ରାଜ୍ୟ

ସାହିତ୍ୟ ସଂସ୍କୃତିର ମକର ମିଳନ

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ) ସାହିତ୍ୟ ସଂସ୍କୃତି ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ପ୍ରଭାବତୀ ପବ୍ଲିିକ ସ୍କୁଲ ପରିସରରେ ସଭାପତି ଡ. ଛାୟାକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବ୍ୟାସକବି ଫକିର ମୋହନ ସେନାପତିଙ୍କ ଜୟନ୍ତୀ ଓ ମକର ମିଳନ ଅନୁଷ୍ଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ...

‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’

ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି...

କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା

ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର...

ରାଜ୍ୟରେ ସୁସ୍ଥ ହେଲେ ୨୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଗୁରୁବାର ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୮୩୨ରେ ପହଞ୍ଚିଛି। ଅନୁଗୁଳ ଜିଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ...

ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍‌

ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍‌ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ...

ଡିଲ୍‌ ସମୟରେ ୨ ହାତୀ ଦାନ୍ତ ଜବତ

ସମ୍ବଲପୁର,୧୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବରେଇପାଲି ଛକରୁ ବନ ବିଭାଗର ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍‌(ଏସ୍‌ଟିଏଫ୍‌) ଗୁରୁବାର ଦୁଇଟି ହାତୀ ଦାନ୍ତ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୋନପୁର ଜିଲା...

ମକର ବୁଡ଼ ବେଳେ ଯୁବତୀଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୪।୧: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ବୁଧବାର ମକର ବୁଡ଼ ପକାଇବାକୁ ଯାଇଥିବା ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୫୭/୨୧) ରୁଜୁ କରି ଜଣଙ୍କୁ...

ଜୀବନ ପ୍ରଦୀପଙ୍କ ଘରବାହୁଡ଼ା

ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ...

ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି।...

ବ୍ରିଜ୍‌ ଉପରେ ଜଳିଗଲା କାର୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍‌ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ଜଳିଯାଇଛି। ଏହି କାର୍‌ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ସେମାନେ ସମସ୍ତେ ବାହାରକୁ ବାହାରି ଆସିଥିଲେ।   ଅଗ୍ନିଶମ...

ଆଜି ରାଜ୍ୟରୁ ୨୨୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୨୨୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୭ ଜଣ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri