ରାଜ୍ୟ

ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି...

ଜଙ୍ଗଲ ପରିଚାଳନାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଜଙ୍ଗଲ ପରିଚାଳନାରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟର ମାନ୍ୟତା ମିଳିଛି। ଆଇଏସ୍‌ଏଫ୍‌ଆର୍‌ ରିପୋର୍ଟ-୨୦୧୯ ଅନୁସାରେ ଟେକ୍ନୋଲୋଜି ପ୍ରୟୋଗ ମାଧ୍ୟମରେ ଜଙ୍ଗଲ ଓ ଜଙ୍ଗଲ ପରିଚାଳନାର ବିଭିନ୍ନ ପାରାମିଟରରେ ଓଡ଼ିଶାକୁ ଏକ ଅଗ୍ରଣୀ ରାଜ୍ୟ ଭାବରେ ଆକଳନ କରାଯାଇଛି। ଏ...

ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର...

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା ଷ୍ଟିକର ଉପରେ ଗୋଟିଏ ଏକ୍ସପାୟାରି ତାରିଖ ଏବଂ ଏହାକୁ ଚିରିଲା ପରେ ତା’ତଳେ...

ଦିନକରେ ସରିଲା ଡଲଫିନ୍‌ ଗଣନା

ବ୍ରହ୍ମଗିରି,୧୮।୧(ଡି.ଏନ୍‌.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବା ଇର୍‌ୱାଡି ଡଲ୍‌ଫିନର ଗଣନା ରବିବାର କରାଯାଇଥିଲା। ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ମିଳିତ ଉଦ୍ୟମରେ ଗୋଟିଏ ଦିନରେ ଗଣନା କାର୍ଯ୍ୟ ସରିଥିଲେ ମଧ୍ୟ ଫଳାଫଳ ଅଘୋଷିତ ରହିଛି। ଇର୍‌ୱାଡି...

ଓଲଟିଲା ପିକନିକ ବସ୍‌: ଜଣଙ୍କ ଜୀବନ ଗଲା, ୧୨ ଆହତ

ପାରଳାଖେମୁଣ୍ଡି,୧୮।୧(ଡି.ଏନ୍‌.ଏ): ରାୟଗଡା ଜିଲା କେନ୍ଦୁପଡା ଫାଣ୍ଡି ଅନ୍ତର୍ଗତ ଡୁମ୍ବଲାପଦର ବୁଲାଣିଆ ଘାଟିରେ ଏକ ପିକନିଜ ବସ୍‌ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ରୁ ଉଦ୍ଧର୍‌ବ ଆହତ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ସୁନୀଲ ସାହୁ। ସମସ୍ତ...

ଏନ୍‌ଆଇପିଏମ୍‌ ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ରାଧାଶ୍ୟାମ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଧାଶ୍ୟାମ ମହାପାତ୍ର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପର୍ସୋନେଲ ମ୍ୟାନେଜମେଣ୍ଟ (ଏନ୍‌ଆଇପିଏମ୍‌) ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଭୁବନେଶ୍ୱରଠାରେ ଏନ୍‌ଆଇପିଏମ୍‌ ଉତ୍କଳ ଚାପ୍ଚରର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ମହାପାତ୍ର ସର୍ବସମ୍ମତିକ୍ରମେ ଚାପ୍ଚରର ଅଧ୍ୟକ୍ଷ...

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ ଅନିୟମିତତା ଓ ଆର୍ଥିକ ହେରଫେର ହେଉଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଧରିତ୍ରୀରେ...

ଇଣ୍ଟେରିୟର ହୋମ୍‌ରେ ଲାଗିଛି ୫୦ ଲକ୍ଷ ଠକେଇ ଟଙ୍କା

ଭୁବନେଶ୍ୱର,୧୮।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ଲୋକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦ ରିମାଣ୍ଡର ଦ୍ୱିତୀୟ ଦିନରେ ପୋଲିସକୁ ବହୁ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ହିମାଂଶୁ ଠକେଇ କରିଥିବା ଟଙ୍କାର ବଡ଼ଭାଗ ବିଭିନ୍ନ...

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ...

ଗତବର୍ଷ ତୁଳନାରେ ୨୨ ପ୍ରତିଶତ ବଢ଼ିଲା ଧାନ ସଂଗ୍ରହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ବାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଚାଲିଥିବା ବେଳେ ରବିବାର ସୁଦ୍ଧା ମୋଟ ୩୫ ଲକ୍ଷ ୬ ହଜାର ୧୮୩ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏହା...

ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ ସମୟ ପର୍ଯ୍ୟନ୍ତ ଆଚ୍ଛାଦିତ ହୋଇରହୁଛି। ଏବେ ରାଜ୍ୟର ଅଧିକାଂଶ ଜିଲାରେ ଘନକୁହୁଡ଼ି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri