ଆଜି ଲଘୁଚାପ ସମ୍ଭାବନା
ଭୁବନେଶ୍ୱର, ୨୮।୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି। ଦୁଇଦିନ…
କରୋନାରେ ଆଉ ୨ ଶିଶୁ ମୃତ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ତୃତୀୟ ଲହର ନ ଆସୁଣୁ ରାଜ୍ୟରେ ଶିଶୁଙ୍କ ପାଇଁ ଘାତକ ହେଉଛି କରୋନା।ଦୈନିକ ସଂକ୍ରମଣ ନିମ୍ନସ୍ତରରେ ଥିଲେ ମଧ୍ୟ ଆକ୍ରାନ୍ତ ପିଲାଙ୍କ ସଂଖ୍ୟା ଶହେ ଉପରେ ରହୁଛି। ଏପରିସ୍ଥଳେ ଜଣଙ୍କ ପରେ ଆଉଜଣେ ଶିଶୁ କରୋନାରେ ଆଖି ବୁଜୁଥିବାରୁ…
ଇ-ଯାନ ନୀତିକୁ ମୋହର
ଭୁବନେଶ୍ୱର,୨୮ା୮(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଦରବୃଦ୍ଧି ଏବଂ ବାୟୁ ପ୍ରଦୂଷଣ ଦେଶ ପାଇଁ ପ୍ରମୁଖ ଚିନ୍ତାର ବିଷୟ। ଗୋଟିଏ ପଟେ ଦରଦାମ ବୃଦ୍ଧି, ଅନ୍ୟପଟେ ପରିବେଶ ଏବଂ ସ୍ବାସ୍ଥ୍ୟଗତ ସମସ୍ୟା ଉପୁଜିଛି। ତେଣୁ ଇଲେକ୍ଟ୍ରିକ୍ ଭେହିକିଲ (ଇ-ଯାନ)ର ବ୍ୟବହାର ଜରୁରୀ ହୋଇପଡ଼ିଛି, ଯାହାକି…
‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’
ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି। ଏନେଇ ଶୁକ୍ରବାର ଅନୁଷ୍ଠିତ ୧୧ତମ ଜିଲା ପରିଷଦ ବୈଠକରେ କଥା ଉଠିବା ପରେ ଉଦ୍ବେଗ…
ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା
କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର ଖସିବାରୁ…
୧୬ ଦିନ ହେଲା ନ୍ୟାୟ ଅପେକ୍ଷାରେ ଗଣବଳାତ୍କାର ପୀଡ଼ିତା
ବରଗଡ଼ ଅଫିସ୍,୨୭।୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଜଣେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଘରପୋଡ଼ି ମାମଲା ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ୧୨ଜଣ ଅଭିଯୁକ୍ତ ସମ୍ପୃକ୍ତ ଥିବା ବେଳେ ପୋଲିସ ଏପର୍ଯ୍ୟନ୍ତ ୪ଜଣଙ୍କୁ ଗିରଫ କରିଛି। ଗିରଫ…
୫ ହଜାର ପାଇଁ ଧରାପଡ଼ିଲେ
ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍। ଏ ନେଇ ଭିଜିଲାନ୍ସ ଏକ ମାମଲା ରୁଜୁ କରି…
ଜେଲ ସୁଇପରଙ୍କ ଘରୁ ମିଳିଲା ୨ ହଜାର କଫ ସିରପ
ବରଗଡ଼ ଅଫିସ,୨୭।୮: ବରଗଡ଼ ସହରର ଗଳିକନ୍ଦିରେ ଚାଳିଛି ନିଶା କାରବାର। ଏଥିରୁ ସ୍ଥାନୀୟ ଉପ କାରାଗାର(ସବ୍ଜେଲରେ) ପରିସର ମଧ୍ୟ ବାଦ ପଡିନାହିଁ । ଶୁକ୍ରବାର ବରଗଡ଼ ଟାଉନ ଥାନା ପୋଲିସ ଜେଲରେ ଅତର୍କିତ ଚଢାଉ କରିଥିଲା। ଚଢାଉ ବେଳେ ସବ୍ଜେଲରେ କାର୍ଯ୍ୟରତ…
ବିଦ୍ୟୁତ୍ ଚାଳିତ ଯାନ କିଣିଲେ ସରକାର ଦେବେ ରିହାତି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ବିଦ୍ୟୁତ୍ ଚାଳିତ ଗାଡ଼ି ତଥା ଇ-ଯାନ ପଲିସିକୁ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି। ପ୍ରଦୂଷଣ ରୋକିବା ଏବଂ ବିଦ୍ୟୁତ୍ ଚାଳିତ ଯାନକୁ ଲୋକପ୍ରିୟ କରିବା ନେଇ ଏହି ପଲିସି ଅଣାଯାଇଛି। ଏଣିକି ବିଦ୍ୟୁତ୍ ଚାଳିତ ଯାନ କିଣିବା ପାଇଁ…
ଝଗଡ଼ା ପରେ ବିଷ ପିଇଲେ ନବବିବାହିତା
ବ୍ରହ୍ମପୁର ଅଫିସ,୨୭ା୮: ବିଷପିଇ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣେ ନବବିବାହିତା ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଅଲାରିଗଡ ଗ୍ରାମର ସାବିତ୍ରୀ ନାହାକ। ସଦର ଥାନା ପୋଲିସ ମୃତଦେହ ଜବତ କରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ…
୨୮ରେ ଲଘୁଚାପ ବର୍ଷା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ୨୮ ଓ ୨୯ ତାରିଖରେ ଏହାର ପ୍ରଭାବରେ ଓଡ଼ିଶାରେ ମଧ୍ୟମରୁ…
ପହିଲାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୧ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲିଙ୍ଗରାଜ ମନ୍ଦିର। କୋଭିଡ୍ ଗାଇଡଲାଇନ୍ ଅନୁସାରେ ଦର୍ଶନ କରିପାରିବେ ଭକ୍ତ। ଏ ନେଇ ବିଏମ୍ସି ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା। ଭକ୍ତଙ୍କୁ ଦର୍ଶନ ପାଇଁ ଟିକାର ଉଭୟ ଡୋଜ ପ୍ରମାଣପତ୍ର ଦେଖାଇବାକୁ ପଡିବ।…
Archives


