ରାଜ୍ୟ

ପୂର୍ବତନ ବିଧାୟକଙ୍କଠାରୁ ଟଙ୍କା ଲୁଟି ନେଲେ

ରାଇରଙ୍ଗପୁର,୨୮ା୮(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୂର୍ବତନ ବିଧାୟକ ସାଇବା ସୁଶୀଲ ହାଁସଦାଙ୍କଠାରୁ ଶନିବାର ଦୁର୍ବୃତ୍ତମାନେ ୮୧ ହଜାର ଟଙ୍କା ଲୁଟି ନେଇଛନ୍ତି । ଏନେଇ ବହଳଦା ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୮୧/୨୦୨୧) ରୁଜୁ କରିଛି। ମିଳିଥିବା…

ଶାଶୁ ଘର ଲୋକେ ମୋ ଝିଅକୁ ହତ୍ୟା କରିଛନ୍ତି

ବାସୁଦେବପୁର,୨୮।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପଞ୍ଚାୟତ ନଟିଆପାଳ ଗ୍ରାମରେ ଶନିବାର ରାହାସ ମଞ୍ଜରୀ ପୁହାଣ ନାମ୍ନୀ ଜଣେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ତାଙ୍କ ଝିଅଙ୍କୁ ଶାଶୁଘର ଲୋକେ ଯୋଜନା ମୁତାବକ ହତ୍ୟା କରିଥିବା ବାପଘର ଲୋକେ…

ନକଲି କୋଭିଶିଲ୍ଡ ଟିକା ପ୍ରତି ନଜର ଦିଅ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ନକଲି କୋଭିଶିଲ୍ଡ ଟିକା ପ୍ରତି ନଜର ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାର ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।…

ବଙ୍ଗୋପସାଗରରେ ଲଘୁଚାପ: ୪ ଦିନ ବର୍ଷିବ

ଭୁବନେଶ୍ବର,୨୮।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଆଦି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ…

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୮ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ କଟକରୁ…

ରାଜ୍ୟରେ ଖସୁଛି ଦୈନିକ କରୋନା ସଂକ୍ରମଣ: ବଢ଼ୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗି ଥିବା ବେଳେ ସଂକ୍ରମିତ ପିଲାଙ୍କ ସଂଖ୍ୟା ବଢ଼ୁଛି। ଶନିବାର ରାଜ୍ୟରେ ୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୫ ଜଣ ୧୮ ବର୍ଷରୁ କମ ବର୍ଗର…

ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇଛି ଉତ୍କଳ ବିଶ୍ୱବିଦ୍ୟାଳୟ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇବାରେ ଉକତ୍ଳ ବିଶ୍ୱବିଦ୍ୟାଳୟର ପ୍ରମୁଖ ଭୂମିକା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଉକତ୍ଳ ବିଶ୍ୱବିଦ୍ୟାଳୟର ଆଲୁମିନି ସଂଘର ବାର୍ଷିକ ଉତ୍ସବରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି,…

୨୧କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୯ ଜିଲାର ମୋଟ ୨୧ କୋଟି ୯୬…

ଥାନାରେ ହାଜର ହେଲେ ଅଭିନେତା ବବି ମିଶ୍ର

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବବି ମିଶ୍ର ଏବେ ଅଡୁଆରେ ପଡ଼ିଛନ୍ତି। ଗୋଟିଏ ପରେ ଗୋଟିଏ ବିବାଦ ତାଙ୍କ ପଛକୁ ଯୋଡ଼ି ହୋଇଯାଉଛି। ଗାଡ଼ି ପାର୍କିଂକୁ ନେଇ ପଡ଼ୋଶୀଙ୍କ ସହିତ ଝଗଡ଼ା କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିବାରୁ ନୟାପଲ୍ଲୀ ଥାନା ପୋଲିସ…

ଓଡ଼ିଶା ନଦୀବାଲି ନୀତିକୁ ମଞ୍ଜୁରୀ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜ୍ୟରେ ନଦୀବାଲିର ସୁବିନିଯୋଗ ଓ ସୁପରିଚାଳନା ପାଇଁ ଓଡ଼ିଶା ନଦୀବାଲି ନୀତି-୨୦୨୧ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବାଲି ଚାହିଦା ଯୋଗାଣ, ଅଟକଳ, ବାଲି ଉତ୍ସ ଚିହ୍ନଟ, ବାଲି ଉତ୍ସର ଡିଜିପିଏସ୍‌ ସର୍ଭେ, ନିଲାମ ଅଧିକାରୀ,…

ମାନବାଧିକାର ଉଲ୍ଲଂଘନକାରୀ ଏଠି ପଦବୀର ମାଲିକ : କଂଗ୍ରେସ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଜନସାଧାରଣଙ୍କ ଅଧିକାରକୁ ସୁରକ୍ଷା ପ୍ରଦାନ ତଥା ପୋଲିସକୁ ଲୋକାଭିମୁଖୀ କରିବା ପାଇଁ ଦେଶରେ ବିଭିନ୍ନ ନ୍ୟାୟିକ ଓ ଅର୍ଦ୍ଧନ୍ୟାୟିକ ପ୍ରତିଷ୍ଠାନ କାର୍ଯ୍ୟକରୁଛି। କିନ୍ତୁ ରାଜ୍ୟ ସରକାରଙ୍କୁ ମାନବାଧିକାରର କୌଣସି ଖାତିର ନ ଥିବା କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri