ରାଜ୍ୟ

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି। ସେ ପୂର୍ବାହ୍ନ ୧୦ଟା ବେଳେ ଚାନ୍ଦିପୁର ହେଲିପ୍ୟାଡ୍‌ରେ ଅବତରଣ କରି ସମୁଦ୍ର ଉପକୂଳବର୍ତ୍ତୀ ଶ୍ରୀକୋଣା…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌ ଥିବା…

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ ସେମାନଙ୍କୁ ଡିଏସ୍‌ପି ପାହ୍ୟାରୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା। ସୋମବାର ସେମାନଙ୍କୁ ନୂଆ…

୪ ଜିଲାରେ ହେବ ଅଣଧାନ ଫସଲ

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଚଳିତ ଖରିଫ୍‌ରେ ରାଜ୍ୟର ମୋଟ ୧୨ ହଜାର ୨୦୭ ହେକ୍ଟର ଚାଷଜମିରେ ଫସଲର ବିବିଧୀକରଣର ଏକ ପାଇଲଟ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏହାକୁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ…

୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି। ପୂର୍ବରୁ ମେ ୩୧ ପର୍ଯ୍ୟନ୍ତ ପ୍ରବେଶ ବନ୍ଦ ରହିଥିବାବେଳେ ଏବେ ପୁଣି ଅବଧି ବଢାଇ…

ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର’

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର (ଏନ୍‌ଏଚ୍‌ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ…

ନବରଙ୍ଗପୁର, କୋରାପୁଟରେ ୩ ଅକ୍ସିଜେନ ପ୍ଲାଣ୍ଟ୍‌

ଭୁବନେଶ୍ୱର(ବ୍ୟୁରୋ)/ନବରଙ୍ଗପୁର/ ଜୟପୁର, ୧ା୬ (ବି.ପ୍ର./ନି.ପ୍ର.): ରାଜ୍ୟର କୋଭିଡ୍‌ ମୁକାବିଲା କ୍ଷେତ୍ରରେ ନବରଙ୍ଗପୁର ଓ କୋରାପୁଟ ଜିଲା ପ୍ରମୁଖ ଭୂମିକା ନେବ। ଏଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ବାତ୍ୟା ୟାସ୍‌ ଯୋଗୁ ଜଳ ସମ୍ପଦ ବିଭାଗର ୮୭ କୋଟି କ୍ଷୟକ୍ଷତି ହୋଇଛି। ବିଭାଗ ପକ୍ଷରୁ କରାଯାଇଥିବା ପ୍ରାଥମିକ ରିପୋର୍ଟ ଆକଳନ ଅନୁଯାୟୀ ବୃହତ୍‌ ଜଳ ସେଚନ ପ୍ରକଳ୍ପ ଏବଂ ଲୁଣାବନ୍ଧ ନଷ୍ଟ ହେବା ଯୋଗୁ ଯଥାକ୍ରମେ ୬୯.୧୮…

ଅବସର ନେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ନିରଞ୍ଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ୱ

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସୋମବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ସେ ୧ବର୍ଷ ୧୦ମାସ ଧରି ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍‌ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା…

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ଯାଜପୁର ଅଫିସ, ୧ା୬: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌…

ସିବିଏସ୍‌ଇ, ସିଆଇଏସ୍‌ସିଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଶୁଣାଣି ୩କୁ ଘୁଞ୍ଚିଲା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ୍‌ ଏଜୁକେଶନ (ସିଆଇଏସ୍‌ସିଇ)ର ଦ୍ୱାଦଶ ବୋର୍ଡ ପରୀକ୍ଷା ହେବ କି ନାହିଁ ତାହା ଆସନ୍ତା ୩ ତାରିଖରେ ସ୍ପଷ୍ଟ ହେବ। ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri