ରାଜ୍ୟ

୭ ବର୍ଷ ପରେ ଧରାପଡ଼ିଲେ ଧଳସାମନ୍ତଙ୍କ ଘନିଷ୍ଠ ସହଯୋଗୀ

କଟକ ଅଫିସ,୨୩।୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏନେଇ ସୋମବାର ଡିସିପି କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ପୋଲିସ୍‌ କମିଶନର(ସିପି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି…

ସେପ୍ଟେମ୍ବରରେ ତୃତୀୟ ଲହର: ଅକ୍ଟୋବରରେ ଆସିବ ପିକ୍‌କୁ

ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ତୃତୀୟ ଲହର ଆକଳନ ଅନୁସାରେ ସେପ୍ଟେମ୍ବରରେ ଆସିବ। ହେଲେ ଅକ୍ଟୋବରରେ ଏହା ପିକ୍‌କୁ ଆସିବ। ବିଶେଷକରି ଏଥିରେ ଶିଶୁମାନେ ଆକ୍ରାନ୍ତ ହୋଇପାରନ୍ତି। ୧୦୦ରେ ୨୩ ପିଲା ଆକ୍ରାନ୍ତ ହୋଇପାରନ୍ତି ବୋଲି ଆକଳନ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏବିଇଓ

ବଲାଙ୍ଗୀର ଅଫିସ,୨୩।୮: ବଲାଙ୍ଗୀର ଜିଲା ମୁରିବାହାଲ ଏବିଇଓ ଦେବରାଜ ଦାସ ସୋମବାର ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଏବିଇଓ ଜଣେ ଶିକ୍ଷକଙ୍କଠାରୁ ୫ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ବିଭାଗୀୟ ପ୍ରୋସିଡିଂ ବନ୍ଦ କରିବା ପାଇଁ ଏବିଇଓ…

୫ ବର୍ଷ ପରେ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ

କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି ଗିରଫ କରିଥିବା ଏକ ଖବରଦାତା ସମ୍ମିଳନୀରେ ଦେଇଛନ୍ତି ଟୁଇନ୍‌ସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ସୂଚନାଯୋଗ୍ୟ,…

୬ ମାସରେ ୪ଟି ସେମିଷ୍ଟର ଅଫ୍‌ଲାଇନ ପରୀକ୍ଷା ନେଇ ଆଇନ୍‌ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସାମ୍ନାରେ ସୋମବାର ଆଇନ ଛାତ୍ରୀଛାତ୍ର ବିକ୍ଷୋଭ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଆସୁଥିବା ୟୁନିଭରସିଟି ଲ କଲେଜ, କ୍ୟାପିଟାଲ ଲ କଲେଜ, ଏମ୍‌ଏସ୍‌ ଲ କଲେଜ ଏବଂ ଦ ଲ କଲେଜ ଛାତ୍ରୀଛାତ୍ର ଏହି…

ପାରାଦୀପରେ ବଡ଼ ଧରଣର ଜମି ଦୁର୍ନୀତି: ଭିଜିଲାନ୍ସ ପକ୍ଷରୁ ୬ ବଡ଼ବଡ଼ିଆ ଅଧିକାରୀଙ୍କ ଘରେ ଚଢ଼ାଉ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ ଚାଲିଛି। ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଜମି ଦେବା ପ୍ରସଙ୍ଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି।  ଏହି ଚଢାଉରେ ଜଣେ ଏଏସ୍‌ପି, ୧୧ ଡିଏସ୍‌ପି ଓ ୬ ଜଣ ଇନ୍ସପେକ୍ଟର ସାମିଲ…

ମନପସନ୍ଦର ଶ୍ରୀକ୍ଷେତ୍ର ଖଜା

ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ପୁରୀ ଏକ ଧାର୍ମିକ ତଥା ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ…

୭ ମାସରେ ୭୪୨ ଯକ୍ଷ୍ମା ପୀଡ଼ିତ

ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ ଯକ୍ଷ୍ମା ସ୍ଥିତି ସଙ୍ଗିନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ…

ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨୩ା୮(ଡି.ଏନ୍‌.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍‌ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତମାନେ ଯଥାରୀତି ପ୍ରଭୁଙ୍କ ପୂଜା କାର୍ଯ୍ୟ ସମାପନ କରିଥିଲେ।…

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର ମାମଲାରେ…

ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ ମନ୍ତ୍ରୀଙ୍କ…

ଓଟିଡିସି ନାଁରେ ଠିକାଦାରଙ୍କଠାରୁ ୩ କୋଟି ଠକେଇ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶା ଟୁରିଜମ୍‌ ଡେଭଲପ୍‌ମେଣ୍ଟ କର୍ପୋରେଶନ (ଓଟିଡିସି) ନାଁରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର କଣ୍ଟ୍ରାକ୍ଟର ଧନୁର୍ଦ୍ଧର ଚମ୍ପତ୍ତିରାୟଙ୍କୁ ଜାଲ୍‌ ୱାର୍କ ଅର୍ଡର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରବିବାର ୨ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri