ରାଜ୍ୟ

ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଓ ଦୌରାଜଜ(୧) ପ୍ରବୀର କୁମାର ଚୌଧୁରୀ ଏହାର ବିଚାର...

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଦାୟିତ୍ୱ ମିଳିବା ପରେ ପ୍ରତାପ ପିପିଲି ନିର୍ବାଚନମଣ୍ଡଳୀ...

ଆଜି ରାଜ୍ୟରୁ ୧୧୩ ପଜିଟିଭ୍‌ ଚିହ୍ନଟ, ୨୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୬ ଜଣ...

ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି

ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ କିସ୍ତି ବାବଦରେ ୧୮ ରାଜ୍ୟ ପାଇଁ ୧୨,୩୫୧.୫ କୋଟି ଟଙ୍କା ପ୍ରଦାନ କରିଛନ୍ତି।...

ବିଧାନସଭାରେ ହେବ ବିରାଟ କାଠ ତିଆରି ଅରଟ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଓ ରାଜ୍ୟର ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ସୁରକ୍ଷା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ସଂସ୍କୃତି...

କୋଷ୍ଟାଲ୍‌ ହାଇଓ୍ବେ ପରିବର୍ତ୍ତିତ ନକ୍ସାକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପ୍ରସ୍ତାବିତ ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇଓ୍ବେ) ପ୍ରକଳ୍ପର ନକ୍ସା ପରିବର୍ତ୍ତନ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ ମୁଖ୍ୟ ପ୍ରବନ୍ଧକ ରାମ ପ୍ରସାଦ ପଣ୍ଡା କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ଏବଂ ଜଙ୍ଗଲ, ପରିବେଶ...

ପାଠକ ବାପପୁଅଙ୍କୁ ଜାମିନ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ବୁଧବାର ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରୁ ଜାମିନ ମିଳିଛି। ଗିରଫ ହେବାର ୬୦ ଦିନ ମଧ୍ୟରେ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିବାରେ ବିଫଳ ହେବାରୁ ଏହାର...

ଅଠର ବର୍ଷର ଅପେକ୍ଷା

ବଇଣ୍ଡା,୨୮ା୧(ପରିକ୍ଷିତ ସାହୁ): କ୍ରୀଡ଼ାର ବିକାଶ ପାଇଁ ଯୋଜନା ପରେ ଯୋଜନା ହେଉଛି। କଳିଙ୍ଗ ଷ୍ଟାଡିୟମର ଆଧୁନିକୀକରଣ ଠାରୁ ଆରମ୍ଭ କରି ଜିଲା ଓ ବ୍ଲକସ୍ତରରେ ମିନି ଷ୍ଟାଡିୟମମାନ ନିର୍ମାଣ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡାଠାରେ ଏକ ମିନି...

ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ

ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ଯୁବତୀ ଜଣକ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତତିନି ୨ୟ ବର୍ଷ...

ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ ସମ୍ମାନ’ ଘୋଷଣା କରାଯାଇଛି। ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ...

ଏକାଠି ପିଉଥିଲେ ମଦ, ଆଉ ତାପରେ…

ତେନ୍ତୁଳିଖୁଣ୍ଟି, ୨୭।୧: ମଦ୍ୟ ପାନ କରି ବଚସା ପରେ ହାତାହାତି ହୋଇ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ନରସିଂହଗୁଡ଼ା ଗ୍ରାମରେ ଏଭଳି ଏକ ଘଟଣା ଘଟିଛି। ମୃତକ ହେଲେ ଥବୀର ଜାନି। ମଙ୍ଗଳବାର ଥବୀର କେତେଜଣ...

ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧- ଓଡ଼ିଶାରେ ବୁଧବାର ୧୦୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସମ୍ବଲପୁରରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ। ସେହିଭଳି ପୁରୀରୁ ୧୭, ସୁନ୍ଦରଗଡ଼ରୁ ୧୫, ନୂଆପଡ଼ାରୁ ୧୦, ବାଲେଶ୍ୱରରୁ ୯, ଅନୁଗୁଳରୁ ୮,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri