ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ
ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି...
ଆକାଶ’ର ସଫଳ ପରୀକ୍ଷଣ
ବାଲେଶ୍ୱର,୨୫ା୧- ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ସୋମବାର ଅପରାହ୍ନ ୨ଟା ୨୫ ମିନିଟରେ ଏହି ପରୀକ୍ଷଣ ହୋଇଥିଲା। ୫.୭୮ ମିଟର ଲମ୍ବ ଓ ୭୨୦...
ସୁସ୍ଥ ହେଲେ ୧୪୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୧: ଓଡ଼ିଶାରେ ସୋମବାର ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ମୋଟ ୩,୩୧,୨୮୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୨୫ ଜଣ। ନୂଆପଡ଼ାରୁ ୧୪, ଅନୁଗୁଳ...
ପିଇଓଙ୍କ ସମ୍ପତ୍ତି ୧କୋଟିରୁ ଊର୍ଦ୍ଧ୍ୱ
ବରଗଡ଼ ଅଫିସ୍,୨୫।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ଓ କେଶେଇପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ...
ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ସବୁ ଲୋକାଲ କେସ
ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସବୁ ଲୋକାଲ କେସ୍ ଥିବା ଜଣା ପଡ଼ିଛି। ସେହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ...
ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅନ୍ବେଷଙ୍କ ଘର ଢେଙ୍କାନାଳ ଜିଲାରେ। କିଛି ବର୍ଷ...
ଫେବୃୟାରୀ ୧୪ରୁ କରୋନା ଟିକାର ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୧୪ରୁ କରୋନା ଟିକାର ଦ୍ୱିତୀୟ ଡୋଜ୍ ଆରମ୍ଭ ହେବ। ଜାନୁଆରୀ ୧୬ରେ ପ୍ରଥମ ଡୋଜ୍ ନେଇଥିବା ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଫେବୃୟାରୀ ୧୪ରୁ ଦ୍ୱିତୀୟ ଡୋଜ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ଯେଉଁ ୧ଲକ୍ଷ ୯୨ ହଜାର...
ଯୁକ୍ତ ୨ ପରୀକ୍ଷା: ବଦଳିବ ଢାଞ୍ଚା, ୫୦% ମଲ୍ଟିପୁଲ ଚଏସ୍
ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷାର ଢାଞ୍ଚା ବଦଳିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୋମବାର ସୂଚନା ଦେଇଛନ୍ତି। ୨୦୧୬ କିମ୍ବା ପରେ ରେଜିଷ୍ଟ୍ରୀଭୁକ୍ତ ପିଲାଙ୍କ ପାଇଁ ସଂକ୍ଷିପ୍ତ ସିଲାବସ୍ରୁ ପ୍ରଶ୍ନ ପଡ଼ିବ। ପ୍ରଶ୍ନପତ୍ରରେ...
ଓଡ଼ିଶାର ଏହି ପୋଲିସ ଅଧିକାରୀଙ୍କୁ ମିଳିବ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର,୨୫।୧(ବ୍ୟୁରୋ) : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶାର ୨ ଜଣ ପୋଲିସ ଅଧିକାରୀଙ୍କୁ ରାଷ୍ଟ୍ରପତି ପଦକ ମିଳିବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଘୋଷଣା କରିଛନ୍ତି। ଚଳିତବର୍ଷ ବିଭିନ୍ନ ବର୍ଗରୁ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ମେଡାଲ ମିଳିବ।...
କିଡ୍ନୀ ଠକେଇ ର଼୍ୟାକେଟ୍ରୁ ପର୍ଦ୍ଦା ହଟିଲାନି
ଭୁବନେଶ୍ୱର,୨୫।୧(ବ୍ୟୁରେ): କିଡ୍ନୀ ଦେବାକୁ କହି ବହୁ କୋଟି ଟଙ୍କା ଠକିନେଇଥିବା କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କ ର଼୍ୟାକେଟର ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ୪ବର୍ଷ ତଳେ ସେ ୩ଜଣ କିଡ୍ନୀ ରୋଗୀଙ୍କୁ ଡୋନର ଯୋଗାଇଦେବାରେ ସଫଳ ହୋଇଥିଲେ। ଏଥିପାଇଁ...
ପାଟଣାରେ ଚାଞ୍ଚଲ୍ୟ: ରିଜର୍ଭ ଫରେଷ୍ଟ ମଧ୍ୟରେ ପଡ଼ିରହିଛି ମୁଣ୍ଡ ବିହୀନ ଗଳିତ ମୃତଦେହ
ପାଟଣା,୨୫।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ସିଲିଦା ଗ୍ରାମ ନିକଟରେ ଥିବା ଇୟୁକାଲିପଟାସ ରିଜର୍ଭ ଫରେଷ୍ଟ ମଧ୍ୟରେ ସୋମବାର ଏକ ମୁଣ୍ଡ ବିହୀନ ଗଳିତ ମୃତଦେହକୁ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ଖବର ଦେବା...
ଏପ୍ରିଲ ୫ରୁ ଓଷ୍ଟା ପ୍ରି-ବୋର୍ଡ ପରୀକ୍ଷା: ୨୭ରେ ପ୍ରକାଶ ପାଇବ ଟେଷ୍ଟପେପର
କଟକ ଅଫିସ, ୨୫।୧: ଆସନ୍ତା ମେ’ ୩ରୁ ବୋର୍ଡ ପରୀକ୍ଷା ଆରମ୍ଭ ହେବ। କରୋନା ପାଇଁ ପ୍ରାୟ ୯ ମାସ ଧରି ବିଦ୍ୟାଳୟ ଯାଇ ନ ଥିବା ଛାତ୍ରୀଛାତ୍ରମାନେ ୧ ବର୍ଷର ପାଠ୍ୟଖସଡ଼ାକୁ ୧୦୦ ଦିନ ମଧ୍ୟରେ ଶେଷ କରି...
Archives


