ଖଟିଆରେ ବୁହା ହେଲେ ରୋଗୀ
ବରଗଡ଼ ଅଫିସ,୨୪।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ଏଯାବତ୍ ଭଲ ରାସ୍ତାଟିଏ ହୋଇପାରି ନାହିଁ। ଅନ୍ୟପକ୍ଷରେ ଏହି ଗ୍ରାମକୁ ସଂଯୋଗ କରୁଥିବା ପତ୍ରାପାଲି-ଭୁତଟିକ୍ରା ରାସ୍ତା ମଧ୍ୟ ବର୍ଷବର୍ଷ ଧରି ଶୋଚନୀୟ ହୋଇ ପଡିଛି। ଫଳରେ…
ରାଜ୍ୟରୁ ପୁଣି ୬୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୭ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ୬୭ ମୃତକଙ୍କ ମଧ୍ୟରୁ କଟକରୁ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୮୦ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬…
ସୁପରଭାଇଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭଦ୍ରକ ଅଫିସ:୨୪।୮: ଭଦ୍ରକ ସିଡିପିଓଙ୍କ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲୀଲତା ଦାସଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ବେଳେ ସେ ବହୁ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ…
ବରପାଲି ବ୍ଲକ ପ୍ୟାକ୍ସ ସମ୍ପାଦକଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ
ବରପାଲି,୨୪।୮(ଡି.ଏନ୍.ଏ.): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କୁମ୍ଭାରୀ ପ୍ରାଥମିକ ସେବା ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଗୌରଚନ୍ଦ୍ର ବୁଧିଆଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ…
ଅଧା ମହାପ୍ରସାଦ ବଳିଲା
ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି। ସେ କହିଛନ୍ତି, ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ଆଗମନ ବଢିବ। ଏଭଳି ସ୍ଥଳେ…
କେନ୍ଦ୍ର ଅଧୀନ ଶିକ୍ଷାନୁଷ୍ଠାନର ଖାଲି ପଦବୀ ପୂରଣ ଖୁବ୍ଶୀଘ୍ର: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୪।୮(ବ୍ୟୁରୋ): କେନ୍ଦ୍ର ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ସଂଖ୍ୟା ଖୁବଶୀଘ୍ର ପୂରଣ ହେବ। ଏହି ପଦବୀ ନିଯୁକ୍ତିରେ ଅନ୍ୟାନ୍ୟ ପଛୁଆ ବର୍ଗ ଓବିସି ଓ ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କୁ ପ୍ରଧାନ୍ୟ ଦିଆଯିବ ବୋଲି ସୋମବାର ନୂଆଦିଲ୍ଲୀ…
ସମସ୍ୟା ବଢ଼ାଇଲା କମ୍ ବୃଷ୍ଟି
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ସ୍ବାଭାବିକଠାରୁ ୨୮.୮% କମ୍ ବୃଷ୍ଟିପାତ ହୋଇଛି। ବିଶେଷକରି ଚଳିତ ଅଗଷ୍ଟ ମାସରେ ୫୦% କମ୍ ବର୍ଷା ହୋଇଛି। ଏଥିଯୋଗୁ ୧୫ ଜିଲାର ପ୍ରାୟ ୩୦ ବ୍ଲକରେ ମରୁଡ଼ି ସ୍ଥିତି ସୃଷ୍ଟି ହୋଇଛି। ସେଥିମଧ୍ୟରେ ଅନୁଗୋଳ ଜିଲାର ୪, ବଲାଙ୍ଗୀରର…
୩ ପୋଲିସ ଅଧିକାରୀଙ୍କ ସମେତ ଡ୍ରାଇଭର ମୃତ
ବ୍ରହ୍ମପୁର ଅଫିସ,୨୪।୮: ଆନ୍ଧ୍ରପ୍ରଦେଶ ପଲାସା ସୁମାଦେବୀ ଜଙ୍କ୍ସନ ନିଟକ ଜାତୀୟ ରାଜପଥରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏରେ ଏକ ପୋଲିସ ଭ୍ୟାନ୍ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୩ ଅଧିକାରୀ ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପଲାସା ମଣ୍ଡଳ…
କରୋନାରେ ବଢ଼ିଛି ସ୍ନାୟୁ ରୋଗ
ଏସ୍ସିବି ମେଡିକାଲ କଲେଜ୍ ଆଣ୍ଡ୍ ହସ୍ପିଟାଲର ସ୍ନାୟୁ ରୋଗ ବିଶେଷଜ୍ଞ ମୁଖ୍ୟ ଡା. ଅଶୋକ ମଲ୍ଲିକ ଓଡ଼ିଶାରେ ଜଣେ ଦକ୍ଷ ଓ ଲୋକପ୍ରିୟ ଡାକ୍ତର ଭାବେ ଜଣାଶୁଣା। କଟକ ଜିଲା ଟାଙ୍ଗୀ ବ୍ଲକ୍ ଟିକିରା ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ଡା.…
ସୁଯୋଗ ଦେଲେ ପିଲା ଇତିହାସ ସୃଷ୍ଟି କରିିବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ସୋମବାର ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଶେରଗଡ଼ ବ୍ଲକର ୫ ସ୍କୁଲ ଓ ହିଞ୍ଜିଳି ବ୍ଲକର ୫ ସ୍କୁଲ ଲୋକାର୍ପିତ ହୋଇଛି। ଏଗୁଡ଼ିକ ହେଉଛି, ବୃନ୍ଦାବନ…
ପିଏମ୍ଏଫ୍ବିୱାଇ ରାଶି ମିଳୁନି
ଭୁବନେଶ୍ୱର,୨୪।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍ଏଫ୍ବିୱାଇ)ର ସୁଫଳ ରାଜ୍ୟର ଚାଷୀଙ୍କୁ ମିଳୁନାହିଁ। ବୀମା କମ୍ପାନୀଗୁଡ଼ିକ ଚାଷୀଙ୍କ ପ୍ରିମିୟମ ପଇସା ନେଇ ମାଲାମାଲ ହେଉଛନ୍ତି। ବନ୍ୟା, ବାତ୍ୟା, ମରୁଡ଼ିରେ ଚାଷୀଙ୍କ ଫସଲ ଉଜୁଡ଼ିଯାଉଛି। ଏଭଳି ଦୟନୀୟ ସ୍ଥିତିରେ ବୀମା ହିଁ ଚାଷୀଙ୍କ…
Archives


