ଜୈବିକ ଖତକୁ ପ୍ରୋତ୍ସାହନ ଲୋଡ଼ା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟକୁ ରାସାୟନିକ ସାର ଯୋଗାଣ ପର୍ଯ୍ୟାପ୍ତ ହେଉ ନ ଥିବାରୁ ବ୍ୟବହାର କମିବାରେ ଲାଗିଲାଣି। ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୧ ଲକ୍ଷ ମେଟ୍ରିକ ଟନ୍ ସାର ବ୍ୟବହାର ହ୍ରାସ ପାଇଥିବା ଜଣାଯାଇଛି। କୃଷିମନ୍ତ୍ରୀଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ…
ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଗଲା ଜୀବନ
ପୋଲସରା,୨୧ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଡପଙ୍କଳବାଡି ପଞ୍ଚାୟତରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେ.ବଣରାମଚନ୍ଦ୍ରପୁର ଗ୍ରାମର ଭଗବତ ନାୟକ(୫୫)। ଶନିବାର କୌଣସି କଥାକୁ ନେଇ…
ଡିଏଫ୍ଓଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ
ପାରଳାଖେମୁଣ୍ଡି,୨୧ା୮(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍ ବନଖଣ୍ଡ ଅଧିକାରୀ (ଡିଏଫ୍ଓ)ଙ୍କୁ ଜେରା କରିଛି। ଦୀର୍ଘ ୩ ଘଣ୍ଟା ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯାଇଛି। ତେବେ…
ବାଜା ବଜେଇ ୪ ଅଲିମ୍ପିଆନଙ୍କୁ ଗାଁକୁ ନେଲେ
ଝାରସୁଗୁଡ଼ା ଅଫିସ,୨୧ା୮: ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୌରବ ଆଣିଥିବା ରାଜ୍ୟର ୪ଜଣ ଖେଳାଳି ପୁରୁଷ ହକି ଦଳର ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ ଓ ମହିଳା ହକି ଦଳର ଦୀପ୍ ଗ୍ରେସ୍ ଏକ୍କା, ନମିତା ଟପ୍ପୋ ନିଜ ଜନ୍ମମାଟି ସୁନ୍ଦରଗଡ଼…
ଧାର ଟଙ୍କା ମାଗିବାରୁ ମା’ ଝିଅଙ୍କୁ ଆକ୍ରମଣ
ବାସୁଦେବପୁର,୨୧।୮(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ କମାରଗଁାରେ ଶନିବାର ମା’ ଝିଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ଗୁରୁତର ମା’ ଝିଅ ହେଲେ ଗ୍ରାମର ଶାନ୍ତିଲତା…
ମାଷ୍ଟରକ୍ୟାଣ୍ଟିନ୍ରେ ପୁଣି ଝଲସିବ ଐତିହ୍ୟ ଘୋଡା
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଅବସ୍ଥାପିତ ଐତିହ୍ୟ ଘୋଡା ଓ ଯୋଦ୍ଧା ସ୍ଥାପତ୍ୟ ସ୍ଥାନାନ୍ତରଣ ନିଷ୍ପତ୍ତିରେ ପୂର୍ଣ୍ଣଛେଦ ପଡିଛି। ଏହାର ସୌନ୍ଦର୍ଯ୍ୟକରଣ ଉପରେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ(ବିଏସ୍ସିଏଲ୍)ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଶନିବାର ଘୋଡାର ପାର୍ଶ୍ୱରେ ଥିବା ନର୍ତ୍ତକୀ ମୂର୍ତ୍ତିର…
ନବୀନଙ୍କୁ ପ୍ରଶଂସା କଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରଶଂସାରେ ପୋତି ପକାଇଛନ୍ତି। ନୀତିଶ କହିଛନ୍ତି, ନବୀନ ଜଣେ ରାଜନେତା ହିସାବରେ ଭିନ୍ନ ପରିଚୟ ସୃଷ୍ଟି କରିଥିବା ବେଳେ କ୍ଷମତା ସହ ବଦଳି ନାହାନ୍ତି। ଏକ ଜାତୀୟ ଗଣମାଧ୍ୟମରେ…
ଗରିବଙ୍କୁ ଏମ୍ସରେ ମାଗଣା ଇକ୍ମୋ ଚିକିତ୍ସା
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା ଯୋଗାଇ ଦିଆଯିବ। ଏନେଇ ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।…
ରାଜ୍ୟରୁ ପୁଣି ୬୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ଶନିବାର କରୋନା ଆଉ ୬୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୨୮୯କୁ ବୃଦ୍ଧି ପାଇଛି। ୬୬ ମୃତକଙ୍କ ମଧ୍ୟରୁ…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୧୧୬ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ଶନିବାର ରାଜ୍ୟରେ ୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ ବର୍ଗର । ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରାଣ୍ଟାଇନ୍ରୁ…
ଐତିହ୍ୟ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ଥିତି
ଭୁବନେଶ୍ୱର,୨୧।୮(ବ୍ୟୁରୋ): ଭୁବନେଶ୍ୱରର ଐତିହ୍ୟ ଅଞ୍ଚଳରେ ଏବେ ବିପର୍ଯ୍ୟସ୍ତ ସ୍ଥିତି ଦେଖିବାକୁ ମିଳୁଛି। ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବାକୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସହ ସଫେଇ ଓ ସଚେତନତା ଆଦି କ୍ଷେତ୍ରରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ଦୀପତଳ ଅନ୍ଧାର…
ମନ ଜିଣୁଛି ବିହନ ରାଖୀ
ପୁରୁଣା ଭୁବନେଶ୍ୱର,୨୧।୮(ଡି.ଏନ୍.ଏ.): ଆଉ ଦିନକ ପରେ ସ୍ନେହ ଓ ଶ୍ରଦ୍ଧାର ପର୍ବ ରକ୍ଷାବନ୍ଧନ। କରୋନା ସମୟରେ ଅନେକ ଲୋକ ଜୀବିକା ହରାଇଥିବା ବେଳେ ପୋଖରୀପୁଟ ଅଞ୍ଚଳର ପରିବେଶବିତ୍ ସୁଶାନ୍ତ ସାହୁ ରାଖୀ ପୂର୍ଣ୍ଣମୀ ପାଇଁ ସ୍ଥାନୀୟ ଅଞ୍ଚଳରୁ ଧଳାଧାନ, କଳାଧାନ, ନାଲିଧାନ,…
Archives


