ବିରୋଧ ସତ୍ତ୍ୱେ ଶେଷରେ ପ୍ରେମୀଯୁଗଳଙ୍କ ପ୍ରେମର ହୋଇଛି ବିଜୟ । କୋର୍ଟ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କୋକସରା ଥାନାରେ ଶୁକ୍ରବାର ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି  ।ଏହି ନବଦମ୍ପତି ହେଲେ କୋକସରା ଥାନା ଅନ୍ତର୍ଗତ ଖପ୍ରାମାଲ...

ସଞ୍ଜ ନଇଁଲେ ଅଞ୍ଚଳବାସୀଙ୍କୁ ଦନ୍ତା ଭୟ: ଘର ଭିତରେ ଶୁଣ୍ଢ ପୂରାଇବା ଭିଡିଓ ଭାଇରାଲ

ସମ୍ବଲପୁର,୩୦ା୧(ବ୍ୟୁରୋ): ସମ୍ବଲପୁର ସଦର ରେଞ୍ଜ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ସଞ୍ଜ ନଇଁଲେ ଲୋକଙ୍କୁ ଦନ୍ତା ଭୟ ଘାରିଛି। ତେଣୁ ଯିଏ ଯୁଆଡେ ଯାଉଛନ୍ତି ସନ୍ଧ୍ୟା ପୂର୍ବରୁ ଘରକୁ ଫେରିବାକୁ ଚେଷ୍ଟା କରୁଛନ୍ତି। ବନ ବିଭାଗ ଓ...

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ ଟ୍ରେନ ଚଳାଚଳ ବ୍ୟାହତ ହୋଇଛି l ଖବର ପାଇ ଜିଆର୍‌ପି, ଆରପିଏଫ୍‌ ଓ...

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ ନୋଳିଆ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳି ନ ଥିଲା। ଶନିବାର...

ହାଉସ୍‌ ସର୍ଜନଙ୍କ ବଢ଼ିଲା ଷ୍ଟାଇପେଣ୍ଡ, ୩ ବର୍ଷ ପାଇଁ ଲାଗୁ

ଭୁବନେଶ୍ୱର,୩୦।୧: କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶେଷରେ ମାନିଛି ସ୍ବାସ୍ଥ୍ୟ ବିଭାଗ। ସରକାରୀ ମେଡିକାଲରେ କାର୍ଯ୍ୟରତ ହାଉସ୍‌ ସର୍ଜନଙ୍କ ଷ୍ଟାଇପେଣ୍ଡକୁ ରାଜ୍ୟ ସରକାର ବୃଦ୍ଧି କରିଥିବା ନେଇ ଶନିବାର ସୂଚନା ମିଳିଛି। ସର୍ଜନମାନେ ମାସିକ ୨୦ହଜାର ଷ୍ଟାଇପେଣ୍ଡ ପାଉଥିବା ବେଳେ ଏବେ...

ଫେବୃଆରୀ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି: ୧ରୁ ଖୋଲିବ ଅଙ୍ଗନଓ୍ବାଡି

ଭୁବନେଶ୍ୱର, ୩୦।୧(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତି ମାସରେ ଗାଇଡ୍‌ଲାଇନ ଜାରି କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ସରକାର ଫେବୃଆରୀ ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ନୂଆ ଗାଇଡ୍‌ଲାଇନ ଫେବୃଆରୀ ୨୮...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri