ରାଜ୍ୟ

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ କରିଛନ୍ତି । ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୁରଥ କହିଛନ୍ତି,…

ଲଘୁଚାପ ଉତ୍ତର ଭାରତ ମୁହାଁ

ଭୁବନେଶ୍ୱର,୧୮ା୮(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓଡ଼ିଶା ଉପକୂଳ ଛୁଇଁଛି । ଏହାର ପ୍ରଭାବରେ ସୋମବାର ରାତିଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା…

ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଅନଲାଇନ୍‌ରେ…

‘ଘଟଣା ବେଳେ ଡିଏଫ୍‌ଓଙ୍କ କ୍ୱାର୍ଟର୍ସରେ ଥିଲେ ଜିଲାପାଳ’

ପାରଳାଖେମୁଣ୍ଡି, ୧୮ା୮ (ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଜେରା ଜାରି ରହିଛି। ମଙ୍ଗଳବାର ଦୁଇଟି ପର୍ଯ୍ୟାୟରେ ୬ ଜଣଙ୍କୁ ଜେରା କରାଯାଇଥିଲା। ଦ୍ୱିତୀୟ ଦିନର ଜେରାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌କୁ କେତେକ ଗୁରୁତ୍ୱପୂର୍ଣ୍ଣ…

ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବୁଦବାର କରୋନାରେ ୬୫ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୪୧୫ଟି ହେଉଛି ଲୋକାଲ କେସ। ବାକି ୧୩୮ ଜଣ…

ନବୀନଙ୍କ ବଡ଼ ଘୋଷଣା: ଆଉ ୧୦ ବର୍ଷ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୧୭।୮: ହକିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଆହୁରୀ ୧୦ ବର୍ଷ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ…

ଫରେଷ୍ଟରଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ପଦ୍ମପୁର,୧୭।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଫରେଷ୍ଟର ସୁଶାନ୍ତ ଦାଶଙ୍କ ବାସଭବନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ତାଙ୍କ ପଦ୍ମପୁର ବାସଭବନ ଏବଂ ଝାରବନ୍ଧ ଅଫିସରେ ଚଢାଉ…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭ ହଜାରକୁ ବୃଦ୍ଧି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୬ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୪୨୧…

ପ୍ରଥମ ରନର୍ସ ଅପ୍‌ ହେଲେ ଗଞ୍ଜାମର ଗୁଞ୍ଜନ

ଭୁବନେଶ୍ୱର, ୧୭।୮ (ବ୍ୟୁରୋ)-ରାଜ୍ୟ ତଥା ଜାତୀୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କମାଲ୍‌ ଦେଖାଉଛନ୍ତି ଓଡ଼ିଆ ଝିଅ। ନୂଆଦିଲ୍ଲୀରେ ଅନୁଷ୍ଠିତ ସର୍ବଭାରତୀୟ ସୁନ୍ଦରୀ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ୍‌ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଗୁଞ୍ଜନ ପ୍ରିୟଦର୍ଶିନୀ। କୌଶିକ୍‌ ଇଭେଣ୍ଟ ଦ୍ୱାରା ଗତ…

ବେଙ୍ଗଲ-ଓଡ଼ିଶା ସୀମାରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମେଡିକାଲ କଲେଜ, ଇଞ୍ଜିନିୟରିଂ କଲେଜଠାରୁ ଆରମ୍ଭ କରି ବିଭିନ୍ନ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ଦେବାକୁ କହି ଛାତ୍ରୀଛାତ୍ରଙ୍କୁ ଠକୁଥିବା ଜଣେ ଯୁବକଙ୍କୁ ସୋମବାର କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ ସ୍କ୍ବାଡ୍‌ ଟିମ୍‌ ବେଙ୍ଗଲ-ଓଡ଼ିଶା ସୀମାରୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri