ରାଜ୍ୟ

ସ୍ବାଧୀନତାର ଅର୍ଥ ବୁଝି ବିକାଶରେ ସାମିଲ ହେଲେଣି ମାଲକାନଗିରିବାସୀ

ମାଲକାନଗିରି,୨୬ା୧: ମାଲକାନଗିରି ଡିଏନ୍‌କେ ଖେଳ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ବାହିନୀ ପକ୍ଷରୁ...

ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ...

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ...

ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପତାକା ଉତ୍ତୋଳନ କରିଥିଲେ। ହେଲେ ପତାକା ଓଲଟା ଉଡିଥିଲା। ଏନେଇ ଉପସ୍ଥିତ ବୁଦ୍ଧିଜୀବୀ...

ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍‌ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ ପରେଡ ଦେଖିବା ସମୟରେ ପୋଲିସ ଅଟକାଇବାକୁ ଉଦ୍ୟମ କରିଥିଲା । ରାଜ୍ୟସ୍ତରୀୟ ପରେଡ୍‌...

ସ୍ବାଧୀନତା ସଂଗ୍ରାମୀଙ୍କୁ ଭେଟିଲେ ପ୍ରଶାସନିକ ଅଧିକାରୀ

ବରଗଡ଼ ଅଫିସ୍‌,୨୬।୧: ଦେଶବ୍ୟାପୀ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳନ କରାଯାଉଛି। ଏହି ଅବସରରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସଂଗ୍ରାମୀ ପୀଠ ପାଣିମୋରା ଗ୍ରାମରୁ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା। ବରଗଡ଼ ଅତିରିକ୍ତ ଜିଲାପାଳ ମିର୍ଦ୍ଧା...

୭ ମାସ ପରେ ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳକୁ ଖସିଛି। ୭ ମାସ (୬ ଜୁନ୍‌ ୨୦୨୦) ପରେ ପ୍ରଥମ ଥର ରାଜ୍ୟରେ ୧୦୦ ତଳକୁ ଖସିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ମଙ୍ଗଳବାର ୯୯ ଜଣ...

ବରଗଡ଼ରେ ପତାକା ଉତ୍ତୋଳନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୬।୧: ବରଗଡ଼ରେ ମଙ୍ଗଳବାର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼...

ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ଅବସରରେ ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ଜିଲା ଷ୍ଟାଡିୟମ୍‌ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।...

ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର ବଳବତ୍ତର ରଖିଛନ୍ତି ସ୍ଥାନୀୟ ଅଞ୍ଚଳର ଅଧିବାସୀ ଶ୍ରୀକାନ୍ତ ବେହେରା ଏବଂ ଅନ୍ୟମାନଙ୍କ...

ରାସ୍ତାଘାଟରେ ଜାତୀୟ ପତାକା ନ ପଡୁ

ସାଧାରଣତନ୍ତ୍ର ଦିବସର ସକାଳୁ ସକାଳୁ କୁନି ପିଲାଙ୍କ ହାତରେ ଜାତୀୟ ପତାକା ଓ ମୁହଁରେ ସମ୍ବିଧାନ ରଚୟିତାଙ୍କର ଜୟଗାନ ଶୁଣିଲେ ହୃଦୟରେ ଦେଶପ୍ରେମ ଜାଗିଉଠେ କିନ୍ତୁ ଅପରାହ୍ନରେ ରାସ୍ତାକଡରେ ସେହି ପତାକା ଏଣେ ତେଣେ ପଡିଥିବାର ଦୃଶ୍ୟ ହୃଦୟକୁ କଷ୍ଟ...

ଏଭଳି ସମୟ ଆସିବ ବୋଲି ଭାବି ନ ଥିଲି

ଏଭଳି ଯେ ସମୟ ଆସିବ ଅାଉ ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରିବ ସେ ନେଇ ଅାଦୋ ଚିନ୍ତା କରିନଥତ୍ଲି ା ସରକାରଙ୍କ ଏକତରଫା ନିଷ୍ପତି ଯୋଗୁଁ ବଢୁଥିବା ଜନ ଅସନ୍ତୋଷ ଏବଂ ସ୍ବାଧୀନତା ଅଧିକାର ଅାଳରେ ସରକାରୀ ନିଷ୍ପତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri