ପାଇଖାନା ନିର୍ମାଣ ଦୁର୍ନୀତିରେ ୨ ବିଡିଓ, ଯନ୍ତ୍ରୀ ନିଲମ୍ବିତ
ମାଲକାନଗିରି/ଚିତ୍ରକୋଣ୍ଡା/ଝରିଗାଁ,୧୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗର ତଦନ୍ତ ପରେ ଶନିବାର ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ରକୋଣ୍ଡା ବ୍ଲକରେ ୭୦୦ ପାଇଖାନା ନିର୍ମାଣ କରାଯାଇନାହିଁ। ଏ...
ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା
ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତନାଘନା...
ପ୍ରଥମ ଦିନରେ ୭୯ ପ୍ରତିଶତ ନେଲେ ଟିକା
ଭୁବନେଶ୍ୱର,୧୬।୧: ରାଜ୍ୟରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଯାଇଛି। ୧୬୧ଟି ଟିକାଦାନ କେନ୍ଦ୍ରରେ ପ୍ରଥମ ପର୍ଯ୍ୟାୟରେ ୧୬୩୩୦ ଜଣ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଥିବା ବେଳେ ୧୨୯୪୧ଜଣ ଅର୍ଥାତ ୭୯ ପ୍ରତିଶତ ଟିକା ନେଇଛନ୍ତି।...
‘ୟଙ୍ଗ୍ ଜିନିୟସ୍’ରେ ନଜରକୁ ଆସିବେ ମେଘାଲି
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଗୁଗଲ୍ ଗର୍ଲ ଅଫ୍ ଇଣ୍ଡିଆ’ ଭାବେ ପରିଚିତ ଭୁବନେଶ୍ୱରର ମେଘାଲି ମାଳବିକା ଓଡ଼ିଶା ପାଇଁ ପୁଣି ଏକ ଗୌରବ ଆଣିଛନ୍ତି। ଦେଶର ବିସ୍ମୟକର ପ୍ରତିଭାଙ୍କୁ ଗୋଟିଏ ପ୍ଲାଟ୍ଫର୍ମକୁ ଆଣୁଥିବା ‘ୟଙ୍ଗ୍ ଜିନିୟସ୍’ କାର୍ଯ୍ୟକ୍ରମରେ ସ୍ଥାନ ପାଇବାକୁ ଯାଉଛନ୍ତି...
ଅଭିନେତ୍ରୀ ଶୁଭ୍ରା କୁଣ୍ଡୁ ଗିରଫ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଚିଟ୍ଫଣ୍ଡ ଠକେଇ ମାମଲାରେ ରୋଜ୍ଭ୍ୟାଲି ଗ୍ରୁପ୍ ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ ବାସଭବନରୁ ଗିରଫ କରିଛି। ତାଙ୍କ ନାମରେ ୧୭ ହଜାର ୫୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ରହିଥିବାବେଳେ...
ଆଜିଠୁ ରିମାଣ୍ଡ, ଗୁମର ଖୋଲିବେ ହିମାଂଶୁ
ଭୁବନେଶ୍ୱର,୧୬।୧(ବ୍ୟୁରୋ): କିଡ୍ନୀ ଦେବା ନାଁରେ ରାଜ୍ୟରେ ସକ୍ରିୟ ଥିବା ଠକେଇ ର଼୍ୟାକେଟ୍ର ମାଷ୍ଟରମାଇଣ୍ଡ୍ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଏସ୍ଡିଜେଏମ୍ କୋର୍ଟ। ଶନିବାରଠାରୁ ତାଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ର଼୍ୟାକେଟରେ...
କୋରାପୁଟରେ ପ୍ରଥମେ ଟିକା ନେଲେ ସଫେଇ କର୍ମଚାରୀ ପଦ୍ମନ
କୋରାପୁଟ,୧୬/୧(ସ୍ବ.ପ୍ର) କୋରନା ବିରୋଧରେ ବିଶ୍ୱରେ ଆରମ୍ଭ ହୋଇଛି ସର୍ବ ବୃହତ ଲଢେଇ । ହାରିବ କୋରନା, ଜିତିବ ଜୀବନର ଲକ୍ଷ୍ୟ ନେଇ ଶନିବାରଠାରୁ ସାରା ଦେଶରେ ପ୍ରାଥମିକ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ...
ଝାରପଡ଼ା ଜେଲରେ କଏଦୀ ମୃତ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର...
ଚିତ୍ରକୋଣ୍ଡା ବିଡିଓ ନିଲମ୍ବିତ
ଚିତ୍ରକୋଣ୍ଡା,୧୬।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ବିଡିଓ ଲରିମନ ଖରସେଲଙ୍କୁ ଶନିବାର ନିଲମ୍ବନ କରାଯାଇଛି। ପାଇଖାନା ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଥିବା ସୂଚନା ମିଳିଛି। କିଛି ମାସ ହେବ ବିଡିଓ ପାଇଖାନା ଦୁର୍ନୀତି ମାମଲାରେ ଛନ୍ଦି...
ରାଜ୍ୟରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ...
ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା ହେବା ସହ ଶୁଭେଚ୍ଛା ଜଣାଇଛନ୍ତି। ଟିକା ନେଇଥିବାରୁ ତାଙ୍କୁ ଉତ୍ସାହିତ କରିଥିଲେ ଏବଂ...
ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ ସଂଗ୍ରହ ଓ ପୁନଃ ପ୍ରକ୍ରିୟାକରଣ ହେଉ ନ ଥିବାରୁ ଦିନକୁ ଦିନ ଇ-ବର୍ଜ୍ୟବସ୍ତୁର...
Archives


