ରାଜ୍ୟ

ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କରୁଛନ୍ତି ସୁରକ୍ଷା କର୍ମୀ

ହିଞ୍ଜିଳିକାଟୁ,୧୯।୮(ଡି.ଏନ.ଏ.): ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ୮୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କୋଠା, ଡାକ୍ତରଖାନାକୁ କାଟାଗୋରୀ-୨ ଉପଖଣ୍ଡ ଚିକିତ୍ସାଳୟ ମାନ୍ୟତା, ଡାକ୍ତର,ନର୍ସ ଓ କର୍ମଚାରୀଙ୍କ ସଂଖ୍ୟା ବୃଦ୍ଧି ସତ୍ତ୍ୱେ ହିଞ୍ଜିଳିକାଟୁ ଡାକ୍ତରଖାନାରେ ରୋଗୀ ସେବାରେ ଅବହେଳା ହେଉଥିବା ଦେଖିବାକୁ ମିଳିଛି। ଜଣେ…

ଅଡୁଆରେ ଏମ୍‌ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ୨୦୧୬ ମସିହାରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ସଂଗ୍ରାମଙ୍କ ପରଲୋକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ମାତ୍ର ୪୪ ବର୍ଷ ହୋଇଥିଲା। ସେ କରୋନା ସଂକ୍ରମିତ ହେବା ପରେ ଗୁରୁତର ହୋଇପଡ଼ିଥିଲେ। ମେ’…

ମହାପ୍ରଭୁଙ୍କ ପାଇଁ ତିଆରି ଚାଲିଛି ରାଖୀ

ପୁରୀ ଅଫିସ, ୧୯।୮: ଭଉଣୀ ଭାଇର ପବିତ୍ର ସମ୍ପର୍କର ପର୍ବ ହେଉଛି ରକ୍ଷାବନ୍ଧନ। ରାଖୀ ପୂର୍ଣ୍ଣିମାରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ତା’ର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶୁଭ ମନାସି ଥାଏ। ପ୍ରତିବଦଳରେ ଭାଇ ତା’ର ଭଉଣୀକୁ…

ଖୋଲିଲା ୪ ନଂ. ମାଛ ମାର୍କେଟ

ଭୁବନେଶ୍ୱର,୧୯।୮: ୧୦ ଦିନ ଧରି ସିଲ୍‌ ହୋଇ ରହିଥିବା ୟୁନିଟ୍‌-୪ ମାଛ ମାର୍କେଟ ବୁଧବାରଠାରୁ ଖୋଲିଛି। ବ୍ୟବସାୟୀ ସଂଘର ଅନୁରୋଧକୁ ବିଚାର କରି କୋଭିଡ୍‌ କଟକଣା ମଧ୍ୟରେ ମାଛ ମାର୍କେଟ ଖୋଲିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନୁମତି ଦିଆଯାଇଥିବା…

ପ୍ଲାଣ୍ଟ୍‌ ସୁପରଭାଇଜରଙ୍କୁ ମାଡ଼, ଭଉଣୀଙ୍କୁ ଫାର୍ସା ଚୋଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ଅକ୍ସିଜେନ ପ୍ଲାଣ୍ଟ୍‌ରୁ ଚୋରି ଘଟଣାକୁ କେନ୍ଦ୍ରକରି ବୁଧବାର ପ୍ଲାଣ୍ଟ୍‌ ସୁପରଭାଇଜର ମନୋଜ ନାୟକ ଓ ତାଙ୍କ ଭଉଣୀଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତଙ୍କ ମାଡ଼ରେ ମନୋଜ ଆହତ ହୋଇଥିବାବେଳେ ଭାଇଙ୍କୁ ରକ୍ଷା କରିବାକୁ ଯାଇ ଫାର୍ସା ଚୋଟର ଶିକାର…

ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୯।୮ (ଡି.ଏନ୍‌.ଏ.): କୋଭିଡ୍‌ ୨ୟ ଲହର ଯୋଗୁ ଗତ ୩ମାସରୁ ଊର୍ଦ୍ଧ୍ୱ ବନ୍ଦ ରହିଥିବା ଶ୍ରୀଲିଙ୍ଗରାଜ ମନ୍ଦିର ଆସନ୍ତା ସେପ୍ଟେମ୍ବର ପହିଲାରୁ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ଖୋଲିବ। ବୁଧବାର ଅନୁଷ୍ଠିତ ଟ୍ରଷ୍ଟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କୋଭିଡ୍‌…

୨୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୯।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଅତିକ୍ରମ କରିଛି। ଯେତିକି ବର୍ଷା ହେବା କଥା ହେଲା ନାହିଁ। ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ କିଛି ମାତ୍ରାରେ ବର୍ଷା ହୋଇଥିଲେ ମଧ୍ୟ ରାଜ୍ୟର ଅଧିକାଂଶ ଭାଗରେ ନିଅଣ୍ଟିଆ ପରିସ୍ଥିତି ରହିଛି। ପାଣିପାଗ…

ଜୁଲାଇ ସୁଦ୍ଧା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ

ଭୁବନେଶ୍ୱର(ବ୍ୟୁରୋ)/ରାଉରକେଲା ଅଫିସ୍‌,୧୯।୮: ରାଉରକେଲା ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ। ଷ୍ଟାଡିୟମ୍‌ ପୂର୍ଣ୍ଣାଙ୍ଗ ରୂପ ନେଲେ ଫୁଟ୍‌ବଲ ସମେତ ଅନ୍ୟ ଆଥଲେଟିକ୍ସ କ୍ରୀଡ଼ାକୁ ନୂଆ ଦିଗ…

ଆଜି ଓଡ଼ିଶା ଆସୁଛନ୍ତି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀ ଦେଶର ପ୍ରାୟ ୨୧୨ ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡ଼ିବେ। ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ…

ଟିକା ନେଇ ବି ୩୧,୭୧୨ ସଂକ୍ରମିତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଟିକା ନେବା ପରେ ବି ସଂକ୍ରମଣ ହେଉଛି। ରାଜ୍ୟରେ ଟିକା ନେଇଥିବା ୩୧,୭୧୨ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ପ୍ରଥମ ଡୋଜ୍‌ ନେଇଥିବା ୧୭,୮୨୪ଜଣ ଓ ଦ୍ୱିତୀୟ ଡୋଜ୍‌ ଟିକା ନେବା ପରେ ୧୩,୮୮୮ଜଣ ସଂକ୍ରମିତ ହୋଇଛନ୍ତି। ଏନେଇ ରାଜ୍ୟ…

ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ଏକମାତ୍ର ଲକ୍ଷ୍ୟ

ଜାପାନର ଟୋକିଓରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପାରାଲିମ୍ପିକ୍ସ କ୍ରୀଡ଼ା। ଏଥିରେ ଭାଗ ନେବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ। ବରଗଡ଼ର ଅତାବିରାରେ ଜନ୍ମିତ(୧୯୮୮ ଏପ୍ରିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri