ପଢ଼ାରେ ବାଧକ ୨ ଗୁଣ ବସ୍ ଭଡ଼ା
ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍ଡାଉନ୍। କଣ୍ଟେନମେଣ୍ଟ ଜୋନ୍ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ, ବେସରକାରୀ ଅଫିସ ସହ କୋର୍ଟ କାର୍ଯ୍ୟ ମଧ୍ୟ ପୂର୍ବପରି ଚାଲିଛି। ଧର୍ମାନୁଷ୍ଠାନ ପରେ...
କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ
ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ ‘ବିଶ୍ୱ ଓଡ଼ିଶା’ର ନବବର୍ଷ ସଂକଳ୍ପ...
୨ ଫୁଟ ଉଠିଲା ୨ ମହଲା କୋଠା
କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ ଯାଦବ ଏବଂ ତାଙ୍କ ସାଥୀଙ୍କ ସହଯୋଗରେ ଜେକ ଲଗାଇ ଏହି ଘରକୁ ଉଠାଯାଇଛି।...
ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧।୧- ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ (ଡିଆର୍ଡିଓ) ଏବଂ ହିନ୍ଦୁସ୍ତାନ ଏରୋନେଟିକ୍ ଲିମିଟେଡ୍ (ହାଲ୍) ଦ୍ୱାରା ନିର୍ମିତ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ(ସ) କ୍ଷେପଣାସ୍ତ୍ରକୁ ଗୁରୁବାର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ...
ସୁସ୍ଥ ହେଲେ ୨୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୧: ଓଡ଼ିଶାରେ ଗୁରୁବାର ସୁସ୍ଥ ହୋଇଛନ୍ତି ୨୨୪ କରୋନା ଆକ୍ରାନ୍ତ। ଏଥି ଯୋଗୁ ରାଜ୍ୟରେ କରୋନା ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୫୪୫ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪୩, ଅନୁଗୁଳରୁ ୨୮, ଝାରୁସୁଗୁଡ଼ାରୁ ୧୮, ବରଗଡ଼ରୁ ୧୬, ସମ୍ବଲପୁରରୁ...
ଜିଆର୍ଏସ୍ଙ୍କ ଘରୁ ୧୭ ଲକ୍ଷ ଟଙ୍କା ଜବତ
ଉମରକୋଟ,୨୧।୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସିଂସାରୀ ଓ ଭଣ୍ଡାରିଗୁଡ଼ା ପଞ୍ଚାୟତର ଗ୍ରାମ ରୋଜଗର ସହାୟକ (ଜିଆର୍ଏସ୍) ହିମାଂଶୁ ବାଘଙ୍କ ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉମରକୋଟ ଭଗବତୀ...
ରକ୍ତରଞ୍ଜିତ ହେଲା ସୁନାମୁଖୀ ପୀଠ
ଭବାନୀପାଟଣା,୨୧।୧: କଳାହାଣ୍ଡି ଜିଲା ମା’ ମାଣୀକେଶ୍ୱରୀଙ୍କ ଛତରଯାତ୍ରା ପରେ ଅଲାତରାର ସୁନାମୁଖୀ ଯାତ୍ରାରେ ବଳି ପଡିବା ପ୍ରଥା ବହୁ ପ୍ରାଚୀନ। ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଅଲାତରା ଗ୍ରାମରେ ପ୍ରତିବର୍ଷ ପୌଷ ମାସ ଶୁକ୍ଲ ପକ୍ଷ ପ୍ରଥମ ବୁଧବାର ଅର୍ଥାତ...
ନିର୍ବନ୍ଧ ପାଇଁ ଯାଉଥିଲେ: ଜଳ ଭଣ୍ଡାରରେ ଅଟକି ଗଲା ଲଞ୍ଚ
ଭବାନୀପାଟଣା/ଜୟପାଟଣା,୨୧।୧: କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରେ ୭ଜଣଙ୍କୁ ଧରି ଯାଉଥିବା ଏକ ଲଞ୍ଚ ଗୁରୁବାର ଅଟକି ଯାଇଥିଲା। ହେଲେ ଏକ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ୭ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଇନ୍ଦ୍ରାବତୀ ଜଳଭଣ୍ଡାର ମଧ୍ୟରେ ଥୁଆମୂଳ ରାମପୁର ବ୍ଲକ...
ଜଙ୍ଗଲରେ ମହିଳାଙ୍କୁ ପୋଡି ହତ୍ୟା
ବଡଗାଁ,୨୧।୧: ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ବରଙ୍ଗାକଛାର ପଞ୍ଚାୟତ ରାଣୀବୁଡା ଜଙ୍ଗଲରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଗ୍ରାମବାସୀ ଜଙ୍ଗଲକୁ ଗଲାବେଳେ ଜଣେ ମହିଳାଙ୍କ ଅଧା ପୋଡା ଅବସ୍ଥାରେ ମୃତଦେହ...
ନବୀନଙ୍କ ନୂଆ ଉପଲବ୍ଧି: ଛୁଟୁଛି ଶୁଭେଚ୍ଛାର ସୁଅ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିକଟରେ ହୋଇଥିବା ସର୍ଭେରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଥିଲେ ନବୀନ ପଟ୍ଟନାୟକ। ଏବେ ସେ ନିଜର ଅଫିସିଆଲ ଟୁଇଟର ପୃଷ୍ଠାରେ ୩ ଲକ୍ଷ ଫଲୋଅର୍ ରେଖା ଅତିକ୍ରମ କରିଛନ୍ତି। ନବୀନ ଏନେଇ ଖୁସି ପ୍ରକାଶ...
ଅର୍କ କୁମାର ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ କୂଳପତି ନିଯୁକ୍ତ
ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ କୁଳପତି ହୋଇଛନ୍ତି ଅର୍କ କୁମାର ଦାସମହାପାତ୍ର। ତାଙ୍କୁ ରାଜ୍ୟପାଳ ଗଣେଶୀ ଲାଲ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି। ଏବେ ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବିଜ୍ନେସ୍ ଆଡମିନିଷ୍ଟ୍ରେଶନ ପ୍ରଫେସର ଅଛନ୍ତି।
ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ
ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ, ବାସନ୍ତି ମଣ୍ଡଳ। ଘରୋଇ କଳହ କାରଣରୁ ଉଭୟ ବିଷ ପିଇ ଆତ୍ମହତ୍ୟା...
Archives


