ରାଜ୍ୟ

‘କୋରାପୁଟ ଜିଲାର ବିକାଶ ଏବେ ଶୀର୍ଷରେ’

କୋରାପୁଟ,୨୬ା୧: ଭାରତର ସ୍ବାଧୀନତା ଆନ୍ଦୋଳନରେ କୋରାପୁଟ ଜିଲାର ଅବଦାନ ଅତୁଳନୀୟ। କୋରାପୁଟସ୍ଥିତ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହା କହିଛନ୍ତି। ମନ୍ତ୍ରୀ ଜାତୀୟ ପତାକା...

ସଂଗ୍ରାମୀଙ୍କୁ ମନେ ପକାଇଲେ ମନ୍ତ୍ରୀ

ନବରଙ୍ଗପୁର,୨୬ା୧: ନବରଙ୍ଗପୁର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ପାଳିତ ହୋଇଛି। ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି...

କର୍ଲାମୁଣ୍ଡାର ଗୌରବ ସୌମ୍ୟାରାଣୀ: ପ୍ରଥମ ମହିଳା ଭାବେ ଯୋଗଦେବେ ସିଆର୍‌ପିଏଫ୍‌ରେ

କର୍ଲାମୁଣ୍ଡା,୨୬ା୧: କଳାହାଣ୍ଡି ଜିଲା କର୍ଲାମୁଣ୍ଡାର ଝିଅ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ରେ ଯୋଗଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ ବ୍ଲକ ଅନ୍ତର୍ଗତ ସର୍ଗୁଲ ଗ୍ରାମର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ ଝିଅ ସୌମ୍ୟରାଣୀ ହୋତା...

ଗୋରାସେତୁରେ ପ୍ରଥମ ଥର ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୨୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଆନନ୍ଦର ସହ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପଣଷପୁଟ ପଞ୍ଚାୟତ ଗୋରାସେତୁଠାରେ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବାପରେ ପ୍ରଥର ଥର ଜାତୀୟ ପତାକା ଉତ୍ତୋଳନ କରାଯାଇଛି।...

ଜଳିଗଲା ଚଳନ୍ତା କାର୍‌: ଅଗ୍ନିଶମ ବିଭାଗକୁ ଦୋଷ ଦେଲେ ମାଲିକ

ନବରଙ୍ଗପୁର,୨୬ା୧: ନବରଙ୍ଗପୁର ଜିଲା କୁର୍ଲୁଘାଟି ନିକଟରେ ମଙ୍ଗଳବାର ଏକ ଚଳନ୍ତା କାର୍‌ ଜଳିଯାଇଛି। ତେବେ ଗାଡ଼ିଟି ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲେ ମଧ୍ୟ ଏଥିରେ କେହି ମୃତାହତ ହୋଇନାହାନ୍ତି। ସୂଚନା ଅନୁଯାୟୀ, ନବରଙ୍ଗପୁର ଥାନା ଅଧୀନ ବିଜରାଗୁଡ଼ା ଗ୍ରାମର ଭୀମ...

୨ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା ହନୁମାନ ପଇସା: ଚଢ଼ାଉ କରି ୭ ଜଣଙ୍କୁ ବାନ୍ଧିଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ ,୨୬।୧- ତିନୋଟି ହନୁମାନ ମୁଦ୍ରାକୁ ୨ କୋଟି ଟଙ୍କାରେ ବିକ୍ରି ଏବଂ ଠକେଇ କାରବାର ଉଦ୍ୟମକୁ ଗଞ୍ଜାମ ବାଦବାଜାର ପୋଲିସ ପଣ୍ଡ କରିଛି । ସୋମବାର ସକାଳେ ଶାନ୍ତିନଗରର ସୂର୍ଯ୍ୟ ପାତ୍ରଙ୍କ ବାସଭବନରେ ହନୁମାନ ପଇସା ବିକ୍ରି...

ସ୍ବାଧୀନତାର ଅର୍ଥ ବୁଝି ବିକାଶରେ ସାମିଲ ହେଲେଣି ମାଲକାନଗିରିବାସୀ

ମାଲକାନଗିରି,୨୬ା୧: ମାଲକାନଗିରି ଡିଏନ୍‌କେ ଖେଳ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ବାହିନୀ ପକ୍ଷରୁ...

ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ...

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ...

ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପତାକା ଉତ୍ତୋଳନ କରିଥିଲେ। ହେଲେ ପତାକା ଓଲଟା ଉଡିଥିଲା। ଏନେଇ ଉପସ୍ଥିତ ବୁଦ୍ଧିଜୀବୀ...

ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ-ଜନତା ମୁହାଁମୁହିଁ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅର୍ଥାତ୍‌ ମଙ୍ଗଳବାର ପୋଲିସ ଓ ଜନତାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। କଂଗ୍ରେସ ଭବନ ନିକଟରେ ଛିଡା ହୋଇ ଜୋର ଜବରଦସ୍ତ ପରେଡ ଦେଖିବା ସମୟରେ ପୋଲିସ ଅଟକାଇବାକୁ ଉଦ୍ୟମ କରିଥିଲା । ରାଜ୍ୟସ୍ତରୀୟ ପରେଡ୍‌...

ସ୍ବାଧୀନତା ସଂଗ୍ରାମୀଙ୍କୁ ଭେଟିଲେ ପ୍ରଶାସନିକ ଅଧିକାରୀ

ବରଗଡ଼ ଅଫିସ୍‌,୨୬।୧: ଦେଶବ୍ୟାପୀ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳନ କରାଯାଉଛି। ଏହି ଅବସରରେ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସଂଗ୍ରାମୀ ପୀଠ ପାଣିମୋରା ଗ୍ରାମରୁ ସ୍ବାଧୀନତା ସଂଗ୍ରାମୀ ଜିତେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା। ବରଗଡ଼ ଅତିରିକ୍ତ ଜିଲାପାଳ ମିର୍ଦ୍ଧା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri