ବ୍ୟାସନଗରରେ ହେବ ଇନ୍ଡୋର ଷ୍ଟାଡିୟମ
ଯାଜପୁର ଅଫିସ,୨୭ା୮: ରାଜ୍ୟର ୫୨ଟି ଏନଏସି, ୩୦ଟି ମ୍ୟୁନିସିପାଲିଟି ଓ ୩ଟି ମ୍ୟୁନିସିପାଲ କର୍ପୋରେଶନ ଅଞ୍ଚଳରେ ୮୯ଟି ମହୁମୁଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏହାପରେ ରାଜ୍ୟ ସରକାରଙ୍କ…
ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ
କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ କଳ, ବଳ ଓ କୌଶଳ ଲଗାଇ ଖରସ୍ରୋତା ନଦୀରୁ ଜଳ ଉଠାଇବା ପାଇଁ…
ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ
ମହାକାଳପଡ଼ା,୨୭ା୮(ଡି.ଏନ୍.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି ବିପଦ ଆଶଙ୍କା ପୂର୍ବରୁ ସେହି ସ୍ଥାନ ପରିତ୍ୟାଗ କରନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…
ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ
ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି।…
ଲକ୍ଷ୍ୟ ହାସଲ ଯାଏ ପରିଶ୍ରମ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୮(ବ୍ୟୁରୋ): ସ୍ବପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ। ପିଲାମାନେ ବଡ଼ ମଣିଷ ହେବାର ସ୍ବପ୍ନ ଦେଖିବା ସହ ଅନ୍ତର୍ନିହିତ ପ୍ରତିଭା ଉପଯୋଗକରି ଭବିଷ୍ୟତକୁ ଉଜ୍ଜ୍ୱଳମୟ କରିବେ। ପିଲାଙ୍କ ସଫଳତା ହିଁ ସମାଜ, ବିଦ୍ୟାଳୟ ଓ ପରିବାରର ଗୌରବ।…
ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଚାଲିଥିବା ଟିକାକରଣରେ ଶିକ୍ଷକମାନଙ୍କୁ ଅଗ୍ରାଧିକାର ଦିଆଯିବ। ସବୁ ସରକାରୀ ଓ ବେସରକାରୀ ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ, କର୍ମଚାରୀଙ୍କୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଚିଠି ଲେଖିବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୬୯୭କୁ ବୃଦ୍ଧି
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁସଂଖ୍ୟା କମୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…
ଆଜି ରାଜ୍ୟରୁ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ଖସୁନି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୭୫ ଜଣ ଚିହ୍ନଟ…
ମନଇଚ୍ଛା ବୋହି ନେଉଛନ୍ତି ମୋରମ
ବଇଣ୍ଡା,୨୭ା୮(ପରିକ୍ଷିତ ସାହୁ) ରାତିରେ ଚାଲିଛି ଲଘୁ ଖଣିଜ ଲୁଟ୍। ବେଆଇନ ଭାବେ ପାହାଡ଼ ଖୋଳାଯାଇ ମନଇଚ୍ଛା ବୁହା ହେଉଛି ମୋରମ ଓ ମାଟି। ଏପରିକି ସଂରକ୍ଷିତ ଜଙ୍ଗଲରେ ଥିବା ପାହାଡ଼ ମଧ୍ୟ ମାଫିଆଙ୍କ କବଳରୁ ବର୍ତ୍ତିପାରୁ ନାହିଁ। ବାରମ୍ବାର ଅଭିଯୋଗ ସତ୍ତ୍ୱେ…
୨୦ ବର୍ଷରେ ଲକ୍ଷେ ଗଛ ବଳି
ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ ରାସ୍ତାଘାଟ, ନଦୀ ନାଳ ପର୍ଯ୍ୟନ୍ତ ସବୁଠି ପରିବେଶ ସବୁଜିମା ହରାଇବାକୁ ବସିଛି। ଜିଲାରେ ୨୦୦୦…
ଡରାଇଲାଣି ତୃତୀୟ ଲହର
ବାରିପଦା ଅଫିସ,୨୭।୮-କରୋନା ମହାମାରୀର ତୃତୀୟ ଲହର ଆଶଙ୍କାକୁ ନେଇ ସମସ୍ତେ ଭୀତସ୍ତତ। ସେପ୍ଟେମ୍ବର ଶେଷ ଓ ଅକ୍ଟୋବର ପ୍ରାରମ୍ଭରେ ସଂକ୍ରମଣ ବଢ଼ିବା ସମ୍ଭାବନା ଥିବା ନେଇ ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ଏଥିରେ ଶିଶୁମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି କୁହାଯାଉଥିବା…
ଯୁକ୍ତ ୨ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ
ଭୁବନେଶ୍ୱର,୨୭ା୮(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଶିକ୍ଷା ବ୍ୟବସ୍ଥା ଗୁରୁତର ଭାବେ ପ୍ରଭାବିତ ହୋଇଛି। ତେଣୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଯୁକ୍ତ ୨ ପାଠ୍ୟକ୍ରମ (ସିଲାବସ୍)ରେ ୩୦ ପ୍ରତିଶତ ହ୍ରାସ କରାଯିବ। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ପିଲାମାନେ ୭୦ ପ୍ରତିଶତ ସିଲାବସ୍ର…
Archives


