୩ ବର୍ଷରେ ଖର୍ଚ୍ଚ ହେବ ୧୮୦୦ କୋଟି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରାମାଞ୍ଚଳ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏବେ ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’ର ଗାଇଡ୍ଲାଇନରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅର୍ଥ ବିଭାଗର ଅନୁମତି ମିଳିବା ପରେ ଏହି ଯୋଜନାର ସଂଶୋଧିତ ଗାଇଡ୍ଲାଇନ ସହ…
ଜଳ ପରିଚାଳନାରେ ଓଡ଼ିଶା ପଛୁଆ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ପାନୀୟ ଜଳ ଯୋଗାଣରେ ସମ୍ପୃକ୍ତ ଥିବା ବିଭିନ୍ନ ଜାତୀୟ ଓ ରାଜ୍ୟ ସଂସ୍ଥା, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ତଥ୍ୟକୁ ଆଧାର କରି ନୀତି ଆୟୋଗଙ୍କ ଦ୍ୱାରା ଜଳ ଯୋଗାଣ ଇଣ୍ଡେକ୍ସ ପ୍ରସ୍ତୁତ କରାଯାଇଛି। କେବଳ ପାନୀୟ ଜଳ…
ଆଜି ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧି
ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ କମୁନି। ସୋମବାର ସର୍ବାଧିକ ୬୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…
ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪୩ ଜଣ ଚିହ୍ନଟ…
ଖୋଲିଲା ଶ୍ରୀମନ୍ଦିର
ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ଆର୍ଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ…
୨୭ ଜିଲାରେ ମରୁଡ଼ି ଆଶଙ୍କା
ଭୁବନେଶ୍ୱର,୨୩।୮(ବ୍ୟୁରୋ): କରୋନା ମହାମାରୀରୁ ମୁକୁଳି ନ ଥିବା ବେଳେ ଓଡ଼ିଶାକୁ ମାଡ଼ିଆସୁଛି ଆଉ ଏକ ବିପଦ। ଅନାବୃଷ୍ଟି ଯୋଗୁ ରାଜ୍ୟ ଏବେ ଘୋର ସଙ୍କଟ ଭିତରକୁ ଟାଣିହୋଇ ଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଧୋକା ଦେଇଛି। ଆଷାଢ଼ ଯାଇ ଶ୍ରାବଣ ଶେଷ…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ରେଳମନ୍ତ୍ରୀ
ବଲାଙ୍ଗୀର ଅଫିସ, ୨୩ା୮: କେନ୍ଦ୍ର ରେଳ, ସଞ୍ଚାର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ ରବିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲେ। ଟିଟିଲାଗଡରୁ କଣ୍ଟାବାଞ୍ଜି, ପାଟଣାଗଡ ଦେଇ ସେ ବଲାଙ୍ଗୀର ପହଞ୍ଚିଲେ। ସ୍ଥାନୀୟ…
ରାଖୀ ବାନ୍ଧିବା ପୂର୍ବରୁ ଚାଲିଗଲା ଭଉଣୀର ଜୀବନ
ରାଇରଙ୍ଗପୁର,୨୨ା୮(ଡି.ଏନ.ଏ.): ଗାଧୋଇ ସାରି ଘରକୁ ଫେରିଥିଲେ ବଡ଼ ଭାଇ ହାତରେ ରାଖୀ ବାନ୍ଧି ଥାଆନ୍ତେ। ହେଲେ ନିୟତିର ନିଷ୍ଠୁର ନିୟମ ତାଙ୍କୁ ପରିବାରଠାରୁ ସବୁଦିନ ପାଇଁ ଦୁରେଇ ଦେଲା । ରାଖୀ ବାନ୍ଧିବା ଆଗରୁ ନଈରେ ବୁଡ଼ି ଚାଲିଗଲା ସାନ ଭଉଣୀର…
ରାଜଧାନୀର ୨ଟି ବାରରେ ଲାଗିଲା ତାଲା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଧୀନ କଟକ ରୋଡ କଳ୍ପନା ଛକ ନିକଟରେ ଥିବା ପେଣ୍ଟାଗନ୍ ବାର ଆଣ୍ଡ ହୋଟେଲ ଓ ନିଶା ବାର୍କୁ ରବିବାର ବିଏମ୍ସି ପକ୍ଷରୁ ସିଲ୍ କରାଯାଇଛି। ସପ୍ତାହନ୍ତ ସଟ୍ଡାଉନ୍ରେ ପେଣ୍ଟାଗନ୍ ବାର୍ରେ ଜୁଆ ଆଡ୍ଡା ଚାଲିଥିବାରୁ ଏହାକୁ…
୮ ଦିନରେ ୯୪୮ ପିଲା କରୋନା ସଂକ୍ରମିତ
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନାର କୋପ କମୁଥିବା ବେଳେ ପିଲାଙ୍କ ସଂକ୍ରମଣ ଏବେ ଚିନ୍ତା ଘାରିଛି। ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦ଲକ୍ଷ ଟପିଥିବା ବେଳେ ଏଥିରେ ପିଲା ଅଛନ୍ତି ପ୍ରାୟ ଏକ ଲକ୍ଷ। ଆଉ ୩୬ ପିଲାଙ୍କ ମୃତ୍ୟୁ ହୋଇଛି। ତେବେ…
ଟଙ୍କା ଭର୍ତ୍ତି ଭ୍ୟାନ ଲୁଟ୍ ପଛରେ ଡ୍ରାଇଭର
ବ୍ରହ୍ମପୁର ଅଫିସ,୨୨ା୮: ବ୍ରହ୍ମପୁର ବଡବଜାର ଥାନା ଅଧୀନ ଆସକାରୋଡରୁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନ୍ ଲୁଟ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଭ୍ୟାନ୍ର ଡ୍ରାଇଭର ଆଶିଷ କୁମାର ଦିଗାଲଙ୍କୁ କେହି ଅପହରଣ କରି ନ ଥିଲେ। ବରଂ ସେ ନିଜେ ଅପହରଣ…
ମାନସିକ ନିର୍ଯାତନାର ଶିକାର ହୋଇ ଦେଶ ଛାଡିଲେ ଏହି କ୍ରିକେଟର୍
ଭାରତୀୟ କ୍ରିକେଟ୍ର ପରବର୍ତ୍ତୀ ସୁପରଷ୍ଟାର କୁହାଯାଉଥିବା ଉନ୍ମୁକ୍ତ ଚାନ୍ଦ ମାତ୍ର ୨୮ ବର୍ଷ ବୟସରେ ଭାରତୀୟ କ୍ରିକେଟକୁ ଅଲବିଦା କହିଚନ୍ତି। ୧୩ ଅଗଷ୍ଟରେ ଭାରତୀୟ କ୍ରିକେଟରୁ ଅବସର ନେଇଥିବା ଉନ୍ମୁକ ଚାନ୍ଦଙ୍କ ବିଷୟରେ ଚର୍ଚ୍ଚାହେଉଛି। ଉନ୍ମୁକ ଚାନ୍ଦ ଗତ ତିନିମାସ ଧରି…
Archives


