ବିଜେଡି ନେତାଙ୍କ ପାଇଁ ଭିନ୍ନ ଆଇନ: ଭାଜପା
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଅଧ୍ୟାପିକା ବୋହୂ ପ୍ରାୟ ୨ବର୍ଷ କାଳ କଲେଜ ନ ଆସି ଦରମା ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ଗୋଟେ ଆଇନ ଥିବାବେଳେ ବିଜେଡିର ନେତା, ମନ୍ତ୍ରୀ, ଏମ୍ପିଙ୍କ ପରିବାର ଲାଗି...
୨୬ରୁ ହାଇବ୍ରିଡ୍ ଆଦିବାସୀ ମେଳା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ୟୁନିଟ-୧ ଆଦିବାସୀ ପଡ଼ିଆରେ ଆସନ୍ତା ୨୬ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। କରୋନା ମହାମାରୀ ଯୋଗୁ ଷ୍ଟଲ୍ ସଂଖ୍ୟା ହ୍ରାସ କରି ମେଳାକୁ ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ଆଦିବାସୀ ପଡ଼ିଆରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫେବୃୟାରୀ...
ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି
ଭୁବନେଶ୍ୱର/ସମ୍ବଲପୁର,୨୧।୧(ବ୍ୟୁରୋ):ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୀବ ମିତ୍ତଲ। ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ଅଧିନିୟମ ୨୦୨୦ ଅନୁସାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବୁଧବାର ପ୍ରଫେସର ମିତ୍ତଲଙ୍କୁ ଏହି ନୂଆ ନିଯୁକ୍ତି ପ୍ରଦାନ କରିଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ଦିନଠାରୁ...
ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି
ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍ଏଫ୍ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ ଡିଜି ଅଭୟଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ୍ରେ ଅନୁଷ୍ଠିତ ବୈଠକରେ...
୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା
କଟକ ସଦର, ୨୧।୧(ଡି.ଏନ୍.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ ଜଣେ ପଡ଼ୋଶୀ ବିଷ ଦେଇ ମାରିଦେଇଥିବା ଅଭିଯୋଗ ହୋଇଛି। ନୀଳିମା ଦଳେଇଙ୍କ ଅଭିଯୋଗକୁ...
ସେନାକୁ ଆହୁରି ଆଧୁନିକୀକରଣ କରିବାକୁ ପଡ଼ିବ
ଭୁବନେଶ୍ୱର, ୨୧।୧(ବ୍ୟୁରୋ):ସୀମା ଉପରେ ଚାଇନା ଓ ପାକିସ୍ତାନ ସହ ଲଢ଼ିବାକୁ ହେଲେ ଆମକୁ ଆହୁରି ପ୍ରସ୍ତୁତ ହେବାକୁ ପଡିବ। ସେନାକୁ ଆଧୁନିକୀକରଣ କରିବା ସହ କାରିଗରି କ୍ଷେତ୍ରରେ ଉନ୍ନତି ଆଣିବାକୁ ହେବ। ଭାରତୀୟ ସେନାର ନୂଆ ଉପମୁଖ୍ୟ ଭାବେ ଦାୟିତ୍ୱ...
ଉଜୁଡ଼ିପାରେ ରବି ଫସଲ
ଭୁବନେଶ୍ୱର,୨୧ା୧(ବ୍ୟୁରୋ):ବର୍ଷା ନ ହେବାରୁ ରାଜ୍ୟରେ ଖରିଫ ଫସଲ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ରହିଛି। ପଶ୍ଚିମା ବାୟୁ ପ୍ରବାହ ଧୋକା ଦେବାରୁ ରାଜ୍ୟରେ ବର୍ଷା ହେଉନାହିଁି। ଫଳରେ ଡାଲିଜାତୀୟ ଓ ତୈଳବୀଜ ଫସଲ ତଥା ବାଦାମ, ମୁଗ, ବିରି,...
୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ
ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ ପରେ ପୋଲିସ ଏହି ହତ୍ୟା ଘଟଣାର ପର୍ଦ୍ଦଫାଶ କରିଛି। ପୋଲିସ ବିଭିନ୍ନ ଦିଗରୁ...
ସୁସ୍ଥ ହେଲେ ୨୭୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦।୧: ଓଡ଼ିଶାରେ ବୁଧବାର ୨୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୩୨୧ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୩୭ ଜଣ ସୁସ୍ଥ ହୋଇଥିବାପଳେ ଅନୁଗୁଳରୁ ୨୮, ବରଗଡ଼ରୁ ୨୩, ପୁରୀରୁ ୨୦,...
ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଜବତ
ମାଲକାନଗିରି,୨୦ା୧: ମାଲକାନଗିରି ସଦର ବ୍ଲକ ପେଡ଼ାକୋଣ୍ଡା ପଞ୍ଚାୟତଠାରୁ ଦେଢ଼ କି.ମି. ଦୂରରେ ଥିବା ଏକ ପୋଖରୀ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ଗ୍ରାମବାସୀ ଠାବ କରିଛନ୍ତି। ଅନ୍ୟପକ୍ଷେ ଗ୍ରାମର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଅଛନ୍ତି।...
ପୋଲିସ ଡରରେ ପୋଡ଼ିଦେଲେ କାର
ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲେ ପୋଲିସକୁ ଡରି ଗଞ୍ଜେଇ ଚାଲାଣକାରୀ କାରକୁ ନିଆଁ ଲଗାଇ...
ଶାଳୀକୁ ବଳାତ୍କାର କଲା ଭିଣୋଇ
ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଶାଳୀ ଭିଣୋଇଙ୍କ ଘରକୁ ବୁଲି ଆସିଥିଲେ। ସନ୍ଧ୍ୟାରେ...
Archives


