ରାଜ୍ୟ

ପିପିପିକୁ ଯିବ ଭୁବନେଶ୍ୱର ବିମାନବନ୍ଦର

ନୂଆଦିଲ୍ଲୀ,୨୬।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନ୍ୟାଶନାଲ ମନିଟାଇଜେଶନ ପାଇପ୍‌ଲାଇନ ଯୋଜନା ସମ୍ପର୍କରେ ସୋମବାର ଘୋଷଣା କରିଥିଲେ। ଏଥିରେ ଭୁବନେଶ୍ୱର ବିମାନବନ୍ଦରର ୯୦୦ କୋଟି ଟଙ୍କାର ସମ୍ପତ୍ତି ମୁଦ୍ରୀକରଣ (ମନିଟାଇଜ୍‌) କରାଯିବା ପ୍ରସ୍ତାବ ରହିଛି। ଏହାଦ୍ୱାରା ଏହି ବିମାନବନ୍ଦର ସରକାରୀ ଘରୋଇ ସହଭାଗିତା…

ପ୍ରତାରଣାରେ ବୁଝିଲାନି ମନ ଜୀବନ ନେଇଗଲେ

ଦେଓଗାଁ,୨୬ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଅପାମରା ଗାଁର ଜଣେ ୧୯ବର୍ଷୀୟା ଯୁବତୀଙ୍କୁ ତାଙ୍କ ପ୍ରେମିକ ପ୍ରତାରଣା ଦେବାପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ବାପା ଦେଓଗାଁ ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଦେଓଗାଁ…

ଦୁର୍ଘଟଣାରେ ଚାଲିଗଲା ପରିବାରର ୪ ଜୀବନ

ରାଉରକେଲା ଅଫିସ,୨୫।୮: ଝାଡ଼ଖଣ୍ଡ ରାଜ୍ୟ ଖୁଣ୍ଟି ଥାନା ତୋରପା ଚୁରାଗୀ ନିକଟରେ ବୁଧବାର ସଡ଼କ ଦୁର୍ଘଟଣାରେ ରାଉରକେଲାର ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ସିଭିଲ ଟାଉନଶିପ୍‌ ଅଞ୍ଚଳର କହ୍ନେୟା ଜୈନ, ସ୍ତ୍ରୀ ରମା, ପୁଅ ଋଷବ(୭),…

ଖୋଲିଲା ଶାନ୍ତିସ୍ତୂପ ଧଉଳି

ପୁରୁଣା ଭୁବନେଶ୍ୱର,୨୫।୮(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘ ୩ମାସ ବନ୍ଦ ରହିଥିବା ଶାନ୍ତିସ୍ତୂପ ଧଉଳି ପୀଠ ବୁଧବାର ଖୋଲିଛି। ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇ ଶାନ୍ତିସ୍ତୂପକୁ ଛଡ଼ାଯାଉଛି। ଏଥିସହ ପ୍ରଥମଦିନରେ ଓଟିଡିସିର କୌଣସି ବସ୍‌ ଧଉଳି…

ଅନ୍‌ଲାଇନ୍‌ରେ ହେବ ଲ’ ପରୀକ୍ଷା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ୍‌ରେ ଲ’ ପରୀକ୍ଷା କରିବାକୁ ସହମତି ପ୍ରକାଶ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଆଇନ ମହାବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପରୀକ୍ଷା…

‘ପୌର ନିର୍ବାଚନ କେବେ ହେବ’

କଟକ ଅଫିସ,୧୨।୮: ପୌର ନିର୍ବାଚନ ବିଳମ୍ବ ନେଇ ଆଗତ ମାମଲାରେ ହାଇକୋର୍ଟ ବୁଧବାର ଶୁଣାଣି କରିଛନ୍ତି । ପୌର ପରିଷଦର କାର୍ଯ୍ୟକାଳ ପୁରିବାକୁ ୩ ବର୍ଷ ହେଲାଣି। ହେଲେ ଏପର୍ଯ୍ୟନ୍ତ ନିର୍ବାଚନ ହୋଇନାହିଁ। ଏଥିଯୋଗୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ନୋଟିସ ଜାରି…

କ’ଣ ତଦନ୍ତ ହୋଇଛି ୬ ସପ୍ତାହରେ ଜଣାଅ

ପାରଳାଖେମୁଣ୍ଡି,୨୫ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୪୪ଦିନ ବିତିଗଲାଣି। ତଥାପି ପୋଲିସ ପାଖରେ ଉତ୍ତର ନାହିଁ। ଏହା ଭିତରେ କ’ଣ ତଦନ୍ତ ହୋଇଛି ୬ ସପ୍ତାହ ମଧ୍ୟରେ ତା’ର ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର…

ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏଥର ସଡ଼କ ସୁରକ୍ଷା ଆଇନ ଉଲ୍ଲଂଘନ କଲେ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ। ଏ ନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଟ୍ରାନ୍ସପୋର୍ଟ କମିଶନର ଚିଠି ଲେଖିଛନ୍ତି। ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଲାଗୁ କରିବାକୁ ଚିଠିରେ ଲେଖାଯାଇଛି। ୩ ମାସ…

ଡେଙ୍ଗୁ: ହାଟ ଅଞ୍ଚଳ ହଟ୍‌ସ୍ପଟ୍‌

ଭୁବନେଶ୍ୱର,୨୫।୮:କୋଭିଡ୍‌ର ଭୟାବହତା ରାଜଧାନୀରୁ ଦୂର ହୋଇ ନ ଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ସମସ୍ତ ୬୭ଟି ଓ୍ବାର୍ଡରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏପରିକି ବସ୍ତିରୁ କଲୋନୀ, କଲୋନୀରୁ ବିଧାୟକଙ୍କ ବାସଭବନ ପର୍ଯ୍ୟନ୍ତ ଡେଙ୍ଗୁ ତା’ର କାୟା ମେଲାଇଛି। ବିଭିନ୍ନ ହାଟଅଞ୍ଚଳରୁ…

ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୫୬୨ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଭୟ ଗୋଡ଼ାଉଛି

ଯାଜପୁର ଅଫିସ,୨୫ା୮: ମନ୍ଦିର ଗଢ଼ିଲେ ନାଁ, ଭାଙ୍ଗିଲେ ବି ନାଁ। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଏଭଳି ନୀତିରେ ଚାଲିଛି। ନିକଟରେ ସୂଚନା ପ୍ରଦାନ ଏବଂ ସ୍ବଚ୍ଛତା ପାଇଁ ଓଏସ୍‌ପିସିବି ୧ ନମ୍ବର ସ୍ଥାନ ହାସଲ କରିବା ପରେ ଏଭଳି…

‘ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ୍‌ କର’

କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି କରି ରାଜ୍ୟ ଖାଦ୍ୟ କମିଶନଙ୍କ ୱେବସାଇଟରେ ଅପଲୋଡ୍‌ କର। ଏଥିସହ ଜୁନ ୧ରୁ ଅକ୍ଟୋବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri