ରାଜ୍ୟ

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍‌ ଖଙ୍କିରା…

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା,…

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ…

ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ…

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍‌, ପ୍ରଶାସନିକ ଅଧିକାରୀ…

୧୭ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ବର,୩।୬: ରାଜ୍ୟର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା…

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ଘଟିଛି। ଏନେଇ ଗୁରୁବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର…

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ ସକାଳ…

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ। ତେଣୁ ନବଜାତକଙ୍କୁ ଇନ୍‌ଫେକ୍‌ଶନରୁ ସୁରକ୍ଷିତ ରଖିବାକୁ ଲେବର ରୁମ୍‌, ଓଟି ଏବଂ ନବଜାତ ଓ୍ବାର୍ଡର…

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌ ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍‌ସିବି ମେଡ଼ିକାଲକୁ ନିଆଯାଇଥିଲା।…

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍‌. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri